କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

Madhusudan Das Picture
Published On

ମେଷ: ରବିବାରରେ ପୈତୃକ ସଂପତ୍ତିକୁ ନେଇ ବିବାଦ ଦେଖାଦେବ। ସୋମ, ମଙ୍ଗଳବାରରେ କର୍ମକ୍ଷେତ୍ରର ସ୍ଥାନ ପରିବର୍ତ୍ତନର ଯୋଗ ଅଛି। ବୁଧ, ଗୁରୁବାରରେ ବ୍ୟବସାୟରେ ଉତ୍ତମ ଜ୍ଞାନକୌଶଳ ପ୍ରୟୋଗ କରିବେ। ଶୁକ୍ର, ଶନିବାରରେ ଉପରିସ୍ଥ କର୍ମଚାରୀଙ୍କ ସହିତ ବଚସା ହୋଇପାରେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ରବିବାରରେ ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବେ। ସୋମ, ମଙ୍ଗଳବାରରେ ନୂଆ କାମ କରି ଉତ୍ସାହିତ ରହିବେ। ବୁଧ, ଗୁରୁବାରରେ ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ଚିନ୍ତିତ ରହିବେ। ଶୁକ୍ର, ଶନିବାରରେ ପାରିବାରିକ ନିବିଡ଼ତା ମଧ୍ୟ ବୃଦ୍ଧି ପାଇବ। ମହିଳାମାନେ ସ୍ବାଧୀନମନା ହେବେ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ମିଥୁନ: ରବିବାରରେ ପୁରୁଣା ସମସ୍ୟାର ସମାଧାନ ହେବ। ସୋମ, ମଙ୍ଗଳବାରରେ ମହିଳାମାନେ ଆଦର ସମ୍ମାନ ପାଇବେ। ବୁଧ, ଗୁରୁବାରରେ ଉପସ୍ଥିତବୁଦ୍ଧି  ପ୍ରୟୋଗ କରି କାମ ହାସଲ କରି ପାରିବେ। ଶୁକ୍ର, ଶନିବାରରେ ରାଜନୀତିଜ୍ଞମାନେ  ସଫଳତା ପାଇବେ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

କର୍କଟ: ରବିବାରରେ ଆଶାଆକାଂକ୍ଷା ପୂରଣ ହେବ । ସୋମ, ମଙ୍ଗଳବାରରେ କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଉପୁଜିପାରେ। ବୁଧ, ଗୁରୁବାରରେ ପରିବାରଜନଙ୍କ ସହଯୋଗ ପାଇବେ। ଶୁକ୍ର, ଶନିବାର ଛାତ୍ରଛାତ୍ରୀମାନେ କୃତକାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରିପାରନ୍ତି।

ସିଂହ: ରବିବାରରେ ବିଳାସବ୍ୟସନରେ ସମୟ କାଟିବେ। ସୋମ, ମଙ୍ଗଳବାରରେ ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ। ସ୍ବାସ୍ଥ୍ୟ ଉତ୍ତମ ରହିବ। ବୁଧ, ଗୁରୁବାରରେ ଆର୍ଥିକ ଚିନ୍ତାକରି କଷ୍ଟ ପାଇପାରନ୍ତି। ବନ୍ଧୁ ସହଯୋଗ ମିଳିପାରେ।  ଶୁକ୍ର, ଶନିବାରରେ ବ୍ୟବସାୟରେ ଲାଭବାନ ହେବେ।

କନ୍ୟା: ରବିବାରରେ ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । କେତେକ  କ୍ଷେତ୍ରରେ ନିରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ସୋମ, ମଙ୍ଗଳବାରରେ  କାର୍ଯ୍ୟରେ  ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ବୁଧ, ଗୁରୁବାରରେ   ସ୍ବାସ୍ଥ୍ୟ ଖରାପ ହୋଇପାରେ। ଶୁକ୍ର, ଶନିବାରରେ ପାରିବାରିକ ସୁଖଶାନ୍ତି ନଷ୍ଟ ହୋଇପାରେ।

ତୁଳା: ରବିବାରରେ ଜମିଜମା ମାମଲାକୁ ନେଇ ଶତ୍ରୁ ଉପୁଜିବେ। ସୋମ,ମଙ୍ଗଳବାରରେ ମାନସିକ ଅବସାଦର ଶିକାର ହୋଇପାରନ୍ତି। ବୁଧ, ଗୁରୁବାରରେ କର୍ମକ୍ଷେତ୍ରରେ ଅସ୍ଥିରତା ଅନୁଭବ କରିବେ। ଶୁକ୍ର, ଶନିବାରରେ ସରକାରୀ ସହାୟତା ପାଇ ଦୀର୍ଘଦିନ ଧରି ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। 

ବିଛା: ରବିବାରରେ ପରିବାରଠାରୁ ସହଯୋଗ ନ ପାଇ ଦୁଃଖିତ ହେବେ।  ସୋମ, ମଙ୍ଗଳବାରରେ  ବେରୋଜଗାରୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ବୁଧ, ଗୁରୁବାରରେ ବିବାଦୀୟ ପରିସ୍ଥିତିରୁ ଦୂରେଇ ରୁହନ୍ତୁ। ଶୁକ୍ର, ଶନିବାରରେ ଅକସ୍ମାତ୍‌ ବନ୍ଧୁମିଳନ ହୋଇପାରେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ।

ଧନୁ: ରବିବାରରେ ପରିବାରରେ ସୁଖ-ସଂପ୍ରୀତି ବୃଦ୍ଧି ପାଇବ। ସୋମ, ମଙ୍ଗଳବାରରେ ଅଳ୍ପ ପରିଶ୍ରମ କରି ଅଧିକ ଫଳ ପାଇବାର ଆଶା ରଖିବେ। ବୁଧ, ଗୁରୁବାରରେ ଅବିବାହିତମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ଥିରୀକୃତ ହେବ। ଶୁକ୍ର, ଶନିବାରରେ କର୍ମକ୍ଷେତ୍ରରେ ସଂଯମତା ଅବଲମ୍ବନ କରନ୍ତୁ।

ମକର: ରବିବାରରେ କୌଣସି ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ପୂରା ହୋଇପାରେ। ସୋମ, ମଙ୍ଗଳବାରରେ ଅକସ୍ମାତ୍ ଦୂରଯାତ୍ରା କରିପାରନ୍ତି।  ବୁଧ, ଗୁରୁବାରରେ ଦାମ୍ପତ୍ୟ ଜୀବନରେ  ତିକ୍ତତା ଦେଖାଦେଇ ପାରେ। ଶୁକ୍ର, ଶନିବାରରେ ସନ୍ତାନମାନଙ୍କ ଉନ୍ନତି ପାଇଁ ବିଭିନ୍ନ ପ୍ରକାର ପ୍ରଚେଷ୍ଟା ଜାରି ରଖିବେ।

କୁମ୍ଭ: ରବିବାରରେ  ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ।  ସୋମ, ମଙ୍ଗଳବାରରେ ପାରିବାରିକ ଜୀବନ ସୁଖପ୍ରଦ ହେବ। ଗୁରୁଜନଙ୍କୁ ନେଇ ଚିନ୍ତିତ ରହିବେ। ବୁଧ, ଗୁରୁବାରରେ ଆକସ୍ମିକ ଭାବରେ ବ୍ୟୟଭାର ବୃଦ୍ଧି ପାଇବ। ଶୁକ୍ର, ଶନିବାରରେ ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚସମ୍ମାନ ପାଇପାରନ୍ତି।

ମୀନ: ରବିବାରରେ ପ୍ରତ୍ୟେକ କାର୍ଯ୍ୟରେ ଶୁଭ ଫଳ ପାଇବେ। ଲାଗିରହିଥିବା ସମସ୍ୟା ଅପସରି ଯିବ।  ସୋମ, ମଙ୍ଗଳବାରରେ ଅନ୍ୟମନସ୍କତା ପାଇଁ କିଛି ମୂଲ୍ୟବାନ ବସ୍ତୁ ହରାଇ ବସିବେ। ବୁଧ, ଗୁରୁବାରରେ ସହକର୍ମୀ  ଅସନ୍ତୁଷ୍ଟ ହୋଇପାରନ୍ତି। ଶୁକ୍ର, ଶନିବାରରେ  ବ୍ୟବସାୟ ,ପରିବହନରୁ ଲାଭାନ୍ବିତ ହେବେ।

28 Dec 2025 By Madhusudan Das

https://www.thesakala.in/horoscope/weekly-horoscope-from-28th-dec-2025-to-03rd-jan-2026/article-43814
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp