ମନୋରଞ୍ଜନ

ଆମେରିକାରେ ଶାହରୁଖ୍ ଖାନଙ୍କ ନୂଆ କ୍ରିକେଟ୍ ଷ୍ଟାଡିୟମ୍: ଉଦ୍‌ଘାଟନୀ ଭିଡିଓରେ ନଜର ଆସିଲେ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି
ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ
ବିବାହ ପୂର୍ବରୁ ଲିଭ୍-ଇନ୍‌ରେ ରହିବାକୁ ପରାମର୍ଶ ଦେଲେ ଭେଟେରାନ୍ ଅଭିନେତ୍ରୀ ଜୀନତ ଅମାନ, କହିଲେ '୧୫ ବର୍ଷ ଦୁଃଖରେ ରହିବା ଅପେକ୍ଷା ୫ ବର୍ଷ ଖୁସି ଭଲ'

Wednesday Horoscope: ବୁଧବାର ରାଶିଫଳ (୦୧-୦୭-୨୦୨୬)

Madhusudan Das Picture
Published On

ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟ ଜନିତ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ହୋଇପାରେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୫-୦୬-୨୦୨୬)

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୬-୦୬-୨୦୨୬ )

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। 

କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। 

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଚକ୍ଷୁ ସମସ୍ୟା ଦେଖା ଦେବ। 

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। 

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ। 

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। 

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ। 

01 Jul 2026 By Madhusudan Das

Wednesday Horoscope: ବୁଧବାର ରାଶିଫଳ (୦୧-୦୭-୨୦୨୬)

ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟ ଜନିତ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ହୋଇପାରେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ। 

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ। 

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। 

କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। 

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଚକ୍ଷୁ ସମସ୍ୟା ଦେଖା ଦେବ। 

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। 

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ। 

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। 

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp