ରବିବାର ରାଶିଫଳ ( ୨୨-୦୮-୨୦୨୧ )

The Sakala Picture
Published On

ମେଷ: ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହେବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ କୃତକାର୍ୟ୍ୟ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍ ବୃଷ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ।।ପ୍ରଶାସନିକ ସୁନାମ ପାଇବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ତୃଟି କରିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍ ମିଥୁନ: ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡିବେ।।ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ତୃଟି କରିବେ। […]

ମେଷ: ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହେବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ କୃତକାର୍ୟ୍ୟ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ।।ପ୍ରଶାସନିକ ସୁନାମ ପାଇବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ତୃଟି କରିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

ମିଥୁନ: ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡିବେ।।ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ତୃଟି କରିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

କର୍କଟ: କୌଣସି ବଡ ଧରଣର କାର୍ୟ୍ୟକୁ ତୁଲାଇବେ। ସାଂସାରିକ ସ୍ନେହ ସୌହାର୍ଦ୍ଦ୍ୟ ବଜାୟ ରହିବ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଦାମ୍ପତ୍ୟ ସୁଖି ରହିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

କନ୍ୟା: ଶ୍ରୀଚନ୍ଦ୍ର କାରଣରୁ ପ୍ରସନ୍ନତା ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ।ମହିଳାମାନେ ସୁଖି ରହିବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା: ହେଉଥିବା କାର୍ୟ୍ୟ ସ୍ଥଗିତ ହୋଇପାରେ। ମହିଳାମାନେ ଚିନ୍ତାରେ ରହିବେ। ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା: ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ।ସାଂସାରିକ ସୁଖ ଶାନ୍ତି ପ୍ରାପ୍ତି ହେବ। ଚାକିରିରେ ମାନମର୍ୟ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ: କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇ ଚାଲିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ମକର: ଶୃଙ୍ଖଳିତ ଧାରାରେ କାର୍ୟ୍ୟ କରି ସଫଳ ହେବେ। ଧର୍ମାଦି କାର୍ୟ୍ୟରେ ମନ ରହିବ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ: ଦିନଟି ହର୍ଷୋଲାସ ଭିତରେ କଟିବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ପ୍ରାପ୍ତି ହେବ। ବାଣିଜ୍ୟରେ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମୀନ: କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଚାକିରିରେ ସ୍ଥାନାନ୍ତର ହୋଇପାରେ। ରାଜନୀତିରେ ଶତୃବୃଦ୍ଧି ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

22 Aug 2021 By The Sakala

ରବିବାର ରାଶିଫଳ ( ୨୨-୦୮-୨୦୨୧ )

ମେଷ: ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହେବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ କୃତକାର୍ୟ୍ୟ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ।।ପ୍ରଶାସନିକ ସୁନାମ ପାଇବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ତୃଟି କରିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ମିଥୁନ: ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡିବେ।।ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ତୃଟି କରିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ: କୌଣସି ବଡ ଧରଣର କାର୍ୟ୍ୟକୁ ତୁଲାଇବେ। ସାଂସାରିକ ସ୍ନେହ ସୌହାର୍ଦ୍ଦ୍ୟ ବଜାୟ ରହିବ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଦାମ୍ପତ୍ୟ ସୁଖି ରହିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

କନ୍ୟା: ଶ୍ରୀଚନ୍ଦ୍ର କାରଣରୁ ପ୍ରସନ୍ନତା ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ।ମହିଳାମାନେ ସୁଖି ରହିବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା: ହେଉଥିବା କାର୍ୟ୍ୟ ସ୍ଥଗିତ ହୋଇପାରେ। ମହିଳାମାନେ ଚିନ୍ତାରେ ରହିବେ। ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା: ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ।ସାଂସାରିକ ସୁଖ ଶାନ୍ତି ପ୍ରାପ୍ତି ହେବ। ଚାକିରିରେ ମାନମର୍ୟ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ: କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇ ଚାଲିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ମକର: ଶୃଙ୍ଖଳିତ ଧାରାରେ କାର୍ୟ୍ୟ କରି ସଫଳ ହେବେ। ଧର୍ମାଦି କାର୍ୟ୍ୟରେ ମନ ରହିବ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ: ଦିନଟି ହର୍ଷୋଲାସ ଭିତରେ କଟିବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ପ୍ରାପ୍ତି ହେବ। ବାଣିଜ୍ୟରେ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମୀନ: କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଚାକିରିରେ ସ୍ଥାନାନ୍ତର ହୋଇପାରେ। ରାଜନୀତିରେ ଶତୃବୃଦ୍ଧି ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

https://www.thesakala.in/horoscope/sunday-horoscope-22-08-2021/article-4786
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp