ଶନିବାର ରାଶିଫଳ ( ୨୯- ୦୩- ୨୦୨୫ )

The Sakala Picture
Published On

ମେଷ: ମନ ପ୍ରସନ୍ନ ରହିବ। ବ୍ୟବସାୟୀଙ୍କୁ ବଡ଼ ଧରଣର ସଫଳତା ମିଳିପାରେ। ସମାଜସେବା ପାଇଁ ପ୍ରସ୍ତୁତ ରହିବେ। ଅଫିସ୍‌ରେ ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ପରିବାରଲୋକଙ୍କ ସହ ସମୟ ବିତାଇବେ । ବୃଷ: ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ। ଅର୍ଥ ସଞ୍ଚୟ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ। ମିଥୁନ: ବ୍ୟବସାୟରୁ ଲାଭବାନ ହୋଇପାରନ୍ତି। ଯାନବାହନ କିଣିବା ଯୋଗ ଅଛି। […]

ମେଷ: ମନ ପ୍ରସନ୍ନ ରହିବ। ବ୍ୟବସାୟୀଙ୍କୁ ବଡ଼ ଧରଣର ସଫଳତା ମିଳିପାରେ। ସମାଜସେବା ପାଇଁ ପ୍ରସ୍ତୁତ ରହିବେ। ଅଫିସ୍‌ରେ ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ପରିବାରଲୋକଙ୍କ ସହ ସମୟ ବିତାଇବେ ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ: ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ। ଅର୍ଥ ସଞ୍ଚୟ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: ବ୍ୟବସାୟରୁ ଲାଭବାନ ହୋଇପାରନ୍ତି। ଯାନବାହନ କିଣିବା ଯୋଗ ଅଛି। କୌଣସି କାର୍ଯ୍ୟକୁ ଶେଷ କରିବାରେ ବିଳମ୍ବ ହେବ। ଜୀବନ ସୁଖମୟ ହେବ। ଆଣ୍ଠୁଗଣ୍ଠି ସମସ୍ୟା ହୋଇପାରେ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

କର୍କଟ: ଦିନଟି ଶୁଭଫଳ ପ୍ରଦାନ କରିବ। ପୈତୃକ ସମ୍ପତ୍ତି ବିକ୍ରି କରିବା ଯୋଜନା କରିବେ। ଅଫିସ୍‌ରମାନେ ନୂତନ ପ୍ରୋଜେକ୍ଟ ଉପରେ ଅଧÒକ ଧ୍ୟାନ ଦେବେ । ଗୁରୁଜନଙ୍କ ପରାମର୍ଶ ଅନୁସାରେ କାମ କରନ୍ତୁ।

ସିଂହ: ପାରିବାରିକ ବ୍ୟବସାୟକୁ ଆଗକୁ ନେବେ। ପରିବାରରେ ହସଖୁସିର ପରିବେଶ ରହିବ। ସମ୍ମାନହାନିର ଯୋଗ ଅଛି। ଚାଷ କ୍ଷେତ୍ରରେ ଲାଭ ମିଳିବ। ଘରେ ପୂଜାପାଠ ଆୟୋଜନ କରିବେ।

କନ୍ୟା: କୌଣସି କାମ ସମୟାନୁସାରେ ସମ୍ପନ୍ନ କରିବେ ନାହିଁ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା େଦଖାଦେବ। ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ।

ତୁଳା: ସମାଜସେବା ପ୍ରତି ଆଗ୍ରହ ବଢ଼ିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ସମସ୍ତ କାର୍ଯ୍ୟକୁ ପୂରା କରିବାରେ ସଫଳ ହେବେ। ଜାଗା ତଥା ଯାନବାହନ କିଣିବା ପାଇଁ ମନ ବଳାଇବେ।

ବିଛା: ବୈବାହିକ ସମସ୍ୟାର ସମାଧାନ ହେବ। ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ମନରୁ ନକାରାତ୍ମକ ଚିନ୍ତାଧାରା ଦୂର ହେବ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖା ଦେବ।

ଧନୁ: ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିବେ। ଉଚ୍ଚଶିକ୍ଷା ପାଇଁ ଭଲ ସମୟ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ।

ମକର: କର୍ମତତ୍ପର ରହିବେ। ବାପାମାଆଙ୍କ ସହଯୋଗ ମିଳିବ। ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଛାତ୍ରଛାତ୍ରୀମାନେ ନୂଆ ବିଷୟ ପାଇଁ ଆଗ୍ରହ ପ୍ରକାଶ କରିବେ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଦେଖାଦେବ।

କୁମ୍ଭ: କର୍ମ ଅନୁସାରେ ଫଳ ମିଳିବ। ବ୍ୟବସାୟରୁ ଆଶାଜନକ ଲାଭ ମିଳିବ। ଚାକିରିେର ବଦଳି ସମ୍ଭାବନା ଅଛି। ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ ଓ ନୂଆ ଯୋଜନା କରିବେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।

ମୀନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଦୂରସ୍ଥାନକୁ ବୁଲିବା ଯୋଜନା କରିବେ। ଧାର କରଜରୁ ନିବୃତ୍ତ ରହିବେ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ।

29 Mar 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp