ଗୁରୁବାର ରାଶିଫଳ ( ୩୦ -୧୧ – ୨୦୨୩)

The Sakala Picture
Published On

ମେଷ: ବ୍ୟବସାୟରେ କ୍ଷତି ଘଟିବ। ବିଦ୍ୟାର୍ଥୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ଗୁରୁଜନଙ୍କୁ ଶ୍ରଦ୍ଧା ଓ ସମ୍ମାନ କରିବେ। ଆଧ୍ୟାତ୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରିଶ୍ରମର ଉଚିତ ଫଳ ମିଳିବ। ବୃଷ: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଆର୍ଥିକ ସମସ୍ୟା ଦେଖା ଦେବ। ବାଦବିବାଦରୁ ଦୂରେଇ ରହିବେ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମିଥୁନ: ଅଫିସ୍‌ରେ କାର୍ଯ୍ୟଦକ୍ଷତା ଦେଖାଇବାର ସୁଯୋଗ ପାଇବେ। […]

ମେଷ: ବ୍ୟବସାୟରେ କ୍ଷତି ଘଟିବ। ବିଦ୍ୟାର୍ଥୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ଗୁରୁଜନଙ୍କୁ ଶ୍ରଦ୍ଧା ଓ ସମ୍ମାନ କରିବେ। ଆଧ୍ୟାତ୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରିଶ୍ରମର ଉଚିତ ଫଳ ମିଳିବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଆର୍ଥିକ ସମସ୍ୟା ଦେଖା ଦେବ। ବାଦବିବାଦରୁ ଦୂରେଇ ରହିବେ। ବ୍ୟବହାରରେ ସଂଯମତା ରକ୍ଷା କରିବେ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ମିଥୁନ: ଅଫିସ୍‌ରେ କାର୍ଯ୍ୟଦକ୍ଷତା ଦେଖାଇବାର ସୁଯୋଗ ପାଇବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ନୂଆ କାମ ଆରମ୍ଭ କରିବେ। ପ୍ରେମ ସମ୍ବନ୍ଧ ସୁଖମୟ ହେବ। ବନ୍ଧୁଙ୍କ ସହ ମତାନ୍ତର ହେବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

କର୍କଟ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାରରେ ଭୁଲ ବୁଝାମଣା ଦେଖା ଦେବ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ବନ୍ଧୁଙ୍କ ସହଯୋଗରେ ନୂଆ କାମ ଆରମ୍ଭ କରିବେ।

ସିଂହ: ସମାଜରେ ମାନ, ପ୍ରତିଷ୍ଠା ବଜାୟ ରହିବ। ସମ୍ପର୍କୀୟଙ୍କଠାରୁ ଆର୍ଥିକ ସହଯୋଗ ଲୋଡ଼ିବେ। ବ୍ୟବସାୟକୁ ନେଇ ବଡ଼ ନିଷ୍ପତ୍ତି ନେବେ। କାର୍ଯ୍ୟକ୍ଷେତ୍ରରେ ନିବେଶ କରିବେ। ବିରୋଧୀଙ୍କଠାରୁ ସତର୍କ ରହିବେ।

କନ୍ୟା: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଅଫିସରେ ପଦୋନ୍ନତି ସମ୍ଭାବନା ଅଛି। ପରିବାର ସଦସ୍ୟଙ୍କ ସହ ମତଭେଦ ଦେଖା ଦେବ।

ତୁଳା: ପରିବାର ସହିତ ଦୂର ସ୍ଥାନକୁ ଯାତ୍ରା କରିବେ। ପେଟ ଜନିତ ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧାର କରଜରୁ ଦୂରେଇ ରହିବେ। ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ କରିବେ।

ବିଛା: ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। ପୂଜାପାଠ ପ୍ରତି ରୁଚି ବଢ଼ିବ।

ଧନୁ: ଅଫିସ୍‌ରେ କାର୍ଯ୍ୟଭାର ବୃଦ୍ଧି ପାଇବ। ଅଯଥା କାମରୁ ଦୂରେଇ ରହିବେ। ବୈବାହିକ ଜୀବନ ସୁଖମୟ ହେବ। ପ୍ରେମ ସମ୍ପର୍କ ମଜଭୁତ୍‌ ହେବ। ନିଯୁକ୍ତି ସୁଯୋଗ ପାଇବେ। କଠିନ ପରିଶ୍ରମ କରିବେ।

ମକର: ଅଫିସ୍‌ରେ ନୂଆ ଦାୟିତ୍ବ ଗ୍ରହଣ କରିବେ। କାର୍ଯ୍ୟରେ ବ୍ୟସ୍ତ ରହିବେ। ବନ୍ଧୁଙ୍କୁ ମନକଥା କହିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପରିବାର ସହ ଦୂରସ୍ଥାନକୁ ଯାତ୍ରା କରିବେ।

କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ। ପରିବାର ସହିତ ସମୟ ଅତିବାହିତ କରିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।

ମୀନ: ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନ କାଟିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। କଠିନ ପରିଶ୍ରମ କରିବେ। ରାଜନୀତିରେ ସଫଳତା ମିଳିବ।

30 Nov 2023 By The Sakala

ଗୁରୁବାର ରାଶିଫଳ ( ୩୦ -୧୧ – ୨୦୨୩)

ମେଷ: ବ୍ୟବସାୟରେ କ୍ଷତି ଘଟିବ। ବିଦ୍ୟାର୍ଥୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ଗୁରୁଜନଙ୍କୁ ଶ୍ରଦ୍ଧା ଓ ସମ୍ମାନ କରିବେ। ଆଧ୍ୟାତ୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରିଶ୍ରମର ଉଚିତ ଫଳ ମିଳିବ।

ବୃଷ: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଆର୍ଥିକ ସମସ୍ୟା ଦେଖା ଦେବ। ବାଦବିବାଦରୁ ଦୂରେଇ ରହିବେ। ବ୍ୟବହାରରେ ସଂଯମତା ରକ୍ଷା କରିବେ।

ମିଥୁନ: ଅଫିସ୍‌ରେ କାର୍ଯ୍ୟଦକ୍ଷତା ଦେଖାଇବାର ସୁଯୋଗ ପାଇବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ନୂଆ କାମ ଆରମ୍ଭ କରିବେ। ପ୍ରେମ ସମ୍ବନ୍ଧ ସୁଖମୟ ହେବ। ବନ୍ଧୁଙ୍କ ସହ ମତାନ୍ତର ହେବ।

କର୍କଟ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାରରେ ଭୁଲ ବୁଝାମଣା ଦେଖା ଦେବ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ବନ୍ଧୁଙ୍କ ସହଯୋଗରେ ନୂଆ କାମ ଆରମ୍ଭ କରିବେ।

ସିଂହ: ସମାଜରେ ମାନ, ପ୍ରତିଷ୍ଠା ବଜାୟ ରହିବ। ସମ୍ପର୍କୀୟଙ୍କଠାରୁ ଆର୍ଥିକ ସହଯୋଗ ଲୋଡ଼ିବେ। ବ୍ୟବସାୟକୁ ନେଇ ବଡ଼ ନିଷ୍ପତ୍ତି ନେବେ। କାର୍ଯ୍ୟକ୍ଷେତ୍ରରେ ନିବେଶ କରିବେ। ବିରୋଧୀଙ୍କଠାରୁ ସତର୍କ ରହିବେ।

କନ୍ୟା: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଅଫିସରେ ପଦୋନ୍ନତି ସମ୍ଭାବନା ଅଛି। ପରିବାର ସଦସ୍ୟଙ୍କ ସହ ମତଭେଦ ଦେଖା ଦେବ।

ତୁଳା: ପରିବାର ସହିତ ଦୂର ସ୍ଥାନକୁ ଯାତ୍ରା କରିବେ। ପେଟ ଜନିତ ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧାର କରଜରୁ ଦୂରେଇ ରହିବେ। ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ କରିବେ।

ବିଛା: ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। ପୂଜାପାଠ ପ୍ରତି ରୁଚି ବଢ଼ିବ।

ଧନୁ: ଅଫିସ୍‌ରେ କାର୍ଯ୍ୟଭାର ବୃଦ୍ଧି ପାଇବ। ଅଯଥା କାମରୁ ଦୂରେଇ ରହିବେ। ବୈବାହିକ ଜୀବନ ସୁଖମୟ ହେବ। ପ୍ରେମ ସମ୍ପର୍କ ମଜଭୁତ୍‌ ହେବ। ନିଯୁକ୍ତି ସୁଯୋଗ ପାଇବେ। କଠିନ ପରିଶ୍ରମ କରିବେ।

ମକର: ଅଫିସ୍‌ରେ ନୂଆ ଦାୟିତ୍ବ ଗ୍ରହଣ କରିବେ। କାର୍ଯ୍ୟରେ ବ୍ୟସ୍ତ ରହିବେ। ବନ୍ଧୁଙ୍କୁ ମନକଥା କହିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପରିବାର ସହ ଦୂରସ୍ଥାନକୁ ଯାତ୍ରା କରିବେ।

କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ। ପରିବାର ସହିତ ସମୟ ଅତିବାହିତ କରିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।

ମୀନ: ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନ କାଟିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। କଠିନ ପରିଶ୍ରମ କରିବେ। ରାଜନୀତିରେ ସଫଳତା ମିଳିବ।

https://www.thesakala.in/horoscope/30th-nov-2023-thursday-rasiphala/article-27790
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp