ମଙ୍ଗଳବାର ରାଶିଫଳ ( ୯-୦୩-୨୦୨୧ )
ମେଷ:ଦଶମସ୍ଥ ଚନ୍ଦ୍ରଙ୍କ କାରଣରୁ କର୍ମକ୍ଷେତ୍ରରେ ପ୍ରସିଦ୍ଧି ବୃଦ୍ଧି ପାଇବ। ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍ ବୃଷ:ଆୟ ହ୍ରାସ ସହ ବ୍ୟୟ ବୃଦ୍ଧି ପାଇବ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ ମିଥୁନ:ଦିନଟିରେ ଠକାମିରେ ପଡିପାରନ୍ତି। ଚାକିରିରେ ଅସହଯୋଗ ରହିବ। ମହିଳାମାନେ ହତୋତ୍ସାହ ରହିବେ। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୨,ଶୁଭ […]
ମେଷ:ଦଶମସ୍ଥ ଚନ୍ଦ୍ରଙ୍କ କାରଣରୁ କର୍ମକ୍ଷେତ୍ରରେ ପ୍ରସିଦ୍ଧି ବୃଦ୍ଧି ପାଇବ। ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ବୃଷ:ଆୟ ହ୍ରାସ ସହ ବ୍ୟୟ ବୃଦ୍ଧି ପାଇବ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ମିଥୁନ:ଦିନଟିରେ ଠକାମିରେ ପଡିପାରନ୍ତି। ଚାକିରିରେ ଅସହଯୋଗ ରହିବ। ମହିଳାମାନେ ହତୋତ୍ସାହ ରହିବେ। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
କର୍କଟ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ରାଜନୀତିରେ ପ୍ରସିଦ୍ଧି ବଢିବ। ଚାକିରିରେ ଉଚ୍ଚ ପ୍ରଶଂସା ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
ସିଂହ:ପରିଶ୍ରମର ଫଳ ପାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ବାଣିଜ୍ୟ ଚିନ୍ତାଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କନ୍ୟା: କର୍ମକ୍ଷେତ୍ରରେ ଅସହଯୋଗ ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ଶିଳ୍ପ ଓ ବାଣିଜ୍ୟରେ ସାମାନ୍ୟ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ତୁଳା:କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ସାଂସାରିକ ଉତ୍ତମ ବୁଝାମଣା ରହିବ। ଶିଳ୍ପ ଓ ବାଣିଜ୍ୟରେ ମଧ୍ୟମ ଲାଭ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
ବିଛା:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରଶାସନିକ ଉଚ୍ଚ ସମ୍ମାନ ପାଇବେ। ବାଣିଜ୍ୟରେ ସଂଚୟ ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା
ଧନୁ:ହେଉଥିବା କାର୍ଯ୍ୟ ବିଗିଡି ଯାଇପାରେ। ଚାକିରିରେ ଅବହେଳା ରହିବ। ମହିଳାମାନେ ଉଦାସ ରହିବେ। ଶିଳ୍ପ ଓ ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ମକର:ଶ୍ରୀଚନ୍ଦ୍ର କାରଣରୁ ଆମୋଦପ୍ରମୋଦ ଭିତରେ କଟିବ। ପ୍ରଶାସନିକ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କୁମ୍ଭ:କେତେକ ସ୍ଥଳେ ବ୍ୟୟ ଦେଖାଦେବ କିନ୍ତୁ କାର୍ଯ୍ୟ ସଫଳ ହେବ। ରାଜନୀତିରେ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ମୀନ: ବିଭିନ୍ନ ଉପାୟରେ ଆୟ କରିବେ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। କଳା , ବିଜ୍ଞାନ ଓ ବାଣିଜ୍ଯରେ ଆଶାନୁରୂପ ଫଳ ମିଳିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା