ଶନିବାର ରାଶିଫଳ ( ୦୭- ୦୬ -୨୦୨୫ )
ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପାଇପାରନ୍ତି। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିପାରନ୍ତି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ। ଦୀର୍ଘ ଦିନର ଆଶା ପୂରଣ ହେବ। ମିଥୁନ: ବ୍ୟବହାରରେ ସଂଯମତା […]
ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପାଇପାରନ୍ତି। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।
ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିପାରନ୍ତି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ। ଦୀର୍ଘ ଦିନର ଆଶା ପୂରଣ ହେବ।
ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ପ୍ରେମ ବ୍ୟାପାରରେ ସଫଳ ହେବେ।
କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।
ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟାର ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ହାତେ ମାପି ଚାଖଣ୍ଡେ ଚାଲିବା ଭଲ।
ବିଛା: ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଭାଇଭଉଣୀଙ୍କଠାରୁ ଉପହାର ପାଇବେ। ଅଫିସ୍ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ। ଅଫିସ୍ ସହକର୍ମୀଙ୍କୁ ସହଯୋଗ କରିବେ।
ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ।
କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ। ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ।
ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।