ଗୁରୁବାର ରାଶିଫଳ ( ୧୨ – ୧୦ – ୨୦୨୩ )

The Sakala Picture
Published On

ମେଷ: କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ପାଇବ। ମହିଳାମାନଙ୍କର ବିଳାସବ୍ୟସନରେ ଦିନଟି କଟିବ। ଆୟ ତୁଳନାରେ ବ୍ୟୟ ଅଧିକ ରହିବ। ବୃଷ: ଗୁରୁଜନଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖାଦେବ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ନୂତନ ନିବେଶ କରି ଦ୍ବନ୍ଦ୍ବରେ ପଡ଼ିବେ। ଆୟ ତୁଳନାରେ ବ୍ୟୟ ବଢ଼ିବ। ମିଥୁନ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରି ପ୍ରଶଂସା ପାଇବେ। ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ […]

ମେଷ: କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ପାଇବ। ମହିଳାମାନଙ୍କର ବିଳାସବ୍ୟସନରେ ଦିନଟି କଟିବ। ଆୟ ତୁଳନାରେ ବ୍ୟୟ ଅଧିକ ରହିବ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ଗୁରୁଜନଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖାଦେବ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ନୂତନ ନିବେଶ କରି ଦ୍ବନ୍ଦ୍ବରେ ପଡ଼ିବେ। ଆୟ ତୁଳନାରେ ବ୍ୟୟ ବଢ଼ିବ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରି ପ୍ରଶଂସା ପାଇବେ। ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ପାଇବେ। ବରିଷ୍ଠଙ୍କ ପରାମର୍ଶ କ୍ରମେ ନୂତନ କାର୍ଯ୍ୟରେ ଯୋଗଦେବେ । ମହିଳାଙ୍କ କାର୍ଯ୍ୟଭାର ବୃଦ୍ଧି ପାଇବ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

କର୍କଟ: ଦୀର୍ଘ ଦିନର ଆଶା ପୂରଣ ହେବ। ମହିଳାଙ୍କ ଦୃଷ୍ଟିକୋଣ ସକାରାତ୍ମକ ରହିବ। ପାରିବାରିକ ସହଯୋଗ ପାଇ ମନ ପ୍ରସନ୍ନ ରହିବ। ସମାଜରେ ମାନ ସମ୍ମାନ ବଢ଼ିବ।

ସିଂହ: ବେପାରରେ ଲାଭର ସୁଯୋଗ ହାତଛଡ଼ା ହୋଇପାରେ । ପୂର୍ବ କଥାକୁ ନେଇ ମନସ୍ତାପରେ ରହିବେ। ବନ୍ଧୁବାନ୍ଧବଙ୍କ ଆଗମନ ହେବ। ଧାର୍ମିକ କାର୍ଯ୍ୟରେ ସମୟ କଟିବ।

କନ୍ୟା : ପରିବାରର ଦାୟିତ୍ବ ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ଚେଷ୍ଟା ଜାରି ରଖି ସଫଳତା ପାଇବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। କର୍ତ୍ତୃପକ୍ଷଙ୍କ କଥା ଭଲଭାବେ ଶୁଣି ନିଜର ମତାମତ ରଖନ୍ତୁ। ଯେକୌଣସି କଥାରେ ତରବର ହୁଅନ୍ତୁନି।

ତୁଳା: ନିଜର କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଉତ୍ତମ ରହିବ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ପୂଜାର୍ଚ୍ଚନାରେ ସମୟ ବିତାନ୍ତୁ।

ବିଛା: ଦୀର୍ଘ ଦିନର କାମ ସଂପୂର୍ଣ୍ଣ କରିବା ପାଇଁ ବନ୍ଧୁଙ୍କ ସାହାଯ୍ୟ ପାଇବେ। ସହକର୍ମୀଙ୍କଠାରୁ ସହଯୋଗ ପାଇବେ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ।

ଧନୁ: ପାରିବାରିକ ସୁଖସମୃଦ୍ଧି ବୃଦ୍ଧି ହେବ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ । ଅଜଣା ବ୍ୟକ୍ତି ବନ୍ଧୁତାର ହାତ ବଢ଼ାଇବେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଲେଖାପଢ଼ାରେ ଛାତ୍ରଛାତ୍ରୀମାନଙ୍କ ଏକାଗ୍ରତା ବଢ଼ିବ।

ମକର:  ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ନିଜ ପ୍ରତିଭା ବିସ୍ତାର କରିବେ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ବ୍ୟସ୍ତ ରହିବେ।

କୁମ୍ଭ: ଦିନଟି ପୂର୍ବ ଅପେକ୍ଷା ଭଲ ରହିବ। ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ଧର୍ମକାର୍ଯ୍ୟ ପ୍ରତି ଆସ୍ଥା ବଢ଼ିବ। ଆପଣଙ୍କ ବ୍ୟବହାରରେ ‌ପ୍ରତ୍ୟେକ ବ୍ୟକ୍ତି ପ୍ରଭାବିତ ହେବେ। ‌

ମୀନ: ଆର୍ଥିକ ଲାଭ ମିଳିବ। ସୁସ୍ଥ ଅନୁଭବ କରିବେ। ଉଜ୍ଜ୍ବଳ ଭବିଷ୍ୟତ ପାଇଁ ନୂଆ ପଦକ୍ଷେପ ନେବେ। ସମାଜରେ ପ୍ରସିଦ୍ଧି ବଢ଼ିବ।‌ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷାରେ ଶୁଭ ଖବର ପାଇବେ।

12 Oct 2023 By The Sakala

https://www.thesakala.in/horoscope/thursday-rasiphala-12th-oct-2023/article-26302
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp