ସୋମବାର ରାଶିଫଳ ( ୧-୧୧-୨୦୨୧ )

The Sakala Picture
Published On

ମେଷ : ଅନିଶ୍ଚିତତା ଭିତରେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ସମସ୍ୟା ଘେରରେ ରହିବେ। ମହିଳାମାନେ ଉଦାରମନା ରହିବେ। ବାଣିଜ୍ୟ ପ୍ରତିକୂଳ ରହିବ । ଶିକ୍ଷାର୍ଥୀ ଆଳସ୍ୟ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ-ଗୋଲଡେନ୍ । ବୃଷ : ବହୁ ପରିଶ୍ରମ କରି ସଫଳ ହେବେ। ଅତିଥିଙ୍କ ଆଗମନ ହୋଇପାରେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ-ଧଳା । ମିଥୁନ […]

ମେଷ : ଅନିଶ୍ଚିତତା ଭିତରେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ସମସ୍ୟା ଘେରରେ ରହିବେ। ମହିଳାମାନେ ଉଦାରମନା ରହିବେ। ବାଣିଜ୍ୟ ପ୍ରତିକୂଳ ରହିବ । ଶିକ୍ଷାର୍ଥୀ ଆଳସ୍ୟ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ-ଗୋଲଡେନ୍ ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ : ବହୁ ପରିଶ୍ରମ କରି ସଫଳ ହେବେ। ଅତିଥିଙ୍କ ଆଗମନ ହୋଇପାରେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ-ଧଳା ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ମିଥୁନ : କର୍ମକ୍ଷେତ୍ରରେ ସ୍ଵାଧୀନତା ରହିବ। ମହିଳାମାନେ ସମ୍ମାନ ପାଇବେ। ଚାକିରିରେ କାର୍ଯ୍ୟଦକ୍ଷ ରହିବେ । ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ଉଚ୍ଚ ଶିକ୍ଷା ପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ : କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ । ଆର୍ଥିକ ସମସ୍ୟା ରହିବ। ଚାକିରିରେ ଅଭିଯୋଗ ଆସିପାରେ। ପରିବହନ ଓ ବାଣିଜ୍ୟ ସମସ୍ୟା ବହୁଳ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ -୨, ଶୁଭ ରଙ୍ଗ-ସିଲଭର୍।

ସିଂହ : ଦିନଟି ସୁଖଶାନ୍ତି ଭିତରେ କଟିବ। ଚାକିରିରେ ପ୍ରଶଂସା ପାଇ । ପ୍ରଶାସନିକ ସୁନାମ ପାଇବେ। ପରିବହନ ଓ ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।

କନ୍ୟା : ବାରମ୍ବାର ଚେଷ୍ଟା କରି ସୁଫଳ ପାଇବେ। ଚାକିରିରେ ସହଯୋଗ ପାଇବେ । ମହିଳାମାନେ ପ୍ରସନ୍ନ ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ-ସିଲଭର୍ ।

ତୁଳା : ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ଉଚ୍ଚଭିଳାଷୀ ହେବେ । ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ସମୃଦ୍ଧି ହେବ। ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ- ୮,ଶୁଭ ରଙ୍ଗ-ଆକାଶୀ।

ବିଛା : କର୍ମ କ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଭଲ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ | ଶୁଭ ଅଙ୍କ- ୨, ଶୁଭ ରଙ୍ଗ-ଧଳା।

ଧନୁ : ଅନ୍ୟ ପାଇଁ ସମସ୍ୟାରେ ପଡ଼ିବେ । ମହିଳାମାନେ ଆଳସ୍ୟ ରହିବେ। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ-ବାଇଗଣୀ।

ମକର : କର୍ମ କ୍ଷେତ୍ରରେ ପ୍ରତାରଣା ପାଇ ପାରନ୍ତି । ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ଚାକିରିରେ ଅସହଯୋଗ ମନେହେବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ତୃଟି କରିପାରନ୍ତି । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍।

କୁମ୍ଭ : ନୂତନ ଯୋଜନା କରି ସୁଫଳ ପାଇବେ। ମହିଳାମାନେ ଆଦରଣୀୟ ହେବେ । ଚାକିରିରେ ଧନ ସମ୍ମାନ ପାଇବେ । ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ ।

ମୀନ : ପରିଶ୍ରମର ଫଳ ପାଇବେ । ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ । ଚାକିରିରେ ନିଷ୍ଠାପର ରହିବେ । ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜି ନିବେଶ କରି ସଫଳ ହେବେ । ଶିକ୍ଷାର୍ଥୀ ଦୃଢ଼ମନା ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ଗୋଲାପି।

01 Nov 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp