ଶନିବାର ରାଶିଫଳ ( ୧୨- ୧୦ -୨୦୨୪ )

The Sakala Picture
Published On

ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ କ୍ଷତି ସହିପାରନ୍ତି। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଘରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ […]

ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ କ୍ଷତି ସହିପାରନ୍ତି। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଘରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିପାରେ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟ ହେବ।

ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ନିବେଶରୁ ଲାଭ ମିଳିବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଦାନଧର୍ମ କରିବେ।

ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ।

ବିଛା: ଇଚ୍ଛା ପୂରଣ ହେବ। ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଧାର୍ମିକକାର୍ଯ୍ୟରେ ମନୋନିବେଶ କରିବେ।

ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିପାରନ୍ତି। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।

ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହୋଇପାରନ୍ତି। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହୋଇପାରନ୍ତି।

କୁମ୍ଭ: ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆୟ ଅନୁସାରେ ବ୍ୟୟ ଅଧିକ ହେବ।

ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ।

12 Oct 2024 By The Sakala

ଶନିବାର ରାଶିଫଳ ( ୧୨- ୧୦ -୨୦୨୪ )

ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ କ୍ଷତି ସହିପାରନ୍ତି। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ।

ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଘରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ।

କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିପାରେ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟ ହେବ।

ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ନିବେଶରୁ ଲାଭ ମିଳିବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଦାନଧର୍ମ କରିବେ।

ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ।

ବିଛା: ଇଚ୍ଛା ପୂରଣ ହେବ। ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଧାର୍ମିକକାର୍ଯ୍ୟରେ ମନୋନିବେଶ କରିବେ।

ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିପାରନ୍ତି। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।

ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହୋଇପାରନ୍ତି। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହୋଇପାରନ୍ତି।

କୁମ୍ଭ: ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆୟ ଅନୁସାରେ ବ୍ୟୟ ଅଧିକ ହେବ।

ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp