ଶୁକ୍ରବାର ରାଶିଫଳ ( ୦୨ – ୦୬ – ୨୦୨୩ )

The Sakala Picture
Published On

ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହେବ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ। ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସୁନ୍ଦର ସମ୍ପର୍କ ସ୍ଥାପନ ହେବାର ସୁଯୋଗ ରହିଛି। ମିଥୁନ: […]

ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହେବ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସୁନ୍ଦର ସମ୍ପର୍କ ସ୍ଥାପନ ହେବାର ସୁଯୋଗ ରହିଛି।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ। ପରିଭ୍ରମଣ ଯୋଗ ରହିଛି।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟର ହେବ।

ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ନିବେଶରୁ ଲାଭ ମିଳିବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।

ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ।

ବିଛା: ଇଚ୍ଛା ପୂରଣ ହେବ। ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବାର ସମ୍ଭାବନା ଅଧିକ ହେବ।

ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ବା ସନ୍ତୋଷଜନକ ଫଳ ମିଳିବ ନାହିଁ। ଚେଷ୍ଟା ଜାରି ରଖ।

ମକର: ସମୟର ଠିକ ଉପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କଳାକାର, ଡାକ୍ତରଙ୍କୁ ଶୁଭ ଖବର ମିଳିବ।

କୁମ୍ଭ: ତରତର ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ।

ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିବେ।

02 Jun 2023 By The Sakala

ଶୁକ୍ରବାର ରାଶିଫଳ ( ୦୨ – ୦୬ – ୨୦୨୩ )

ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହେବ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।

ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସୁନ୍ଦର ସମ୍ପର୍କ ସ୍ଥାପନ ହେବାର ସୁଯୋଗ ରହିଛି।

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ। ପରିଭ୍ରମଣ ଯୋଗ ରହିଛି।

କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟର ହେବ।

ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ନିବେଶରୁ ଲାଭ ମିଳିବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।

ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ।

ବିଛା: ଇଚ୍ଛା ପୂରଣ ହେବ। ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବାର ସମ୍ଭାବନା ଅଧିକ ହେବ।

ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ବା ସନ୍ତୋଷଜନକ ଫଳ ମିଳିବ ନାହିଁ। ଚେଷ୍ଟା ଜାରି ରଖ।

ମକର: ସମୟର ଠିକ ଉପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କଳାକାର, ଡାକ୍ତରଙ୍କୁ ଶୁଭ ଖବର ମିଳିବ।

କୁମ୍ଭ: ତରତର ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ।

ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିବେ।

https://www.thesakala.in/horoscope/2nd-june-2023-friday-rasiphala/article-22213
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp