ବୁଧବାର ରାଶିଫଳ (୧୮-୦୮-୨୦୨୧)

The Sakala Picture
Published On

ମେଷ : କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ଆତ୍ମିକ ଉନ୍ନତି ପାଇଁ ଦିନଟି ପ୍ରଶସ୍ତ ରହିଛି। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ସଫଳ ହେବେ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍ ବୃଷ : ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଦ୍ରବ୍ୟାଦି ହାନି ହୋଇପାରେ। ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ କ୍ଷତି ହୋଇପାରେ। ବିଦ୍ୟାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା ମିଥୁନ : ସମାଜରେ ସୁନାମ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ […]

ମେଷ : କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ଆତ୍ମିକ ଉନ୍ନତି ପାଇଁ ଦିନଟି ପ୍ରଶସ୍ତ ରହିଛି। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ସଫଳ ହେବେ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ : ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଦ୍ରବ୍ୟାଦି ହାନି ହୋଇପାରେ। ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ କ୍ଷତି ହୋଇପାରେ। ବିଦ୍ୟାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ : ସମାଜରେ ସୁନାମ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟ ଉତ୍ସାହଜନକ ରହିବ। ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

କର୍କଟ : ଦିନଟି କର୍ମତତ୍ପର ରହିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ଶତ୍ରୁଜୟୀ ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ବିଦ୍ୟାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ : ଯୋଜନା ଫଳପ୍ରସୂ ହେବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ଶିଳ୍ପ, ବାଣିଜ୍ୟରେ ସଫଳ ହେବେ। ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କନ୍ୟା : କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ମହିଳାମାନେ ହତାଦର ହେବେ। ବାଣିଜ୍ୟ ମାନ୍ଦା ରହିବ। ବିଦ୍ୟାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା : କୌଣସି ଗୁରୁତ୍ୱ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ୍। ଚାକିରିରେ କାର୍ଯ୍ୟ ବହୁଳ ରହିବେ। ବାଣିଜ୍ୟ ଲାଭଜନକ ରହିବ। ବିଦ୍ୟାର୍ଥୀ ଚଞ୍ଚଳମନା ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା : ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ବିଦ୍ୟାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ଧନୁ : ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ପଡୋଶୀଙ୍କ ସହ ସୁସମ୍ପର୍କ ରହିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ପ୍ରସାର ହେବ। ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର : ବ୍ୟୟବହୁଳତା କାରଣରୁ ଋଣ ପ୍ରଭାବିତ ହୋଇପାରନ୍ତି। ପ୍ରଶାସନିକ ସମସ୍ୟା ରହିବ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ବାଣିଜ୍ୟରେ ମାନ୍ଦା ରହିବ। ବିଦ୍ୟାର୍ଥୀ ଅସ୍ଥିରମନା ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ : ଅନ୍ୟର ସହଯୋଗ ପାଇ ଆଗେଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ : କାର୍ଯ୍ୟ ସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ସାଂସାରିକ ଦ୍ରବ୍ୟାଦି ଲାଭ ହେବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭ ମିଳିବ। ବିଦ୍ୟାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

18 Aug 2021 By The Sakala

https://www.thesakala.in/horoscope/wednesday-horoscope-17-08-2021/article-4685
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp