ବୁଧବାର ରାଶିଫଳ (୨-୬-୨୦୨୧)
ମେଷ: ଦିନଟି ସବୁକ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ଶିଳ୍ପ ଓ ବାଣିଜ୍ୟ ମନମୁତାବକ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ବୃଷ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ରାଜନୀତିରେ ସକ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍ ମିଥୁନ: ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ […]
ମେଷ: ଦିନଟି ସବୁକ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ଶିଳ୍ପ ଓ ବାଣିଜ୍ୟ ମନମୁତାବକ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍
ବୃଷ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ରାଜନୀତିରେ ସକ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍
ମିଥୁନ: ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡିବେ। ରାଜନୀତିରେ ଶତ୍ରୁମାନଙ୍କ ଦ୍ବାରା ପ୍ରଭାବିତ ହେବେ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିକ୍
କର୍କଟ: କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଦେଇ ଗତି କରିବେ ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତିରେ ଶତୃବୃଦ୍ଧି ହେବେ । ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା
ସିଂହ: ଆୟର ମାର୍ଗ ପ୍ରଶସ୍ତ ରହିଛି | ରାଜନୀତିରେ ଉଚ୍ଚପ୍ରଶଂସା ପାଇବେ | ମହିଳାମାନେ ସ୍ଵାଭିମାନୀ ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସଫଳତା ପାଇବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍
କନ୍ୟା: ଆର୍ଥିକ ଦୃଷ୍ଟିକୋଣରୁ ସମୃଦ୍ଧି ରହିବ। ଚାକିରିରେ କର୍ମତତ୍ପର ରହିବେ | ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ | ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ-ସବୁଜ
ତୁଳା: କାର୍ଯ୍ୟ ମନ୍ଥର ଓ ଖର୍ଚ୍ଚାନ୍ତ ରହିବ। ଚାକିରିରେ ଚାପ ରହିବ । ମହିଳାମାନେ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍
ବିଛା: କର୍ମକ୍ଷେତ୍ରରେ ସହଯୋଗ ମିଳିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଗୃହସଜ୍ଜାରେ ବ୍ୟସ୍ତ ରହିବେ । ବାଣିଜ୍ୟ ସଫଳ ହେବ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ-କମଳା
ଧନୁ: ନେତୃତ୍ଵ ନେଇ ସଫଳ ହେବେ। ମହିଳାମାନେ ସୁଖୀ ହେବେ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା
ମକର: ଆର୍ଥିକ ସମସ୍ୟା ରହିବ। ଚାକିରିରେ ଅସ୍ଥିରତା ଦେଖାଦେବ । ରାଜନୀତିରେ ଦୁର୍ନାମ ପାଇପାରନ୍ତି । ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ
କୁମ୍ଭ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ପ୍ରଶଂସିତ ହେବେ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍
ମୀନ: ଦିନଟି ବ୍ୟସ୍ତତା ଭିତରେ କଟିବ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍