ଶନିବାର ରାଶିଫଳ (୦୫-୦୪ – ୨୦୨୫ )
ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। ଅଚାନକ ଖୁସି ଖବର ପାଇବେ। ମାନସମ୍ମାନ ବୃଦ୍ଧି ପାଇବ। କ୍ୟାରିୟରରେ ଉନ୍ନତି କରିବେ। ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟୟ ଅଧିକ ହେବ। ମହିଳାମାନଙ୍କୁ ଗୁରୁଦାୟିତ୍ବ ମିଳିପାରେ। ମାନ ସମ୍ମାନ ବୃଦ୍ଧି ପାଇବ। ମିଥୁନ: ସୁସମ୍ବାଦ ମିଳିପାରେ। ଧନପ୍ରାପ୍ତି ଯୋଗ ରହିଛି। ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସିତ […]
ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। ଅଚାନକ ଖୁସି ଖବର ପାଇବେ। ମାନସମ୍ମାନ ବୃଦ୍ଧି ପାଇବ। କ୍ୟାରିୟରରେ ଉନ୍ନତି କରିବେ।
ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟୟ ଅଧିକ ହେବ। ମହିଳାମାନଙ୍କୁ ଗୁରୁଦାୟିତ୍ବ ମିଳିପାରେ। ମାନ ସମ୍ମାନ ବୃଦ୍ଧି ପାଇବ।
ମିଥୁନ: ସୁସମ୍ବାଦ ମିଳିପାରେ। ଧନପ୍ରାପ୍ତି ଯୋଗ ରହିଛି। ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସିତ ହେେବ। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେବେ। କୌଣସି କଥାକୁ ନେଇ ମନ ଉଣା କରିପାରନ୍ତି।
କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି। ଉଧାର ଟଙ୍କା ଫେରିପାଇବେ ।
ସିଂହ: କାମଚାପ ଅଧିକ ରହିପାରେ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦାନ ଧର୍ମରେ ସମୟ ଅତିବାହିତ ହେବ।
କନ୍ୟା: କ୍ୟାରିଅରକୁ ନେଇ ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଦିନସାରା ବ୍ୟସ୍ତ ରହିବା କାରଣରୁ ଥକ୍କାପଣ ଅନୁଭବ କରିବେ। ସକାରାତ୍ମକ ଚିନ୍ତାଧାରା ନେଇ ଆଗକୁ ବଢ଼ିବେ।
ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଛାତ୍ରଛାତ୍ରୀ ଖେଳପ୍ରିୟ ହେବେ। ପରିବାର ଲୋକଙ୍କ ସହ ସମୟ ଅତିବାହିତ ହେବ।
ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଶତ୍ରୁଠାରୁ ଦୂରେଇ ରୁହନ୍ତୁ। ପଡୋଶୀ ସହ ମନୋମାଳିନ୍ୟ ହୋଇପାରେ।
ମକର: ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। ରାଜନେତାଙ୍କ ପାଇଁ ସମୟ ଭଲ।
କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ପେଟ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ। ନୂତନ ଜମି କ୍ରୟ କରିପାରନ୍ତି।
ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟାପାରରେ ଦିନଟି ଭଲରେ ବିତିବ। ବୈବାହିକ ଜୀବନ ସୁଖମୟ ହେବ। ଦୂରସ୍ଥାନ ଯାତ୍ରା ଯୋଗ ରହିଛି।