ମନୋରଞ୍ଜନ

ଦିବ୍ୟାଙ୍ଗଙ୍କ ଉପରେ ମନ୍ତବ୍ୟ ଦେଇ ଫସିଥିଲେ କମେଡିଆନ୍ ସମୟ ରାଇନା: ଏବେ ସବୁ ଏଫଆଇଆର ଖାରଜ କଲେ ସୁପ୍ରିମକୋର୍ଟ
ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ଚୁପ୍ କାହିଁକି ଥିଲେ ସୋନୁ ନିଗମ? ଦେଲେ ଏମିତି ଉତ୍ତର, କହିଲେ- 'ବାପାଙ୍କୁ କଥା ଦେଇଛି...'
ଭାରତରେ ପ୍ରତିବନ୍ଧକ ନେଇ ମୁହଁ ଖୋଲିଲେ ଅତିଫ ଅସଲାମ: କହିଲେ- 'ଯେଉଁମାନେ ବ୍ୟାନ୍ ଲଗାଇଲେ ସେମାନଙ୍କୁ ଧନ୍ୟବାଦ, ଫ୍ୟାନ୍ସ ଭିପିଏନରେ ଶୁଣୁଛନ୍ତି ଗୀତ'
୭୩ ବର୍ଷୀୟ ବଲିଉଡ ନିର୍ଦ୍ଦେଶକ ଶକିଲ ନୁରାନୀ ଗିରଫ, ୩୩ ବର୍ଷୀୟା ଅଭିନେତ୍ରୀଙ୍କୁ ଦୁଷ୍କର୍ମ ଓ ବ୍ଲାକମେଲ୍ ଅଭିଯୋଗ
ଗୋଆ ଏୟାରବିଏନବିରୁ ଦୈନିକ ୪୦,୦୦୦ ଟଙ୍କା ରୋଜଗାର ଆଶା ଫେଲ୍: ବାସ୍ତବତାକୁ ସ୍ୱୀକାର କଲେ ଅଭିନେତ୍ରୀ ପାରୁଲ ଗୁଲାଟୀ

କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

Madhusudan Das Picture
Published On

ମେଷ: ରବି, ସୋମବାରରେ ଆଶାବାଦୀ ଓ ଉତ୍ସାହିତ ରହିବେ। ମଙ୍ଗଳ, ବୁଧ, ଗୁରୁବାରରେ ବିବାଦୀୟ ସ୍ଥିତିରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନରେ ଶାନ୍ତି ରହିବ। ଶୁକ୍ର,ଶନିବାରରେ ଅର୍ଥ ଆଗମନର ସୂଚନା ପାଇବେ। ନୂତନ ନିବେଶ ପାଇଁ ଅନୁଭବୀଙ୍କ ପରାମର୍ଶ ଲୋଡ଼ିବେ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ (୧୧-୦୮-୨୦୨୬)

ବୃଷ: ରବି,ସୋମବାରରେ  ପରିଶ୍ରମ ମୁତାବକ ଫଳପ୍ରାପ୍ତି । ପରିବାର ସହ ଦୂରଯାତ୍ରା ଯୋଗ ରହିଛି। ମଙ୍ଗଳ, ବୁଧ,ଗୁରୁବାରରେ ଅବହେଳାର ଶିକାର ହେବେ । ଅତ୍ୟଧିକ କାର୍ଯ୍ୟ କରି ଅସୁସ୍ଥ ଅନୁଭବ କରିବେ। ଶୁକ୍ର, ଶନିବାରରେ ବନ୍ଧୁଙ୍କଠାରୁ ଆର୍ଥିକ ସହଯୋଗ ପାଇବେ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୩-୦୮-୨୦୨୬)

ମିଥୁନ: ରବି, ସୋମବାରରେ ସକାରାତ୍ମକ ଭାବନା ସହ କାର୍ଯ୍ୟ କରିବେ। ପ୍ରିୟଜନଙ୍କ କଥାକୁ ଗୁରୁତ୍ବ ଦେବେ। ମଙ୍ଗଳ, ବୁଧ, ଗୁରୁବାରରେ କଠୋର ପରିଶ୍ରମ ଓ ଧୈର୍ଯ୍ୟ ଶକ୍ତି  ପାଇଁ ସଫଳତା ପାଇବେ। ଶୁକ୍ର, ଶନିବାରରେ ଅନ୍ୟର କଥାରେ ମୁଣ୍ଡ ପୂରାନ୍ତୁ ନାହିଁ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୪-୦୮-୨୦୨୬ )

କର୍କଟ: ରବି, ସୋମବାରରେ ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ। କର୍ମକ୍ଷେତ୍ରରେ ଦାୟିତ୍ବ ଭାର ବଢ଼ିପାରେ। ମଙ୍ଗଳ, ବୁଧ, ଗୁରୁବାରରେ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଶୁକ୍ର,ଶନିବାରରେ  ଅଭାବ ଓ ଅସୁବିଧା ଦେଖାଦେଇପାରେ। 

ସିଂହ: ରବି,ସୋମବାରରେ ପାରିବାରିକ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ରହିଛି। ମଙ୍ଗଳ, ବୁଧ,ଗୁରୁବାରରେ ନୂତନ ନିବେଶ କରି ଲାଭାନ୍ବିତ ହେବେ। ବ୍ୟବସାୟ ସମ୍ବନ୍ଧରେ ଦୂରଯାତ୍ରା କରିବେ। ଶୁକ୍ର,ଶନିବାରରେ ପୈତୃକ ସମ୍ପତ୍ତିରେ ଭାଗୀଦାରି  ହେେବ ।

କନ୍ୟା: ରବି,ସୋମବାରରେ ନିଜ ପ୍ରତିଭାର ପ୍ରଦର୍ଶନ କରିବେ। ଦୀର୍ଘ ଦିନର ଯୋଜନାରେ ସଫଳତା ପାଇବେ। ମଙ୍ଗଳ, ବୁଧ, ଗୁରୁବାରରେ କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହଯୋଗ ପାଇବେ। ଅର୍ଥହାନି ହୋଇପାରେ।  ଶୁକ୍ର, ଶନିବାରରେ ସମାଜରେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। 
 
ତୁଳା: ରବି,ସୋମବାରରେ ସାମାଜିକ ସମାବେଶରେ ଯୋଗଦାନ କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରଶଂସାର ଅଧିକାରୀ ହେବେ। ମଙ୍ଗଳ, ବୁଧ, ଗୁରୁବାରରେ ପିଲାଙ୍କ ସ୍ବାସ୍ଥ୍ୟ ଅବସ୍ଥାକୁ ନେଇ ଚିନ୍ତିତ ରହିବେ। ଶୁକ୍ର, ଶନିବାରରେ କୋର୍ଟକଚେରି ମାମଲାରେ ପଡ଼ିଯାଇପାରନ୍ତି।

ବିଛା: ରବି, ସୋମବାରରେ  ନିଜ ବ୍ୟବହାର ପାଇଁ ପ୍ରଶଂସିତ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ମଙ୍ଗଳ, ବୁଧ, ଗୁରୁବାରରେ କୌଣସି କଥାକୁ ନେଇ ଦ୍ବନ୍ଦ୍ବରେ ପଡ଼ିପାରନ୍ତି। ଶୁକ୍ର,ଶନିବାରରେ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ପାଇଁ ସଠିକ୍‌ ମାର୍ଗ ଅନୁସରଣ କରିବେ। 

ଧନୁ: ରବି, ସୋମବାରରେ ସାମାଜିକ କାର୍ଯ୍ୟରେ ରୁଚି ବଢ଼ିବ। ମଙ୍ଗଳ, ବୁଧ, ଗୁରୁବାରରେ  କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ଅର୍ଥହାନି ଯୋଗ ରହିଛି। ଶୁକ୍ର,ଶନିବାରରେ ମନୋରଞ୍ଜନ କାର୍ଯ୍ୟରେ ମଜ୍ଜି ରହିବେ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ ଫଳାଫଳ କରିବେ। 

ମକର: ରବି,ସୋମବାରରେ  ବିଭିନ୍ନ କ୍ଷେତ୍ରରୁ ସାହାଯ୍ୟ ପାଇବେ। ପରିସ୍ଥିତି ଧୀରେ ଧୀରେ ଅନୁକୂଳ ହେବାକୁ ଲାଗିବ। ମଙ୍ଗଳ, ବୁଧ,ଗୁରୁବାରରେ ଆର୍ଥିକ କ୍ଷେତ୍ରରେ ସ୍ବଚ୍ଛଳତା । ବ୍ୟବସାୟ ପ୍ରସାରିତ ହୋଇପାରେ। ଶୁକ୍ର,ଶନିବାରରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପ୍ରତି ଧ୍ୟାନ ଦେବେ।

କୁମ୍ଭ: ରବି,ସୋମବାରରେ ଅନିଶ୍ଚିତ ଭବିଷ୍ୟତ ପାଇଁ ଅବସାଦରେ ରହିପାରନ୍ତି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ।  ମଙ୍ଗଳ, ବୁଧ, ଗୁରୁବାରରେ ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଶୁକ୍ର, ଶନିବାରରେ ଆର୍ଥିକ କ୍ଷେତ୍ରରେ ଅବନତି ପରିଲକ୍ଷିତ ହୋଇପାରେ।

ମୀନ: ରବି, ସୋମବାରରେ ବ୍ୟସ୍ତତା ମଧ୍ୟରେ ରହିବେ। ପାରିବାରିକ ଦାୟିତ୍ବ ବୃଦ୍ଧି ପାଇବାକୁ ଲାଗିବ। ମଙ୍ଗଳ, ବୁଧ, ଗୁରୁବାରରେ ନୂତନ ବ୍ୟବସାୟ ପାଇଁ ଆକୃଷ୍ଟ ହୋଇପାରନ୍ତି। ଶୁକ୍ର, ଶନିବାରରେ ଜୀବନସାଥୀଙ୍କ ସହଯୋଗ ପାଇବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନ ଲଗାଇବେ।

16 Aug 2026 By Madhusudan Das

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp