ରବିବାର ରାଶିଫଳ ( ୧୫-୦୮-୨୦୨୧ )
ମେଷ : ବହୁ ପରିଶ୍ରମର ଫଳ ପାଇବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ବୃଷ : କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ | ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ ||ବାଣିଜ୍ୟରେ ମନମୁତାବକ ଫଳ ମିଳିବ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ମିଥୁନ : ଦିନଟି […]
ମେଷ : ବହୁ ପରିଶ୍ରମର ଫଳ ପାଇବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍
ବୃଷ : କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ | ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ ||ବାଣିଜ୍ୟରେ ମନମୁତାବକ ଫଳ ମିଳିବ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା
ମିଥୁନ : ଦିନଟି ଆୟବ୍ୟୟ ସମାନ ରହିବ | ଚାକିରିରେ କାର୍ଯ୍ୟ ଭାର ରହିବ। ମହିଳାମାନେ ଚିନ୍ତାରେ ରହିବେ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍
କର୍କଟ : ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ | ମହିଳାମାନେ ସୁଖୀ ରହିବେ । ରାଜନୀତିରେ ପ୍ରଶଂସିତ ହେବେ। ଚାକିରିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସଫଳତା ପାଇବେ | ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍
ସିଂହ : କିଛିଟା ବ୍ୟୟବହୁଳତା ଭିତରେ କାର୍ଯ୍ୟ ହାସଲ କରିବେ । ସାଂସାରିକ ଚଳଚଞ୍ଚଳ ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ | ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ
କନ୍ୟା : ସ୍ଵପ୍ନ ସାକାର ହେବ। ମହିଳାମାନେ ସୁଖସମ୍ମାନ ପାଇବେ। ପ୍ରଶାସନିକ ସୁନାମ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲଭର୍
ତୁଳା : ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଉଭୟ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣୀ
ବିଛା : କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ବ୍ରତାଦି ଉପବାସ କରି ପ୍ରଭାବିତ ହୋଇପାରନ୍ତି | ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ | ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍
ଧନୁ : ଦିନଟି ନୈରାଶ୍ୟଜନକ ରହିବ। ଚାକିରିରେ ଅସହଯୋଗ ଦେଖାଦେବ | ମହିଳାମାନେ ଅପଯଶ ପାଇବେ । ଶିଳ୍ପ ଓ ବାଣିଜ୍ୟରେ ଚିନ୍ତାଜନକ ରହିବ | ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ମକର : ବହୁ ପ୍ରତିକ୍ଷୀତ କାର୍ଯ୍ୟ ସମ୍ପନ୍ନ ହେବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଆଦରଣୀୟା ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସଫଳତା ମିଳିବ | ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
କୁମ୍ଭ : ଯୋଜନା କରି ସୁଫଳ ପାଇବେ | ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ | ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍
ମୀନ : କର୍ମକ୍ଷେତ୍ରରେ ମନ୍ଥରତା ରହିବ । ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ମହିଳାମାନେ ଚିନ୍ତାରେ ରହିବେ | ବାଣିଜ୍ୟରେ ମାନ୍ଦା ରହିବ | ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍