ଗୁରୁବାର ରାଶିଫଳ ( ୧୯-୦୮-୨୦୨୧ )
ମେଷ:ଉଦଯୋଗ କରି ସଫଳ ପାଇବେ। ମହିଳାମାନେ ଧର୍ମପରାୟଣା ହେବେ। ରାଜନୀତିରେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ବିଦ୍ୟାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି ବୃଷ:କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି। ମହିଳାମାନେ ଅପଯଶ ପାଇବେ। ଚାକିରିରେ ସ୍ଥାନଚ୍ୟୁତ ହୋଇପାରେ। ବାଣିଜ୍ୟରେ ହାନି ହୋଇପାରେ। ବିଦ୍ୟାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍ ମିଥୁନ:ପୁରାତନ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସୁଫଳ ମିଳିବ। ବିଦ୍ୟାର୍ଥୀ ସଫଳ ହେବେ। […]
ମେଷ:ଉଦଯୋଗ କରି ସଫଳ ପାଇବେ। ମହିଳାମାନେ ଧର୍ମପରାୟଣା ହେବେ। ରାଜନୀତିରେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ବିଦ୍ୟାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ବୃଷ:କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି। ମହିଳାମାନେ ଅପଯଶ ପାଇବେ। ଚାକିରିରେ ସ୍ଥାନଚ୍ୟୁତ ହୋଇପାରେ। ବାଣିଜ୍ୟରେ ହାନି ହୋଇପାରେ। ବିଦ୍ୟାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ମିଥୁନ:ପୁରାତନ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସୁଫଳ ମିଳିବ। ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
କର୍କଟ:ପରିଶ୍ରମର ଫଳ ମିଳିବ। ଚାକିରିରେ ସମ୍ମାନ ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଶୁଭ ହେବ। ବିଦ୍ୟାର୍ଥୀ ଆଗ୍ରହୀ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ସିଂହ:କର୍ମକ୍ଷେତ୍ରରେ ଗୁରୁଜନଙ୍କ ସହଯୋଗ ପାଇବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ସଫଳ ହେବେ। ବିଦ୍ୟାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
କନ୍ୟା:କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ସମସ୍ୟା ରହିବ। ବିଦ୍ୟାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ
ତୁଳା:ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ସୁଫଳ ମିଳିବ। ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ବିଛା:କର୍ମକ୍ଷେତ୍ରରେ ସଫଳ ହେବେ।ସାଂସାରିକ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ଲାଭ ମିଳିବ। ବିଦ୍ୟାର୍ଥୀ ଅନ୍ୟମନସ୍କ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍
ଧନୁ:କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଉନ୍ନତି ହେବ। ବିଦ୍ୟାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ମକର:ହେଉଥିବା କାର୍ଯ୍ୟ ବିଗିଡିଯାଇପାରେ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ।ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କୁମ୍ଭ:କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ସଞ୍ଚୟ ହେବ। ବିଦ୍ୟାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
ମୀନ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଉଭୟେ ସାଂସାରିକ ସୁଖମୟ ରହିବ। ପ୍ରଶାସନିକ ପଦମର୍ଯ୍ୟାଦା ବୃଦ୍ଧି ହେବ। ବାଣିଜ୍ୟ ସଫଳ ହେବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ