Wednesday Horoscope: ବୁଧବାର ରାଶିଫଳ (୧୦-୦୬-୨୦୨୬)
ମେଷ: ନୂଆ କାମ ପାଇଁ ଯୋଜନା ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀ ପଢ଼ାରେ ଧ୍ୟାନ ଦେବେ। ଆୟ ଓ ବ୍ୟୟ ସମାନ ରହିବ। ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିପାରେ। ଦାନ ଧର୍ମ କରିବେ।
ବୃଷ: ଅଚାନକ ଖୁସି ଖବର ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିତାମାତାଙ୍କ ଆଶୀର୍ବାଦରୁ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି।
ମିଥୁନ: ଦୀର୍ଘ ଦିନର ଆଶା ପୂରଣ ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ। ବିଦ୍ୟାର୍ଥୀ କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ।
କର୍କଟ: ସଠିକ୍ ସମୟରେ ନିଷ୍ପତ୍ତି ନେବା ଜରୁରି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଯାନବାହନ କିଣି ପାରନ୍ତି। ସାମାଜିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ସିଂହ: ଅଟକି ରହିଥିବା କାମ ପୂରା ହେବ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
କନ୍ୟା: ଯୋଜନା ମୁତାବକ କାମ କରିବେ। ସକାରାତ୍ମକ ଚିନ୍ତା ଠିକ୍ ନିଷ୍ପତ୍ତି ନେବାରେ ସାହାଯ୍ୟ କରିବ। ଉଦ୍ଧାର ଦେଇଥିବା ଟଙ୍କା ଫେରି ପାଇବେ। ଅଫିସ୍ରେ ନୂଆ କାମ ମିଳିପାରେ।
ତୁଳା: ପରିଶ୍ରମର ଫଳ ମିଳିବ। ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାର ସଦସ୍ୟଙ୍କ ସହିତ ସମୟ ଅତିବାହିତ ହେବ। ପେଟଜନିତ ସମସ୍ୟା ହୋଇପାରେ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ବିଛା: ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିବେ। ଲକ୍ଷ୍ୟ ପୂରା ହେବ। କଣ୍ଠଶିଳ୍ପୀଙ୍କ ପାଇଁ ଆଜି ଦିନଟି ବହୁତ ଭଲ। ପୁରୁଣା ନିବେଶରୁ ଲାଭ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁ ମିଳନ ଯୋଗ ଅଛି।
ଧନୁ: ଆଜିର ଦିନରେ ବ୍ୟସ୍ତ ରହିପାରନ୍ତି। ଅଟକି ଥିବା ଧନ ଫେରି ପାଇବେ। ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଅତ୍ୟଧିକ କାମ ଚାପ ଚିନ୍ତା ବଢ଼ାଇପାରେ।
ମକର: ଦିନଟି ସୁଖ ପ୍ରଦାନ କରିବ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଆୟ ଅନୁସାରେ ଅଧିକ ଖର୍ଚ୍ଚ ହେବ। ଲୋକସମ୍ପର୍କ ବୃଦ୍ଧି ପାଇବ। ଅଫିସ୍ କାମ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
କୁମ୍ଭ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଟକି ଥିବା କାମ ପୂରା ହେବ। ଅଚାନକ ଖୁସି ଖବର ମିଳିପାରେ। ମାନ ସମ୍ମାନ ବୃଦ୍ଧି ପାଇବ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
ମୀନ: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ଘର ପାଇଁ ମୂଲ୍ୟବାନ ସାମଗ୍ରୀ କିଣିବେ। ଅଯଥା ଖର୍ଚ୍ଚ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।