Thursday Horoscope: ଗୁରୁବାର ରାଶିଫଳ ( ୧୯-୦୩-୨୦୨୬ )

Madhusudan Das Picture
Published On

ମେଷ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ନକାରାତ୍ମକ ଚିନ୍ତା ଦୂର ହେବ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୮-୦୩-୨୦୨୬)

ବୃଷ: ଯାତ୍ରା ଯୋଗ ଅଛି। ଯାନବାହନ କିଣିବେ। ନିବେଶରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୩-୦୩-୨୦୨୬ )

ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୭-୦୩-୨୦୨୬ )

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। 

ସିଂହ: ଚାକିରିରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ। 

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। 

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। 

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। 

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି। 

ମୀନ: ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ଅଫିସ୍‌ କାମ ପାଇଁ ଦୂରଯାତ୍ରା କରିପାରନ୍ତି।  ଦାନଧର୍ମ କରନ୍ତୁ। 

19 Mar 2026 By Madhusudan Das

Thursday Horoscope: ଗୁରୁବାର ରାଶିଫଳ ( ୧୯-୦୩-୨୦୨୬ )

ମେଷ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ନକାରାତ୍ମକ ଚିନ୍ତା ଦୂର ହେବ। 

ବୃଷ: ଯାତ୍ରା ଯୋଗ ଅଛି। ଯାନବାହନ କିଣିବେ। ନିବେଶରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ। 

ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। 

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। 

ସିଂହ: ଚାକିରିରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ। 

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। 

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। 

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। 

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି। 

ମୀନ: ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ଅଫିସ୍‌ କାମ ପାଇଁ ଦୂରଯାତ୍ରା କରିପାରନ୍ତି।  ଦାନଧର୍ମ କରନ୍ତୁ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp