ମଙ୍ଗଳବାର ରାଶିଫଳ (୨୧-୦୯-୨୦୨୧)

The Sakala Picture
Published On

ମେଷ : ବହୁ ପରିଶ୍ରମ କରି ସଫଳ ହେବେ । ମହିଳାମାନେ ଚଳଚଞ୍ଚଳ ରହିବେ । ରାଜନୀତିରେ ବିରୋଧୀ ଶକ୍ତିହୀନ ହେବେ । ବାଣିଜ୍ୟରେ ସ୍ବଳ୍ପ ଆୟ ହେବ । ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍ ବୃଷ: ଦିନଟି ସୁଖଶାନ୍ତି ପ୍ରାପ୍ତି ହେବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ । ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍ ମିଥୁନ: ବାରମ୍ବାର ଚେଷ୍ଟା କରି […]

ମେଷ : ବହୁ ପରିଶ୍ରମ କରି ସଫଳ ହେବେ । ମହିଳାମାନେ ଚଳଚଞ୍ଚଳ ରହିବେ । ରାଜନୀତିରେ ବିରୋଧୀ ଶକ୍ତିହୀନ ହେବେ । ବାଣିଜ୍ୟରେ ସ୍ବଳ୍ପ ଆୟ ହେବ । ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ବୃଷ: ଦିନଟି ସୁଖଶାନ୍ତି ପ୍ରାପ୍ତି ହେବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ । ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ମିଥୁନ: ବାରମ୍ବାର ଚେଷ୍ଟା କରି ସୁଫଳ ପାଇବେ । ଚାକିରିରେ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ:କୌଣସି ବଡ ଧରଣର ସଫଳତା ପାଇବେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ | ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

ସିଂହ ; କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ | ମହିଳାମାନେ ଆତ୍ମନିର୍ଭରଶୀଳ ହେବେ | ବାଣିଜ୍ୟରେ ଉନ୍ନତି କରିବେ । ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

କନ୍ୟା : ଦିନଟି ଅନିଶ୍ଚିତତା ଭିତରେ ଗତି କରିବେ । ଚାକିରିରେ ସମସ୍ୟା ରହିବ । ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଆଳସ୍ୟ ପରାୟଣ ହେବେ | ଶୁଭ ଅଙ୍କ – ୬, ଶୁଭ ରଙ୍ଗ-ଧଳା

ତୁଳା:କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡିବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

ବିଛା :ଦିନଟି ବ୍ୟସ୍ତତା ଭିତରେ କଟିବ। ପ୍ରଶାସନିକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ | ବାଣିଜ୍ୟ ଲାଭଜନକ ରହିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

ଧନୁ: ପରିଶ୍ରମର ଫଳ ପାଇବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ମକର:କର୍ମକ୍ଷେତ୍ର ମନ୍ଥର ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ସନ୍ତାନସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି । ବାଣିଜ୍ୟ ମନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

କୁମ୍ଭ: କୌଣସି ଆର୍ଥିକ କଥାକୁ ନେଇ ବିବାଦ ଉପୁଜିପାରେ। ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ । ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଆଳସ୍ୟପରାୟଣ ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ- ହଳଦିଆ

ମୀନ :ଦିନଟି ହର୍ଶାଲାସ ଭିତରେ କଟିବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ଶିଳ୍ପ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ।ଶିକ୍ଷାର୍ଥୀ ଚଞ୍ଚଳ ରହିବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍

21 Sep 2021 By The Sakala

https://www.thesakala.in/horoscope/tuesday-horoscope-21-09-2021/article-5527
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp