ସୋମବାର ରାଶିଫଳ ( ୧୬-୦୬- ୨୦୨୫ )
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ। ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବେ। ଦୀର୍ଘ ଦିନର ଆଶା ପୂରଣ ହେବ। ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ […]
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ।
ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବେ। ଦୀର୍ଘ ଦିନର ଆଶା ପୂରଣ ହେବ।
ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।
କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ। ରାଜନେତାଙ୍କ ପାଇଁ ଭଲ ସମୟ।
ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ।
କନ୍ୟା: ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ । ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିବ।
ତୁଳା: ପୁରୁଣା ରୋଗରୁ ଆରାମ ମିଳିପାରେ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ।
ବିଛା: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।
ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।