ମଙ୍ଗଳବାର ରାଶିଫଳ ( ୦୯-୦୯-୨୦୨୫ )

The Sakala Picture
Published On

ମେଷ: ଆଶା ପୂରଣ ହେବ। ନୂତନ ବ୍ୟବସାୟ ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହୋଇପାରେ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିିିତି ମଜଭୁତ୍‌ ହେବ। ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ […]

ମେଷ: ଆଶା ପୂରଣ ହେବ। ନୂତନ ବ୍ୟବସାୟ ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହୋଇପାରେ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିିିତି ମଜଭୁତ୍‌ ହେବ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ଅଫିସ୍‌ ସହକର୍ମୀଙ୍କ ସହଯୋଗରେ ଆଗକୁ ବଢ଼ିବେ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

କର୍କଟ: ଲୋକ ସମ୍ପର୍କ ବୃଦ୍ଧି ପାଇବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ। ଅଯଥା କାମରେ ସମୟ ନଷ୍ଟ ହେବ।

ସିଂହ: ଯେକୌଣସି ପରିସ୍ଥିତିକୁ ମୁକାବିଲା କରିବା ଶିଖନ୍ତୁ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।

ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ମାନ ସମ୍ମାନ ବୃଦ୍ଧି ପାଇବ।

ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଅତିଥି ସତ୍କାର କରିବେ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। କୌଣସି କଥାକୁ ନେଇ ମନ ଉଣା କରିପାରନ୍ତି।

ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ। ଆୟ ଓ ବ୍ୟୟ ସମାନ ରହିବ।

ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହୋଇପାରନ୍ତି। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।

କୁମ୍ଭ: ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି।

ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ।

09 Sep 2025 By The Sakala

ମଙ୍ଗଳବାର ରାଶିଫଳ ( ୦୯-୦୯-୨୦୨୫ )

ମେଷ: ଆଶା ପୂରଣ ହେବ। ନୂତନ ବ୍ୟବସାୟ ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହୋଇପାରେ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିିିତି ମଜଭୁତ୍‌ ହେବ।

ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ।

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ଅଫିସ୍‌ ସହକର୍ମୀଙ୍କ ସହଯୋଗରେ ଆଗକୁ ବଢ଼ିବେ।

କର୍କଟ: ଲୋକ ସମ୍ପର୍କ ବୃଦ୍ଧି ପାଇବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ। ଅଯଥା କାମରେ ସମୟ ନଷ୍ଟ ହେବ।

ସିଂହ: ଯେକୌଣସି ପରିସ୍ଥିତିକୁ ମୁକାବିଲା କରିବା ଶିଖନ୍ତୁ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।

ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ମାନ ସମ୍ମାନ ବୃଦ୍ଧି ପାଇବ।

ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଅତିଥି ସତ୍କାର କରିବେ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। କୌଣସି କଥାକୁ ନେଇ ମନ ଉଣା କରିପାରନ୍ତି।

ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ। ଆୟ ଓ ବ୍ୟୟ ସମାନ ରହିବ।

ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହୋଇପାରନ୍ତି। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।

କୁମ୍ଭ: ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି।

ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp