ଶନିବାର ରାଶିଫଳ ( ୧୩- ୦୪ – ୨୦୨୪ )

The Sakala Picture
Published On

ମେଷ: ଆଜି ଦିନଟି ଭଲରେ କଟିବ। ଦିନଟିରେ ଚିନ୍ତାଗ୍ରସ୍ତ ରହିବେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବୃଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇ ପାରନ୍ତି। ଧାର୍ମିକ ସମାବେଶରେ ଯୋଗଦେଇପାରନ୍ତି। ମନକୁ ଶାନ୍ତି ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ଉଧାର ଧନ ଫେରିପାଇବେ। ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। ଦୀର୍ଘ ଦିନରୁ ଅଟକି ଥିବା କାମ ପୂରା […]

ମେଷ: ଆଜି ଦିନଟି ଭଲରେ କଟିବ। ଦିନଟିରେ ଚିନ୍ତାଗ୍ରସ୍ତ ରହିବେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇ ପାରନ୍ତି। ଧାର୍ମିକ ସମାବେଶରେ ଯୋଗଦେଇପାରନ୍ତି। ମନକୁ ଶାନ୍ତି ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ଉଧାର ଧନ ଫେରିପାଇବେ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। ଦୀର୍ଘ ଦିନରୁ ଅଟକି ଥିବା କାମ ପୂରା ହେବ। ଧନ ଆଗମନ ଯୋଗ ଅଛି। ପରିବାର ସଦସ୍ୟଙ୍କ ସହିତ ମତାନ୍ତର ହେବ। ବ୍ୟବସାୟୀ ଦୂର ସ୍ଥାନକୁ ଯାତ୍ରା କରିବେ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

କର୍କଟ: ବ୍ୟବସାୟରେ ଲାଭ ମିଳିବ। ବନ୍ଧୁଙ୍କ ସାହାଯ୍ୟରେ ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଧାର୍ମିକ କାର୍ଯ୍ୟ ପାଇଁ ଆଗ୍ରହୀ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ଧାର କରଜରୁ ଦୂରେଇ ରହିବେ। ନୃତ୍ୟଶିଳ୍ପୀଙ୍କ ପାଇଁ ଦିନଟି ଭଲ।

କନ୍ୟା: ଯାତ୍ରାରୁ ଲାଭ ମିଳିବ। ଦିନଟିରେ କର୍ମଚଞ୍ଚଳ ରହିବେ। ଅପେକ୍ଷା କରିଥିବା ଦିଗରୁ ଧନ ମିଳିବ। ପାରିବାରିକ ବାଦବିବାଦର ସମାଧାନ ହେବ। ବ୍ୟବସାୟରେ ସଫଳତା ମିଳିବ।

ତୁଳା: ଭାବିଚିନ୍ତି ସମସ୍ତ କାମ କରନ୍ତୁ। ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ନୂତନ ଜମି କ୍ରୟ କରିପାରନ୍ତି। ମିଶ୍ରଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ। ଘରକୁ ଅତିଥିଙ୍କ ଆଗମନ ହେବ।

ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ଉତ୍‌ଫୁଲ୍ଲିତ ରହିବେ। ସରକାରୀ କାମ ସମସ୍ୟା ସମାଧାନ ହେବ। ପାରିବାରିକ ବିବାଦରୁ ଦୂରେଇ ରହିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।

ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛାପୂରଣ ହେବ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ। ଗୁରୁଜନଙ୍କ ଆଦେଶ ପାଳନ କରିବେ।

ମକର: ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ବଦଭ୍ୟାସ ପରିତ୍ୟାଗ କରିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବିବାହ ପ୍ରସ୍ତାବ ସ୍ଥିର ହେବ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି ଜାରି ରଖିବେ।

କୁମ୍ଭ: ଦୀର୍ଘ ଦିନର ସମସ୍ୟା ସମାଧାନ ହେବ। ଅଫିସ୍‌ କାମ ସୁଚାରୁରୂପେ ତୁଲାଇବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଲେଖାଲେଖି ପ୍ରତି ରୁଚି ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ।

ମୀନ: ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ଅଫିସ୍‌ କାମ ପାଇଁ ଦୂରଯାତ୍ରା କରିପାରନ୍ତି। ମହିଳାମାନେ ଘରକାମରେ ବ୍ୟସ୍ତ ରହିେବ।

13 Apr 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp