କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ….

The Sakala Picture
Published On

ମେଷ: ରବି, ସୋମ, ମଙ୍ଗଳବାରରେ ଭବିଷ୍ୟତ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରିବେ। ଅଟକି ରହିଥିବା ଧନ ଫେରିପାଇବେ। ବୁଧ, ଗୁରୁବାରରେ କର୍ମକ୍ଷେତ୍ରରେ ନିଜର ପ୍ରତିଭାକୁ ବିକଶିତ କରିବେ। ଶୁକ୍ର, ଶନିବାରରେ ଜୀବନରେ ଭିନ୍ନ ମୋଡ଼ ଦେଖାଦେବ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନୋନିବେଶ କରିବେ। ବୃଷ: ରବି, ସୋମ, ମଙ୍ଗଳବାରରେ ଶତ୍ରୁର କୂଟଚକ୍ରାନ୍ତର ଶିକାର ହୋଇପାରନ୍ତି। ଗୁରୁତ୍ବପୂର୍ଣ୍ଣ କାର୍ୟ୍ୟରେ ବାଧା ଉପୁଜିପାରେ। ବୁଧ, ଗୁରୁବାରରେ ପରିଶ୍ରମର ଫଳପ୍ରାପ୍ତି ହେବ। ଶୁକ୍ର, ଶନିବାରରେ କର୍ମକ୍ଷେତ୍ରରେ ଉନ୍ନତି କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟ […]

ମେଷ: ରବି, ସୋମ, ମଙ୍ଗଳବାରରେ ଭବିଷ୍ୟତ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରିବେ। ଅଟକି ରହିଥିବା ଧନ ଫେରିପାଇବେ। ବୁଧ, ଗୁରୁବାରରେ କର୍ମକ୍ଷେତ୍ରରେ ନିଜର ପ୍ରତିଭାକୁ ବିକଶିତ କରିବେ। ଶୁକ୍ର, ଶନିବାରରେ ଜୀବନରେ ଭିନ୍ନ ମୋଡ଼ ଦେଖାଦେବ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନୋନିବେଶ କରିବେ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୦୩-୦୬-୨୦୨୬)

ବୃଷ: ରବି, ସୋମ, ମଙ୍ଗଳବାରରେ ଶତ୍ରୁର କୂଟଚକ୍ରାନ୍ତର ଶିକାର ହୋଇପାରନ୍ତି। ଗୁରୁତ୍ବପୂର୍ଣ୍ଣ କାର୍ୟ୍ୟରେ ବାଧା ଉପୁଜିପାରେ। ବୁଧ, ଗୁରୁବାରରେ ପରିଶ୍ରମର ଫଳପ୍ରାପ୍ତି ହେବ। ଶୁକ୍ର, ଶନିବାରରେ କର୍ମକ୍ଷେତ୍ରରେ ଉନ୍ନତି କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟ ଅବସ୍ଥାକୁ ନେଇ ଚିନ୍ତିତ ରହିବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୦୪-୦୬-୨୦୨୬)

ମିଥୁନ: ରବି,ସୋମ, ମଙ୍ଗଳବାରରେ ଅଯଥା ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ସୁଖ ସନ୍ତୋଷ ବୃଦ୍ଧି ପାଇବ। ଆର୍ଥିକକ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବେ। ବୁଧ,ଗୁରୁବାରରେ ଭବିଷ୍ୟତ ଯୋଜନା ଫଳପ୍ରଦ ହୋଇପାରେ। ଶୁକ୍ର,ଶନିବାରରେ ସହକର୍ମୀଙ୍କ ସହ ବାଦବିବାଦ ଉପୁଜିପାରେ। ଜୀବନରେ ନୂତନ ପରିବର୍ତ୍ତନ ଦେଖାଦେବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୫-୦୬-୨୦୨୬ )

କର୍କଟ: ରବି,ସୋମ, ମଙ୍ଗଳବାରରେ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । କଠିନ ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। ବୁଧ,ଗୁରୁବାରରେ ପ୍ରିୟଜନଙ୍କ ସହଯୋଗ ପାଇବେ। ଶୁକ୍ର,ଶନିବାରରେ ବ୍ୟବସାୟରେ ପ୍ରସାର ପାଇଁ ନୂତନ ମାର୍ଗ ପାଇବେ। ଛାତ୍ରଛାତ୍ରୀ କ୍ୟାରିୟର୍ ପାଇଁ ଚିନ୍ତିତ ହୋଇପାରନ୍ତି।

ସିଂହ: ରବି, ସୋମ,ମଙ୍ଗଳବାରରେ ଦାମ୍ପତ୍ୟ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଲକ୍ଷ୍ୟ ପୂରଣ ପାଇଁ ଚେଷ୍ଟା ଜାରି ରଖିବେ। ବୁଧ,ଗୁରୁବାରରେ ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଶୁକ୍ର,ଶନିବାରରେ ବିଭିନ୍ନ କାର୍ୟ୍ୟରେ ସଫଳତା ହାସଲ କରିବେ।

କନ୍ୟା: ରବି,ସୋମ, ମଙ୍ଗଳବାରରେ ସଂପତ୍ତି କ୍ରୟବିକ୍ରୟ କରିବାର ସୁଯୋଗ ପାଇବେ। ଦୀର୍ଘ ଦିନପରେ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ବୁଧ,ଗୁରୁବାରରେ ବ୍ୟବସାୟିକ କାର୍ୟ୍ୟରେ ଦୂରଯାତ୍ରା କରିପାରନ୍ତି। ଶୁକ୍ର,ଶନିବାରରେ କର୍ମକ୍ଷେତ୍ରରେ ପଦୋନ୍ନତି ସୁଯୋଗ ରହିଛି। ଛାତ୍ରଛାତ୍ରୀ ଲେଖାପଢ଼ାରେ ଉନ୍ନତି କରିବେ।

ତୁଳା: ରବି,ସୋମ, ମଙ୍ଗଳବାରରେ ନିଜ ଦକ୍ଷତା ବଳରେ ଲୋକମାନଙ୍କୁ ପ୍ରଭାବିତ କରିବେ। ସମାଜରେ ମାନସମ୍ମାନ ବୃଦ୍ଧି ପାଇବ। କୌଣସି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବାକୁ ବାଧ୍ୟ ହେବେ। ବୁଧ,ଗୁରୁବାରରେ ଶତ୍ରୁମାନଙ୍କଠାରୁ ଦୂରେଇ ରୁହନ୍ତୁ। ଶୁକ୍ର, ଶନିବାରରେ ବିଭାଗୀୟ ଅଧିକାରୀଙ୍କଠାରୁ ଉଚିତ ପରାମର୍ଶ ପାଇବେ।

ବିଛା: ରବି, ସୋମ, ମଙ୍ଗଳବାରରେ ଜୀବନରେ କିଛି ନୂତନ ପରିବର୍ତ୍ତନ ଦେଖାଦେବ। ଗୁରୁଜନଙ୍କଠାରୁ ଆଶୀର୍ବାଦ ପାଇବେ। ବ୍ୟବସାୟରେ ଲାଭବାନ ହୋଇପାରନ୍ତି। ବୁଧ,ଗୁରୁବାରରେ ଜୀବନ ସାଥୀଙ୍କ ସହଯୋଗ ପାଇ ଉତ୍ସାହିତ ହେବେ। ଶୁକ୍ର, ଶନିବାରରେ ସାହିତ୍ୟ, ସଙ୍ଗୀତ ପ୍ରତି ଉତ୍ସାହ ବଢ଼ିବାକୁ ଲାଗିବ।

ଧନୁ: ରବି,ସୋମ, ମଙ୍ଗଳବାରରେ ସନ୍ତାନଙ୍କ କାର୍ୟ୍ୟକଳାପରେ ଗର୍ବିତ ହେବେ। ଆର୍ଥିକ ଅବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାରଠାରୁ ସହଯୋଗ ପାଇବେ। ବୁଧ,ଗୁରୁବାରରେ ସକାରାତ୍ମକ ଚିନ୍ତାରଖି ଆଗକୁ ବଢ଼ିବେ। ଶୁକ୍ର,ଶନିବାରରେ ଛାତ୍ରଛାତ୍ରୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ପାଇପାରନ୍ତି।

ମକର: ରବି,ସୋମ, ମଙ୍ଗଳବାରରେ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ଅସୁବିଧା ଦେଖାଦେଇପାରେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ରହିଛି। ଅକସ୍ମାତ୍ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ବୁଧ,ଗୁରୁବାରରେ ପ୍ରେମ ଓ ଦାମ୍ପତ୍ୟ ସମ୍ପର୍କରେ ନିବିଡ଼ତା ବୃଦ୍ଧି ପାଇବ। ଶୁକ୍ର,ଶନିବାରରେ ଅନ୍ୟକୁ ସାହାଯ୍ୟ କରି ଆତ୍ମସନ୍ତୋଷ ପାଇବେ।

କୁମ୍ଭ: ରବି,ସୋମ, ମଙ୍ଗଳବାରରେ ଉଚ୍ଚ ଆଶା କରି ମାନସିକ ଅବସାଦରେ ରହିପାରନ୍ତି। ଏକାକୀ ଅନୁଭବ କରିପାରନ୍ତି। ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ବୁଧ,ଗୁରୁବାରରେ ଧୈର୍ୟ୍ୟ ଓ ବୁଦ୍ଧି ବଳରେ କାର୍ଯ୍ୟ ହାସଲ କରିବେ। ଶୁକ୍ର,ଶନିବାରରେ ସାଙ୍ଗସାଥୀଙ୍କ ସହ ମିଳାମିଶା ବଢ଼ିବ। ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ।

ମୀନ: ରବି, ସୋମ, ମଙ୍ଗଳବାରରେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। କର୍ମକ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ କରିବେ। ବୁଧ,ଗୁରୁବାରରେ ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧି ପାଇବ। ଶୁକ୍ର,ଶନିବାରରେ ବିବାଦୀୟ ପରିସ୍ଥିତିରୁ ଦୂରେଇ ରୁହନ୍ତୁ। ଆର୍ଥିକ ପରିସ୍ଥିତି ସୁଦୃଢ଼ ରହିବ।

03 Sep 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp