ଗୁରୁବାର ରାଶିଫଳ ( ୧୧ -୦୭ – ୨୦୨୪ )

The Sakala Picture
Published On

ମେଷ: ବ୍ୟବହାରରେ ପରିବର୍ତ୍ତନ ଆଣିବେ। ସମାଜସେବାରେ ସାମିଲ ରହିପାରନ୍ତି। ଅଫିସ୍‌ରେ ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଠିନ ପରିଶ୍ରମ କରିବେ। ଅଧିକ ଖର୍ଚ୍ଚ ଚିନ୍ତାର କାରଣ ସାଜିବ। ବୃଷ: ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। ମିଥୁନ: ଯାନବାହନ କିଣିବା ଯୋଗ ଅଛି। ପରିବାର ସହ ହସଖୁସିରେ ସମୟ ବିତିବ। କୌଣସି କାର୍ଯ୍ୟକୁ ଶେଷ କରିବାରେ ବିଳମ୍ବ […]

ମେଷ: ବ୍ୟବହାରରେ ପରିବର୍ତ୍ତନ ଆଣିବେ। ସମାଜସେବାରେ ସାମିଲ ରହିପାରନ୍ତି। ଅଫିସ୍‌ରେ ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଠିନ ପରିଶ୍ରମ କରିବେ। ଅଧିକ ଖର୍ଚ୍ଚ ଚିନ୍ତାର କାରଣ ସାଜିବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ: ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: ଯାନବାହନ କିଣିବା ଯୋଗ ଅଛି। ପରିବାର ସହ ହସଖୁସିରେ ସମୟ ବିତିବ। କୌଣସି କାର୍ଯ୍ୟକୁ ଶେଷ କରିବାରେ ବିଳମ୍ବ ହେବ। ବ୍ୟବସାୟରେ କମ୍ ନିବେଶ କରି ଅଧିକ ଲାଭ ପାଇବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

କର୍କଟ: ଦିନଟି ଶୁଭଫଳ ପ୍ରଦାନ କରିବ। କୋର୍ଟକଚେରୀ ମାମଲାର ଅନ୍ତ ଘଟିବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଆରମ୍ଭ କରିବା ପାଇଁ ଗୁରୁଜନଙ୍କ ପରାମର୍ଶ ଲୋଡ଼ିବେ।

ସିଂହ: ପାରିବାରିକ ବ୍ୟବସାୟକୁ ଆଗକୁ ନେବେ। ପରିବାରରେ ହସଖୁସିର ପରିବେଶ ରହିବ। ସମ୍ମାନ ହାନି ଯୋଗ ଅଛି। ଘରେ ପୂଜାପାଠ ଆୟୋଜନ କରିବେ। ଆୟ ଓ ବ୍ୟୟ ସମାନ ରହିବ।

କନ୍ୟା: କୌଣସି କାମ ସମୟାନୁସାରେ ସମ୍ପନ୍ନ କରିବେ ନାହିଁ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖାଦେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ସମାଜସେବା ପ୍ରତି ଆଗ୍ରହ ବଢ଼ିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିପାରେ। ସମସ୍ତ କାର୍ଯ୍ୟକୁ ପୂରା କରିବାରେ ସଫଳ ହେବେ। ଜାଗା ତଥା ଯାନବାହନ କିଣିପାରନ୍ତି। କର୍ମ ଅନୁସାରେ ଫଳ।

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବିବାହ ସମସ୍ୟା ସମାଧାନ ହେବ। ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖା ଦେବ।

ଧନୁ: ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିବେ। ଉଚ୍ଚଶିକ୍ଷା ପାଇଁ ଭଲ ସମୟ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ।

ମକର: ବାପାମାଆଙ୍କ ସହଯୋଗ ମିଳିବ। ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଛାତ୍ରଛାତ୍ରୀମାନେ ନୂଆ ବିଷୟ ପାଇଁ ଆଗ୍ରହ ପ୍ରକାଶ କରିବେ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଦେଖାଦେବ।

କୁମ୍ଭ: କର୍ମ ଅନୁସାରେ ଫଳ ମିଳିବ। ବ୍ୟବସାୟରୁ ଆଶାଜନକ ଲାଭ ମିଳିବ। ଚାକିରିେର ବଦଳି ସମ୍ଭାବନା ଅଛି। ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ ଓ ନୂଆ ଯୋଜନା କରିବେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।

ମୀନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଦୂରସ୍ଥାନକୁ ବୁଲିବା ଯୋଜନା କରିବେ। ଧାରକରଜରୁ ନିବୃତ୍ତ ରହିବେ। ମହିଳାମାନେ ପୂଜାର୍ଚ୍ଚନାରେ ମନ ଦେବେ।

11 Jul 2024 By The Sakala

ଗୁରୁବାର ରାଶିଫଳ ( ୧୧ -୦୭ – ୨୦୨୪ )

ମେଷ: ବ୍ୟବହାରରେ ପରିବର୍ତ୍ତନ ଆଣିବେ। ସମାଜସେବାରେ ସାମିଲ ରହିପାରନ୍ତି। ଅଫିସ୍‌ରେ ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଠିନ ପରିଶ୍ରମ କରିବେ। ଅଧିକ ଖର୍ଚ୍ଚ ଚିନ୍ତାର କାରଣ ସାଜିବ।

ବୃଷ: ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ।

ମିଥୁନ: ଯାନବାହନ କିଣିବା ଯୋଗ ଅଛି। ପରିବାର ସହ ହସଖୁସିରେ ସମୟ ବିତିବ। କୌଣସି କାର୍ଯ୍ୟକୁ ଶେଷ କରିବାରେ ବିଳମ୍ବ ହେବ। ବ୍ୟବସାୟରେ କମ୍ ନିବେଶ କରି ଅଧିକ ଲାଭ ପାଇବେ।

କର୍କଟ: ଦିନଟି ଶୁଭଫଳ ପ୍ରଦାନ କରିବ। କୋର୍ଟକଚେରୀ ମାମଲାର ଅନ୍ତ ଘଟିବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଆରମ୍ଭ କରିବା ପାଇଁ ଗୁରୁଜନଙ୍କ ପରାମର୍ଶ ଲୋଡ଼ିବେ।

ସିଂହ: ପାରିବାରିକ ବ୍ୟବସାୟକୁ ଆଗକୁ ନେବେ। ପରିବାରରେ ହସଖୁସିର ପରିବେଶ ରହିବ। ସମ୍ମାନ ହାନି ଯୋଗ ଅଛି। ଘରେ ପୂଜାପାଠ ଆୟୋଜନ କରିବେ। ଆୟ ଓ ବ୍ୟୟ ସମାନ ରହିବ।

କନ୍ୟା: କୌଣସି କାମ ସମୟାନୁସାରେ ସମ୍ପନ୍ନ କରିବେ ନାହିଁ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖାଦେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ସମାଜସେବା ପ୍ରତି ଆଗ୍ରହ ବଢ଼ିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିପାରେ। ସମସ୍ତ କାର୍ଯ୍ୟକୁ ପୂରା କରିବାରେ ସଫଳ ହେବେ। ଜାଗା ତଥା ଯାନବାହନ କିଣିପାରନ୍ତି। କର୍ମ ଅନୁସାରେ ଫଳ।

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବିବାହ ସମସ୍ୟା ସମାଧାନ ହେବ। ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖା ଦେବ।

ଧନୁ: ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିବେ। ଉଚ୍ଚଶିକ୍ଷା ପାଇଁ ଭଲ ସମୟ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ।

ମକର: ବାପାମାଆଙ୍କ ସହଯୋଗ ମିଳିବ। ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଛାତ୍ରଛାତ୍ରୀମାନେ ନୂଆ ବିଷୟ ପାଇଁ ଆଗ୍ରହ ପ୍ରକାଶ କରିବେ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଦେଖାଦେବ।

କୁମ୍ଭ: କର୍ମ ଅନୁସାରେ ଫଳ ମିଳିବ। ବ୍ୟବସାୟରୁ ଆଶାଜନକ ଲାଭ ମିଳିବ। ଚାକିରିେର ବଦଳି ସମ୍ଭାବନା ଅଛି। ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ ଓ ନୂଆ ଯୋଜନା କରିବେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।

ମୀନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଦୂରସ୍ଥାନକୁ ବୁଲିବା ଯୋଜନା କରିବେ। ଧାରକରଜରୁ ନିବୃତ୍ତ ରହିବେ। ମହିଳାମାନେ ପୂଜାର୍ଚ୍ଚନାରେ ମନ ଦେବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp