ଶୁକ୍ରବାର ରାଶିଫଳ (୨୯-୧୦-୨୦୨୧)

The Sakala Picture
Published On

ମେଷ : ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ ।ବନ୍ଧୁ ବାନ୍ଧବଙ୍କ ସହଯୋଗ ମିଳିବ ।ମହିଳାମାନେ ଯଶ ପାଇବେ | ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଭ୍ରମଣ ପ୍ରିୟ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍ ବୃଷ : ଚତୁରତାର ସହ କାର୍ଯ୍ୟ ତୁଲାଇବେ। ଚାକିରିରେ ସ୍ଥିରତା ରହିବ।ରାଜନୀତିରେ ନେତୃତ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଭଲ ଆୟ ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ […]

ମେଷ : ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ ।ବନ୍ଧୁ ବାନ୍ଧବଙ୍କ ସହଯୋଗ ମିଳିବ ।ମହିଳାମାନେ ଯଶ ପାଇବେ | ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଭ୍ରମଣ ପ୍ରିୟ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ : ଚତୁରତାର ସହ କାର୍ଯ୍ୟ ତୁଲାଇବେ। ଚାକିରିରେ ସ୍ଥିରତା ରହିବ।ରାଜନୀତିରେ ନେତୃତ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଭଲ ଆୟ ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: ଅସ୍ଥିରତା କାରଣରୁ କାର୍ଯ୍ୟହାନି ହେବ। ପୋଡଶୀଙ୍କ ସହ ମନାନ୍ତର ହୋଇପାରେ।ରାଜନୀତିରେ ବିରୋଧାଭାସ ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ ।ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍ |

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

କର୍କଟ: ଦିନଟି ଚଳଚଞ୍ଚଳ ରହିବେ। ଅତିଥିଙ୍କ ଆଗମନ ହୋଇପାରେ । ରାଜନୀତିରେ ସୁନାମ ପାଇବେ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୧, ଶୁଭ ରଙ୍ଗ – ଗୋଲାପି।

ସିଂହ:କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ବ୍ୟସ୍ତ ରହିବେ। ବାଣିଜ୍ୟରେ ସାଧାରଣ ଫଳ ମିଳିବ।ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲ୍ଡେନ୍‌।

କନ୍ୟା:କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇ ପାରନ୍ତି। ସାଂସାରିକ ଧନ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ନିଷ୍ଠାପର ରହିବେ ।ବାଣିଜ୍ୟରେ ସଞ୍ଚୟ ହେବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ – ମେଟାଲିକ୍ |

ତୁଳା : କାର୍ଯ୍ୟ ସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ। ମହିଳା ମାନେ ଆତ୍ମନିର୍ଭରଶୀଳ ହେବେ ଚାକିରିରେ ସହଯୋଗ ପାଇବେ । ବାଣିଜ୍ୟରେ ଲାଭ ମିଳିବ।ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ରହିବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର

ବିଛା : କର୍ମ କ୍ଷେତ୍ରରେ ପ୍ରତିକୂଳତା ଦେଖାଦେବ। ଚାକିରିରେ କ୍ଳାନ୍ତ ଅନୁଭବ କରିବେ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ ।ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍ ।

ଧନୁ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ। ମହିଳାମାନେ ହତାଦର ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଦୁଶ୍ଚିନ୍ତାରେ  ରହିବେ । ଶବ୍ଦ ଅଙ୍କ- ୮ ଶବ୍ଦ ରଙ୍ଗ – ବାଇଗଣୀ ।

ମକର : ଦିନଟି ସୁଖ ସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ –କ୍ରିମ୍ ।

କୁମ୍ଭ: ପରିଶ୍ରମ ମୁତାବକ ଫଳ ପାଇବେ। ଚାକିରିରେ ସମ୍ମାନ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବ॥  ଶୁଭ ଅଙ୍କ – ୫, ଶୁଭ ରଙ୍ଗ- ସବୁଜ ।

ମୀନ : ଦିନଟି ସମସ୍ୟା ବହୁଳ ରହିବ। ଚାକିରିରେ କାର୍ଯ୍ୟଭାର ରହିବା ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କା-୨. ଶୁଭ ରଙ୍ଗ ଧଳା ।

29 Oct 2021 By The Sakala

ଶୁକ୍ରବାର ରାଶିଫଳ (୨୯-୧୦-୨୦୨୧)

ମେଷ : ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ ।ବନ୍ଧୁ ବାନ୍ଧବଙ୍କ ସହଯୋଗ ମିଳିବ ।ମହିଳାମାନେ ଯଶ ପାଇବେ | ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଭ୍ରମଣ ପ୍ରିୟ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍

ବୃଷ : ଚତୁରତାର ସହ କାର୍ଯ୍ୟ ତୁଲାଇବେ। ଚାକିରିରେ ସ୍ଥିରତା ରହିବ।ରାଜନୀତିରେ ନେତୃତ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଭଲ ଆୟ ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ ।

ମିଥୁନ: ଅସ୍ଥିରତା କାରଣରୁ କାର୍ଯ୍ୟହାନି ହେବ। ପୋଡଶୀଙ୍କ ସହ ମନାନ୍ତର ହୋଇପାରେ।ରାଜନୀତିରେ ବିରୋଧାଭାସ ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ ।ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍ |

କର୍କଟ: ଦିନଟି ଚଳଚଞ୍ଚଳ ରହିବେ। ଅତିଥିଙ୍କ ଆଗମନ ହୋଇପାରେ । ରାଜନୀତିରେ ସୁନାମ ପାଇବେ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୧, ଶୁଭ ରଙ୍ଗ – ଗୋଲାପି।

ସିଂହ:କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ବ୍ୟସ୍ତ ରହିବେ। ବାଣିଜ୍ୟରେ ସାଧାରଣ ଫଳ ମିଳିବ।ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲ୍ଡେନ୍‌।

କନ୍ୟା:କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇ ପାରନ୍ତି। ସାଂସାରିକ ଧନ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ନିଷ୍ଠାପର ରହିବେ ।ବାଣିଜ୍ୟରେ ସଞ୍ଚୟ ହେବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ – ମେଟାଲିକ୍ |

ତୁଳା : କାର୍ଯ୍ୟ ସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ। ମହିଳା ମାନେ ଆତ୍ମନିର୍ଭରଶୀଳ ହେବେ ଚାକିରିରେ ସହଯୋଗ ପାଇବେ । ବାଣିଜ୍ୟରେ ଲାଭ ମିଳିବ।ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ରହିବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର

ବିଛା : କର୍ମ କ୍ଷେତ୍ରରେ ପ୍ରତିକୂଳତା ଦେଖାଦେବ। ଚାକିରିରେ କ୍ଳାନ୍ତ ଅନୁଭବ କରିବେ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ ।ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍ ।

ଧନୁ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ। ମହିଳାମାନେ ହତାଦର ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଦୁଶ୍ଚିନ୍ତାରେ  ରହିବେ । ଶବ୍ଦ ଅଙ୍କ- ୮ ଶବ୍ଦ ରଙ୍ଗ – ବାଇଗଣୀ ।

ମକର : ଦିନଟି ସୁଖ ସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ –କ୍ରିମ୍ ।

କୁମ୍ଭ: ପରିଶ୍ରମ ମୁତାବକ ଫଳ ପାଇବେ। ଚାକିରିରେ ସମ୍ମାନ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବ॥  ଶୁଭ ଅଙ୍କ – ୫, ଶୁଭ ରଙ୍ଗ- ସବୁଜ ।

ମୀନ : ଦିନଟି ସମସ୍ୟା ବହୁଳ ରହିବ। ଚାକିରିରେ କାର୍ଯ୍ୟଭାର ରହିବା ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କା-୨. ଶୁଭ ରଙ୍ଗ ଧଳା ।

https://www.thesakala.in/horoscope/friday-horoscope-29-10-2021/article-6430
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp