ଶନିବାର ରାଶିଫଳ ( ୬-୧୧-୨୦୨୧ )

The Sakala Picture
Published On

ମେଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଚାପରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ- ୧, ଶୁଭ ରଙ୍ଗ – ଗୋଲାପି। ବୃଷ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ବନ୍ଧୁ ବାନ୍ଧବଙ୍କ ସହଯୋଗ ପାଇବେ । ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ- […]

ମେଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଚାପରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ- ୧, ଶୁଭ ରଙ୍ଗ – ଗୋଲାପି।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ବନ୍ଧୁ ବାନ୍ଧବଙ୍କ ସହଯୋଗ ପାଇବେ । ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: ପରିଶ୍ରମର ଫଳ ମିଳିବ। ଚାକିରିରେ ଦାୟିତ୍ଵବୋଧ ରହିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଶିଳ୍ପ ଓ ବାଣିଜ୍ୟ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲଭର୍।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

କର୍କଟ: ଯୋଜନା କରି ସଫଳ ହେବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଦୃଢ଼ମନା ରହିବେ | ବାଣିଜ୍ୟରେ ପୁଞ୍ଜି ନିବେଶ କରି ସଫଳତା ପାଇବେ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍ ।

ସିଂହ: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ | ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲ୍‌ଭର

କନ୍ୟା: କୌଣସି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ମହିଳାମାନେ ସମ୍ମାନ ପାଇବେ। ଚାକିରିରେ ସ୍ଵାଧୀନତା ରହିବ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ତୁଳା: ଯେ କୌଣସି ଉପାୟରେ ଆୟ କରିବେ । ଚାକିରିରେ ସହଯୋଗ ପାଇବେ। ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ବିଛା: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ଖୁସିରେ ରହିବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଶୁଭଫଳ ମିଳିବ । ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି ।

ଧନୁ: କର୍ମକ୍ଷେତ୍ରରେ ସମସ୍ୟା ରହିବ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ବିରୋଧାଭାସ ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅସଫଳ ହେବେ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା |

ମକର: ଭବିଷ୍ୟତ ଯୋଜନା କରି ସଫଳ ହେବେ । ଚାକିରିରେ ମାନ ମର୍ଯ୍ୟାଦା ପ୍ରାପ୍ତି ହେବ । ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ | ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |

କୁମ୍ଭ: କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ । ରାଜନୀତିରେ ଧନ ସମ୍ମାନ ପ୍ରାପ୍ତି ହେବ | ଚାକିରିରେ ସହଯୋଗ ପାଇବେ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲଡେନ୍।

ମୀନ: କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଧର୍ମ ପରାୟଣା ହେବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ | ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ |

06 Nov 2021 By The Sakala

ଶନିବାର ରାଶିଫଳ ( ୬-୧୧-୨୦୨୧ )

ମେଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଚାପରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ- ୧, ଶୁଭ ରଙ୍ଗ – ଗୋଲାପି।

ବୃଷ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ବନ୍ଧୁ ବାନ୍ଧବଙ୍କ ସହଯୋଗ ପାଇବେ । ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |

ମିଥୁନ: ପରିଶ୍ରମର ଫଳ ମିଳିବ। ଚାକିରିରେ ଦାୟିତ୍ଵବୋଧ ରହିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଶିଳ୍ପ ଓ ବାଣିଜ୍ୟ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲଭର୍।

କର୍କଟ: ଯୋଜନା କରି ସଫଳ ହେବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଦୃଢ଼ମନା ରହିବେ | ବାଣିଜ୍ୟରେ ପୁଞ୍ଜି ନିବେଶ କରି ସଫଳତା ପାଇବେ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍ ।

ସିଂହ: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ | ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲ୍‌ଭର

କନ୍ୟା: କୌଣସି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ମହିଳାମାନେ ସମ୍ମାନ ପାଇବେ। ଚାକିରିରେ ସ୍ଵାଧୀନତା ରହିବ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ତୁଳା: ଯେ କୌଣସି ଉପାୟରେ ଆୟ କରିବେ । ଚାକିରିରେ ସହଯୋଗ ପାଇବେ। ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ବିଛା: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ଖୁସିରେ ରହିବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଶୁଭଫଳ ମିଳିବ । ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି ।

ଧନୁ: କର୍ମକ୍ଷେତ୍ରରେ ସମସ୍ୟା ରହିବ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ବିରୋଧାଭାସ ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅସଫଳ ହେବେ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା |

ମକର: ଭବିଷ୍ୟତ ଯୋଜନା କରି ସଫଳ ହେବେ । ଚାକିରିରେ ମାନ ମର୍ଯ୍ୟାଦା ପ୍ରାପ୍ତି ହେବ । ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ | ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |

କୁମ୍ଭ: କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ । ରାଜନୀତିରେ ଧନ ସମ୍ମାନ ପ୍ରାପ୍ତି ହେବ | ଚାକିରିରେ ସହଯୋଗ ପାଇବେ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲଡେନ୍।

ମୀନ: କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଧର୍ମ ପରାୟଣା ହେବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ | ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ |

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp