ବୁଧବାର ରାଶିଫଳ ( ୧୮-୦୬-୨୦୨୫ )

The Sakala Picture
Published On

ମେଷ: ବ୍ୟବସାୟ ଲାଭଜନକ ରହିବ। ଘରକୁ ଅତିଥିଙ୍କ ଆଗମନ ହେବ। ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ପରିବାରର ସହଯୋଗ ମିଳିବ। ଆୟ ଓ ବ୍ୟୟ ସମାନ ରହିବ। ବୃଷ: ଦିନଟି ଯନ୍ତ୍ରଣାଦାୟକ ରହିପାରେ। କଠିନ ପରିଶ୍ରମ ସତ୍ତ୍ବେ ଆଶାଜନକ ଫଳ ମିଳିବ ନାହିଁ। ଅର୍ଥ ନିବେଶ ଲାଗି ଉପଯୁକ୍ତ ସମୟ। କୌଣସି କାମ ସମସ୍ୟା ସୃଷ୍ଟି କରିବ। ଧାର କରଜରୁ ନିବୃତ୍ତ ରହିବେ। ମିଥୁନ: ଜୀବନସାଥୀଙ୍କ ପାଇଁ କୌଣସି ନୂଆ […]

ମେଷ: ବ୍ୟବସାୟ ଲାଭଜନକ ରହିବ। ଘରକୁ ଅତିଥିଙ୍କ ଆଗମନ ହେବ। ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ପରିବାରର ସହଯୋଗ ମିଳିବ। ଆୟ ଓ ବ୍ୟୟ ସମାନ ରହିବ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

ବୃଷ: ଦିନଟି ଯନ୍ତ୍ରଣାଦାୟକ ରହିପାରେ। କଠିନ ପରିଶ୍ରମ ସତ୍ତ୍ବେ ଆଶାଜନକ ଫଳ ମିଳିବ ନାହିଁ। ଅର୍ଥ ନିବେଶ ଲାଗି ଉପଯୁକ୍ତ ସମୟ। କୌଣସି କାମ ସମସ୍ୟା ସୃଷ୍ଟି କରିବ। ଧାର କରଜରୁ ନିବୃତ୍ତ ରହିବେ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: ଜୀବନସାଥୀଙ୍କ ପାଇଁ କୌଣସି ନୂଆ ଜିନିଷ କିଣିବେ। ବନ୍ଧୁଙ୍କ ସହ ବ୍ୟବସାୟ ସମ୍ବନ୍ଧୀୟ ଆଲୋଚନା କରନ୍ତୁ ନାହିଁ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

କର୍କଟ: ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଘର କିମ୍ବା ଜାଗାବାଡ଼ି କିଣିବା ପୂର୍ବରୁ ଗୁରୁଜନଙ୍କ ଆଶୀର୍ବାଦ ନିଅନ୍ତୁ।

ସିଂହ: ଦିନଟି ସକାରାତ୍ମକ ଫଳ ପ୍ରଦାନ କରିବ। ଅଫିସ୍‌ରେ ପରିଶ୍ରମ ଅନୁସାରେ ଫଳ ମିଳିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଭଲ ରହିବ। ଆଶା କରିଥÒବା ଦିଗରୁ ଧନ ମିଳିପାରେ। ଆୟ ଓ ବ୍ୟୟ ସମାନ ରହିବ।

କନ୍ୟା: ସମସ୍ୟାର ସମାଧାନ ପାଇଁ ଦିନଟି ଅତ୍ୟନ୍ତ ଶୁଭଙ୍କର। ଚାକିରିଆଙ୍କୁ ଶୁଭ ଖବର ମିଳିପାରେ। ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ନେଇ ଅଫିସ୍‌ ସମସ୍ୟାର ସମାଧାନ କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।

ତୁଳା: ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଉଧାର ଅର୍ଥ ଫେରି ପାଇପାରନ୍ତି। ବନ୍ଧୁଙ୍କ ସହାୟତାରେ କୌଣସି ନୂଆ କାମ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ସୃଷ୍ଟି ହୋଇପାରେ। ରାଜନେତାଙ୍କ ପାଇଁ ଦିନଟି ଭଲ।

ବିଛା: ଦିନଟି ବ୍ୟସ୍ତତା ଭିତରେ କଟିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଅଫିସ୍‌ କାର୍ଯ୍ୟରେ ପରିବର୍ତ୍ତନ ଆସିପାରେ। ଦୂରସ୍ଥାନକୁ ଯାତ୍ରାଯୋଗ ଅଛି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ଧନୁ: କଠିନ ପରିଶ୍ରମ ସହ କାର୍ଯ୍ୟ କରିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଏକସଙ୍ଗରେ ଅନେକ କାର୍ଯ୍ୟ କରିବାର ସୁଯୋଗ ମିଳିବ। ପାରିବାରିକ ସମସ୍ୟା ଦୂର ହେବ। ସଙ୍ଗୀତପ୍ରତି ରୁଚି ବଢ଼ିବ।

ମକର: ନୂଆ ଯୋଜନାକୁ ନେଇ ବାପାଙ୍କ ସହ ଆଲୋଚନା କରିବେ। ଜୀବନସାଥୀଙ୍କଠାରୁ ଉପହାର ମିଳିବ। ସରକାରୀ ଚାକିରିଆଙ୍କୁ ଶୁଭ ଖବର ମିଳିବ। ଘରେ ଭୋଜିଭାତର ଆୟୋଜନ କରିବେ।

କୁମ୍ଭ: ଯୁକ୍ତିତର୍କରୁ ଦୂରେଇ ରୁହନ୍ତୁ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ସମାଜସେବା ଦ୍ବାରା ପ୍ରତିଷ୍ଠା ବଢ଼ିବ। ପୈତୃକ ସମ୍ପତ୍ତିରୁ ଧନ ଲାଭ ହେବ। ସୃଜନାତ୍ମକ କାମ ପ୍ରତି ଆଗ୍ରହ ବଢ଼ିବ।

ମୀନ: ରାଜନୈତିକ କ୍ଷେତ୍ରରେ ମାନ ସମ୍ମାନ ବଢ଼ିବ। ଅଫିସ୍‌ରେ ଦାୟିତ୍ବର ସହ କାର୍ଯ୍ୟ ତୁଲାଇବେ। ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ସମ୍ପର୍କରେ ଶିକ୍ଷକଙ୍କ ସହ ଆଲୋଚନା କରିବେ। ପରିଶ୍ରମର ଉଚିତ ଫଳ ମିଳିବ।

18 Jun 2025 By The Sakala

https://www.thesakala.in/horoscope/18th-june-2025-wednesday-rasiphala/article-41223
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp