ଶନିବାର ରାଶିଫଳ ( ୧୦- ୦୫- ୨୦୨୫ )
ମେଷ: ଭାବିଥିବା କାମ ପୂରା କରିବେ। ବନ୍ଧୁଙ୍କ ସହଯୋଗ ମିଳିବ। ଆଇନଜୀବୀଙ୍କୁ ଶୁଭଫଳ ମିଳିବ। ନୂଆ କାମ ଆରମ୍ଭ କରିବାକୁ ଇଚ୍ଛା କରିବେ। ବରିଷ୍ଠ ଅଧିକାରୀଙ୍କ ସହ ଭେଟ ହୋଇପାରେ। ବୃଷ: ଆର୍ଥିକ ଦୃଷ୍ଟିରୁ ଦିନଟି ଭଲ। ଅଫିସ୍ କାମ ସୁଚାରୁରୂପେ ତୁଲାଇବେ। ଜୀବନସାଥୀଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଛାତ୍ରଛାତ୍ରୀମାନେ ପଢ଼ାରେ କୃତକାର୍ଯ୍ୟ ହେବେ। ମନ ଖୁସି ରହିବ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି। ମିଥୁନ: ଅଫିସ୍ରେ ନୂଆ ଦାୟିତ୍ବ ମିଳିବ। ଘର ପାଇଁ ନୂଆ ଜିନିଷ […]
ମେଷ: ଭାବିଥିବା କାମ ପୂରା କରିବେ। ବନ୍ଧୁଙ୍କ ସହଯୋଗ ମିଳିବ। ଆଇନଜୀବୀଙ୍କୁ ଶୁଭଫଳ ମିଳିବ। ନୂଆ କାମ ଆରମ୍ଭ କରିବାକୁ ଇଚ୍ଛା କରିବେ। ବରିଷ୍ଠ ଅଧିକାରୀଙ୍କ ସହ ଭେଟ ହୋଇପାରେ।
ବୃଷ: ଆର୍ଥିକ ଦୃଷ୍ଟିରୁ ଦିନଟି ଭଲ। ଅଫିସ୍ କାମ ସୁଚାରୁରୂପେ ତୁଲାଇବେ। ଜୀବନସାଥୀଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଛାତ୍ରଛାତ୍ରୀମାନେ ପଢ଼ାରେ କୃତକାର୍ଯ୍ୟ ହେବେ। ମନ ଖୁସି ରହିବ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି।
ମିଥୁନ: ଅଫିସ୍ରେ ନୂଆ ଦାୟିତ୍ବ ମିଳିବ। ଘର ପାଇଁ ନୂଆ ଜିନିଷ କିଣିବେ। ବ୍ୟବସାୟରେ ଲାଭ ହେବ। ମାର୍କେଟିଂ ସହ ଜଡ଼ିତ ଲୋକଙ୍କୁ ସଫଳତା ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଲୋକସମ୍ପର୍କ ବଢ଼ିବ।
କର୍କଟ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବାପାମାଆଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବିରୋଧୀ କାମରେ ବାଧା ଦେବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ।
ସିଂହ: ଭାଇଭଉଣୀଙ୍କ ସାହାଯ୍ୟ ମିଳିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ସମୟ ପୂର୍ବରୁ କାମ ପୂରା କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଜୀବନସାଥୀଙ୍କ ସହ ସୁନ୍ଦର ସମୟ ଅତିବାହିତ କରିବେ।
କନ୍ୟା: ଯାତ୍ରାରୁ ଲାଭ ହେବ। କୌଣସି କାର୍ଯ୍ୟକୁ ପୂରା କରିବାରେ ପଡ଼ୋଶୀ ସହାୟତା କରିବେ। ମହିଳାମାନେ କର୍ମଚଞ୍ଚଳ ରହିବେ। ଆଧ୍ୟାତ୍ମିକ ପ୍ରତି ରୁଚି ବଢ଼ିବ। ପୁରୁଣା ନିବେଶରୁ ଲାଭ ବାନ ହୋଇ ପାରନ୍ତି।
ତୁଳା: ଆର୍ଥିକ ସ୍ଥିତି ମଜଭୁତ ହେବ। ପାରିବାରିକ ସମସ୍ୟା ଦେଖା ଦେବ। ଯାନବାହନ ଚାଳନା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥା ଚିନ୍ତା ବଢ଼ାଇପାରେ।
ବିଛା: ମାନସିକ ଚିନ୍ତା ଦୂର ହେବ। ସମାଜସେବା ଲାଗି ସମ୍ମାନିତ ହେବେ। ଅଫିସ୍ରେ ସହକର୍ମୀଙ୍କ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ସମ୍ବନ୍ଧ ମଜଭୁତ ହେବ। ନୂଆ କାମ ଶିଖିବାର ଅବସର ଜୁଟିବ।
ଧନୁ: ବ୍ୟବସାୟରେ ଉନ୍ନତି ଘଟିପାରେ। ଜୀବନସାଥୀଙ୍କଠାରୁ ଉପହାର ମିଳିବ। ମନ ପ୍ରସନ୍ନ ରହିବ। ଅଫିସ୍ରେ ବରିଷ୍ଠ ଅଧିକାରୀ ସମ୍ମାନିତ କରିବେ। ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ।
ମକର: କାମ ବୋଝ ଅଧିକ ରହିବ। କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ। ମାନ ସମ୍ମାନ ବଢ଼ିବ। ପରିବାରକୁ ନେଇ କୌଣସି ବଡ଼ ନିଷ୍ପତ୍ତି ନେବେ। କ୍ୟାରିୟରକୁ ଆଗକୁ ନେବା ପାଇଁ ନୂଆ ସୁଯୋଗ ମିଳିବ।
କୁମ୍ଭ: ଶୁଭ ଖବର ମିଳିବ। ଘରକୁ ଅତିଥିଙ୍କ ଆଗମନ ହେବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ମହିଳା ବନ୍ଧୁଙ୍କ ସହଯୋଗ ମିଳିବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ।
ମୀନ: ସ୍ବଭାବରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଛାତ୍ରଛାତ୍ରୀମାନେ ଖେଳକୁଦ ଓ ମନୋରଞ୍ଜନରେ ସମୟ ଅତିବାହିତ କରିବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

About The Author