ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

Tuesday Horoscope: ମଙ୍ଗଳବାର ରାଶିଫଳ ( ୧୬-୦୬-୨୦୨୬ )

Madhusudan Das Picture
Published On

ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୯-୦୬-୨୦୨୬ )

ବୃଷ: ନୂତନ ବ୍ୟବସାୟରେ ନିବେଶ କରନ୍ତୁ, ସମୟ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କଠାରୁ ପ୍ରଶଂସିତ ହେବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବେ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୨-୦୬-୨୦୨୬ )

ମିଥୁନ: ଆର୍ଥିକ ମାମଲାରେ ସାବଧାନ ରହିବେ। କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୩-୦୬-୨୦୨୬)

କର୍କଟ: ମନ ଭିତରେ ଯାହା କିଛି ଭାବୁଛନ୍ତି ତାହାକୁ ପ୍ରକାଶ କରନ୍ତୁ। ସାହିତ୍ୟ ସମାବେଶରେ ପ୍ରଶଂସିତ ହେବେ। ସମୟର ସଦୁପଯୋଗ କରନ୍ତୁ। ମାତାପିତାଙ୍କ କଥାକୁ ପାଳନ କରନ୍ତୁ। 

ସିଂହ: ଆୟ ଅନୁସାରେ ବ୍ୟୟ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି।  ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ।  ଜୀବନସାଥୀଙ୍କ ଠାରୁ ମୂଲ୍ୟବାନ ଉପହାର ପାଇପାରନ୍ତି।  

କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।। 

ତୁଳା: ଦିନଟି ବହୁତ ଭଲରେ କଟିବ। ବ୍ୟକ୍ତିଗତ ମାମଲା ବିଷୟରେ ପରିବାର ଲୋକଙ୍କ ସହ ଆଲୋଚନା କରନ୍ତୁ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଭଲ ସମୟ। 

ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ। 

ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ।  କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ  ପାଇପାରନ୍ତି। ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। 

ମକର: ବିଦ୍ୟାର୍ଥୀଙ୍କ ପ୍ରତିଭା ପ୍ରସ୍ଫୁଟିତ ହେବ।  ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ଦିନଟି ବେଶ୍‌ ହସଖୁସିରେ ବିତିବ। 

କୁମ୍ଭ: ଅଚାନକ ମନରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର  ଦେଇ ଠକିପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।

ମୀନ: ଜମି କିଣାବିକା ଯୋଗ ରହିଛି। ଅଧିକ ଲାଭ ପାଇବା ଆଶାରେ ଭୁଲ୍‌ କରନ୍ତୁନି। ପାରିବାରିକ ସମସ୍ୟା ସମାଧାନ ହେବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।

16 Jun 2026 By Madhusudan Das

Tuesday Horoscope: ମଙ୍ଗଳବାର ରାଶିଫଳ ( ୧୬-୦୬-୨୦୨୬ )

ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ବୃଷ: ନୂତନ ବ୍ୟବସାୟରେ ନିବେଶ କରନ୍ତୁ, ସମୟ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କଠାରୁ ପ୍ରଶଂସିତ ହେବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବେ। 

ମିଥୁନ: ଆର୍ଥିକ ମାମଲାରେ ସାବଧାନ ରହିବେ। କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

କର୍କଟ: ମନ ଭିତରେ ଯାହା କିଛି ଭାବୁଛନ୍ତି ତାହାକୁ ପ୍ରକାଶ କରନ୍ତୁ। ସାହିତ୍ୟ ସମାବେଶରେ ପ୍ରଶଂସିତ ହେବେ। ସମୟର ସଦୁପଯୋଗ କରନ୍ତୁ। ମାତାପିତାଙ୍କ କଥାକୁ ପାଳନ କରନ୍ତୁ। 

ସିଂହ: ଆୟ ଅନୁସାରେ ବ୍ୟୟ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି।  ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ।  ଜୀବନସାଥୀଙ୍କ ଠାରୁ ମୂଲ୍ୟବାନ ଉପହାର ପାଇପାରନ୍ତି।  

କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।। 

ତୁଳା: ଦିନଟି ବହୁତ ଭଲରେ କଟିବ। ବ୍ୟକ୍ତିଗତ ମାମଲା ବିଷୟରେ ପରିବାର ଲୋକଙ୍କ ସହ ଆଲୋଚନା କରନ୍ତୁ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଭଲ ସମୟ। 

ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ। 

ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ।  କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ  ପାଇପାରନ୍ତି। ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। 

ମକର: ବିଦ୍ୟାର୍ଥୀଙ୍କ ପ୍ରତିଭା ପ୍ରସ୍ଫୁଟିତ ହେବ।  ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ଦିନଟି ବେଶ୍‌ ହସଖୁସିରେ ବିତିବ। 

କୁମ୍ଭ: ଅଚାନକ ମନରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର  ଦେଇ ଠକିପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।

ମୀନ: ଜମି କିଣାବିକା ଯୋଗ ରହିଛି। ଅଧିକ ଲାଭ ପାଇବା ଆଶାରେ ଭୁଲ୍‌ କରନ୍ତୁନି। ପାରିବାରିକ ସମସ୍ୟା ସମାଧାନ ହେବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp