ଶୁକ୍ରବାର ରାଶିଫଳ ( ୦୩ – ୦୫ – ୨୦୨୪ )

The Sakala Picture
Published On

ମେଷ: ମାନସିକ ଚାପରୁ ମୁକ୍ତି ମିଳିବ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ଦୀର୍ଘ ଦିନରୁ ଅଟକିଥିବା କାମ ପୂରା ହେବ। ଧନ-ଧାନ୍ୟ ବୃଦ୍ଧିପାଇବ। ଚାକିରି ବଦଳାଇପାରନ୍ତି। ବୃଷ: ନୂଆ ଚାକିରି ଖୋଜୁଥିଲେ, ସଫଳତା ପାଇବେ । ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ନିଜକୁ କମ୍‌ଜୋର ଭାବନ୍ତୁ ନାହିଁ। ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ସାମାଜିକ କାର୍ଯ୍ୟରେ ଲିପ୍ତ ରହିପାରନ୍ତି। ଆୟ –ବ୍ୟୟ ସମାନ […]

ମେଷ: ମାନସିକ ଚାପରୁ ମୁକ୍ତି ମିଳିବ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ଦୀର୍ଘ ଦିନରୁ ଅଟକିଥିବା କାମ ପୂରା ହେବ। ଧନ-ଧାନ୍ୟ ବୃଦ୍ଧିପାଇବ। ଚାକିରି ବଦଳାଇପାରନ୍ତି।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ: ନୂଆ ଚାକିରି ଖୋଜୁଥିଲେ, ସଫଳତା ପାଇବେ । ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ନିଜକୁ କମ୍‌ଜୋର ଭାବନ୍ତୁ ନାହିଁ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ସାମାଜିକ କାର୍ଯ୍ୟରେ ଲିପ୍ତ ରହିପାରନ୍ତି। ଆୟ –ବ୍ୟୟ ସମାନ ରହିବ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

କର୍କଟ: ପରିଶ୍ରମ ଅନୁସାରେ ଫଳମିଳିବ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ରାଜନୀତିରେ ସକ୍ରିୟ ଥିବା ଲୋକଙ୍କ ପାଇଁ ଆଜି ଦିନଟି ଭଲ। ଜୀବନସାଥୀଙ୍କ ସହଯୋଗ ଲୋଡିବେ।

ସିଂହ: ବ୍ୟବସାୟରେ ଉନ୍ନତି ହେବ। ଆଧ୍ୟାତ୍ମିକ ଦୃଷ୍ଟିରୁ ଦିନଟି ଭଲରେ ବିତିବ। ନିବେଶ କରିବା ପୂର୍ବରୁ ଅଭିଜ୍ଞ ଲୋକଙ୍କ ପରାମର୍ଶ ନିଅନ୍ତୁ। ପ୍ରେମ ବ୍ୟାପାରରେ ସଫଳତା ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।

ତୁଳା: ଅକସ୍ମାତ୍‌ ଖୁସି ଖବର ପାଇବେ। ଆଜି ଯେଉଁକାର୍ଯ୍ୟରେ ହାତ ଦେବେ ସଫଳ ହେବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ପାରିବାରିକ ସମସ୍ୟାର ସମାଧାନ ହେବ। ସୁଖ-ଶାନ୍ତି ମିଳିବ।

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। ଆତ୍ମସଂଯମ ରକ୍ଷାକରନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ।

ଧନୁ: ବନ୍ଧୁମିଳନ ଯୋଗ ରହିଛି। ପରିବାରଲୋକଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଆୟ ବୃଦ୍ଧି ହେବ। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ।

ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଇଥିବା ଟଙ୍କା ଫେରିପାଇବାରେ ବିଳମ୍ବ ହୋଇପାରେ। ନିଜ ଉପରେ ଆତ୍ମବିଶ୍ବାସ ରଖି କାମ କରନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି।

କୁମ୍ଭ: ମନରେ ଶାନ୍ତି ଓ ପ୍ରସନ୍ନତା ରହିବ। ପାରିବାରିକ ଜୀବନ ସୁଖମୟ ହେବ। ପିତାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ ଆପଣଙ୍କୁ ଖୁସି ଦେବ।

ମୀନ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ଅସ୍ଥିର ହୋଇପାରେ। ଧର୍ମପ୍ରତି ଶ୍ରଦ୍ଧାଭାବ ରହିବ। ବିଦ୍ୟାର୍ଥୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଗାଡ଼ି ଚଳାଇବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

03 May 2024 By The Sakala

ଶୁକ୍ରବାର ରାଶିଫଳ ( ୦୩ – ୦୫ – ୨୦୨୪ )

ମେଷ: ମାନସିକ ଚାପରୁ ମୁକ୍ତି ମିଳିବ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ଦୀର୍ଘ ଦିନରୁ ଅଟକିଥିବା କାମ ପୂରା ହେବ। ଧନ-ଧାନ୍ୟ ବୃଦ୍ଧିପାଇବ। ଚାକିରି ବଦଳାଇପାରନ୍ତି।

ବୃଷ: ନୂଆ ଚାକିରି ଖୋଜୁଥିଲେ, ସଫଳତା ପାଇବେ । ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ନିଜକୁ କମ୍‌ଜୋର ଭାବନ୍ତୁ ନାହିଁ।

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ସାମାଜିକ କାର୍ଯ୍ୟରେ ଲିପ୍ତ ରହିପାରନ୍ତି। ଆୟ –ବ୍ୟୟ ସମାନ ରହିବ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି।

କର୍କଟ: ପରିଶ୍ରମ ଅନୁସାରେ ଫଳମିଳିବ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ରାଜନୀତିରେ ସକ୍ରିୟ ଥିବା ଲୋକଙ୍କ ପାଇଁ ଆଜି ଦିନଟି ଭଲ। ଜୀବନସାଥୀଙ୍କ ସହଯୋଗ ଲୋଡିବେ।

ସିଂହ: ବ୍ୟବସାୟରେ ଉନ୍ନତି ହେବ। ଆଧ୍ୟାତ୍ମିକ ଦୃଷ୍ଟିରୁ ଦିନଟି ଭଲରେ ବିତିବ। ନିବେଶ କରିବା ପୂର୍ବରୁ ଅଭିଜ୍ଞ ଲୋକଙ୍କ ପରାମର୍ଶ ନିଅନ୍ତୁ। ପ୍ରେମ ବ୍ୟାପାରରେ ସଫଳତା ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।

ତୁଳା: ଅକସ୍ମାତ୍‌ ଖୁସି ଖବର ପାଇବେ। ଆଜି ଯେଉଁକାର୍ଯ୍ୟରେ ହାତ ଦେବେ ସଫଳ ହେବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ପାରିବାରିକ ସମସ୍ୟାର ସମାଧାନ ହେବ। ସୁଖ-ଶାନ୍ତି ମିଳିବ।

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। ଆତ୍ମସଂଯମ ରକ୍ଷାକରନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ।

ଧନୁ: ବନ୍ଧୁମିଳନ ଯୋଗ ରହିଛି। ପରିବାରଲୋକଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଆୟ ବୃଦ୍ଧି ହେବ। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ।

ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଇଥିବା ଟଙ୍କା ଫେରିପାଇବାରେ ବିଳମ୍ବ ହୋଇପାରେ। ନିଜ ଉପରେ ଆତ୍ମବିଶ୍ବାସ ରଖି କାମ କରନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି।

କୁମ୍ଭ: ମନରେ ଶାନ୍ତି ଓ ପ୍ରସନ୍ନତା ରହିବ। ପାରିବାରିକ ଜୀବନ ସୁଖମୟ ହେବ। ପିତାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ ଆପଣଙ୍କୁ ଖୁସି ଦେବ।

ମୀନ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ଅସ୍ଥିର ହୋଇପାରେ। ଧର୍ମପ୍ରତି ଶ୍ରଦ୍ଧାଭାବ ରହିବ। ବିଦ୍ୟାର୍ଥୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଗାଡ଼ି ଚଳାଇବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

https://www.thesakala.in/horoscope/3rd-may-2024-friday-rasiphala/article-31870
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp