ରବିବାର ରାଶିଫଳ ( ୨୯-୦୮-୨୦୨୧ )

The Sakala Picture
Published On

ମେଷ: ଦିନଟି ସମସ୍ୟା ଦେଇ ଗତି କରିବେ। ଆର୍ଥିକ ଚାପ ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି ବୃଷ: ଦିନଟି ହର୍ଷୋଲାଷ ଭିତରେ କଟିବ।ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଆଶାଠାରୁ ଅଧିକ ଆୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ ମିଥୁନ:ଅନ୍ୟ ପାଇଁ ସମସ୍ୟାରେ ପଡିପାରନ୍ତି। ରାଜନୀତିରେ ଷଡଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ଅଭିଯୋଗ ଆସିପାରେ। […]

ମେଷ: ଦିନଟି ସମସ୍ୟା ଦେଇ ଗତି କରିବେ। ଆର୍ଥିକ ଚାପ ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ଦିନଟି ହର୍ଷୋଲାଷ ଭିତରେ କଟିବ।ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଆଶାଠାରୁ ଅଧିକ ଆୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ:ଅନ୍ୟ ପାଇଁ ସମସ୍ୟାରେ ପଡିପାରନ୍ତି। ରାଜନୀତିରେ ଷଡଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ଅଭିଯୋଗ ଆସିପାରେ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

କର୍କଟ: ସ୍ବପ୍ନ ସାକାର ହେବ। ସାଂସାରିକ ଅର୍ଥ ହାନି ଓ ଦୁଶ୍ଚିନ୍ତା ରହିବ। ଚାକିରିରେ ସମସ୍ୟା ରହିବ। ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ କୃତକାର୍ୟ୍ୟ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ସିଂହ: କର୍ମକ୍ଷେତ୍ରରେ ସୁଖସମୃଦ୍ଧି ପ୍ରାପ୍ତ ହେବ। ଚାକିରିରେ ସନ୍ତୋଷଭାଜନ ହେବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା: ଦୁଃସାହସିକ ଭିତରେ କାର୍ୟ୍ୟ ସମ୍ପାଦନ କରିବେ। ଚାକିରିରେ କର୍ମତତ୍ପର ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା: କର୍ମକ୍ଷେତ୍ରରେ ବିରୁଦ୍ଧାଭାଷ ରହିବ ଚାକିରିରେ କାର୍ୟ୍ୟଭାର ରହିବ। ମହିଳାମାନେ ଆଳସ୍ୟ ହେବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା: ଅଟକି ରହିଥିବା କାର୍ୟ୍ୟ ସମ୍ପୂର୍ଣ୍ଣ ହେବ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକପ୍ରିୟତା ବଢିବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ଚିନ୍ତାରେ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ଧନୁ: ଦିନଟି ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ସୁଖି ରହିବେ। ରାଜନୀତିରେ ସୁନାମ ମିଳିବ। ବାଣିଜ୍ୟ ଓ ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ମକର: କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି। ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ: ଦିନଟି ହର୍ଷୋଲ୍ଲାଷ ଭିତରେ କଟିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମୀନ: ବହୁ ଚେଷ୍ଟା କରି ଆଗେଇ ଚାଲିବେ। ହଠାତ ଦୂରଯାତ୍ରା କରିପାରନ୍ତି। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

29 Aug 2021 By The Sakala

https://www.thesakala.in/horoscope/sunday-horoscope-29-08-2021/article-4989
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp