ଗୁରୁବାର ରାଶିଫଳ ( ୦୪- ୧୧- ୨୦୨୧ )
ମେଷ: କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ। ମହିଳାମାନେ ସ୍ଵାଭିମାନୀ ହେବେ । ଚାକିରିରେ ନିଷ୍ଠାପର ରହିବେ | ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ଧଳା ବୃଷ: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ରାଜନୀତିରେ ଉତ୍ତେଜନା ଦେଖାଦେବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ – ୫, ଶୁଭ ରଙ୍ଗ […]
ମେଷ: କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ। ମହିଳାମାନେ ସ୍ଵାଭିମାନୀ ହେବେ । ଚାକିରିରେ ନିଷ୍ଠାପର ରହିବେ | ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ଧଳା
ବୃଷ: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ରାଜନୀତିରେ ଉତ୍ତେଜନା ଦେଖାଦେବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ
ମିଥୁନ : ଦିନଟିରେ ଚଳଚଞ୍ଚଳ ରହିବେ । ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ ପ୍ରସାର ହେବ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ – ୮ ଶୁଭ ରଙ୍ଗ-ଆକାଶୀ
କର୍କଟ: ସମାଜରେ ଉତ୍ତମ ଆସନରେ ଅଳଂକୃତ ହେବେ । ମହିଳାମାନେ ଆଦରଣୀୟା ହେବେ । ପରିବହନ ଓ ବାଣିଜ୍ୟ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବ। ଶୁଭ ଅଙ୍କ –୬, ଶୁଭ ରଙ୍ଗ – ସିଲ୍ଭର୍
ସିଂହ : କୌଣସି ଆର୍ଥିକ ବିଷୟକୁ ନେଇ ବାଦବିବାଦ ଉପୁଜିପାରେ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ
କନ୍ୟା : ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ । ମହିଳାମାନେ ପ୍ରସନ୍ନ ରହିବେ । ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ – ୪, ଶୁଭ ରଙ୍ଗ –ମେଟାଲିକ୍
ତୁଳା: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ମହିଳାମାନେ ଗୃହକାର୍ଯ୍ୟରେ ବ୍ୟସ୍ତ ରହିବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ପ୍ରସାର ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ – ଧଳା
ବିଛା: ବିଭିନ୍ନ ବାଟରେ ଆୟ କରିବେ । ଚାକିରିରେ ଧନ ସମ୍ମାନ ପାଇବେ। ପ୍ରଶାସନିକ ପ୍ରଭାବଶାଳୀ ରହିବେ । ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍
ଧନୁ: କାର୍ଯ୍ୟସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ । ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍
ମକର: କର୍ମକ୍ଷେତ୍ରରେ ମନ୍ଥରତା ରହିବ। ରାଜନୀତିରେ ଲୋକସମ୍ପର୍କ ହ୍ରାସ ପାଇବ । ମହିଳାମାନେ ହତାଦର ହେବେ । ବାଣିଜ୍ୟ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍ଭର୍
କୁମ୍ଭ : କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ମହିଳାମାନେ ହତୋତ୍ସାହ ରହିବେ । ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ବାଣିଜ୍ୟ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା
ମୀନ: ଅଟକିଥିବା କାର୍ଯ୍ୟ ସମାପନ ହେବ । ରାଜନୀତିରେ ସୁନାମ ପାଇବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଗୁରୁଜନଙ୍କର ପ୍ରିୟ ହେବେ । ଶୁଭ ଅଙ୍କ –୧, ଶୁଭ ରଙ୍ଗ – ପିଙ୍କ୍