ବୁଧବାର ରାଶିଫଳ (୧୦-୧୧-୨୦୨୧)

The Sakala Picture
Published On

ମେଷ : ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ କୃତିତ୍ୱ ଅର୍ଜନ କରିବେ ।ଶୁଭ ଅଙ୍କ – ୩, ଶୁଭ ରଙ୍ଗ-କ୍ରିମ୍ । ବୃଷ:କର୍ମକ୍ଷେତ୍ରରେ ସମ୍ମାନ ପାଇବେ | ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ଧର୍ମ ପରାୟଣା ହେବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ ଶିକ୍ଷାର୍ଥୀ ସଫଳତା ପାଇବେ […]

ମେଷ : ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ କୃତିତ୍ୱ ଅର୍ଜନ କରିବେ ।ଶୁଭ ଅଙ୍କ – ୩, ଶୁଭ ରଙ୍ଗ-କ୍ରିମ୍ ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୮-୦୩-୨୦୨୬)

ବୃଷ:କର୍ମକ୍ଷେତ୍ରରେ ସମ୍ମାନ ପାଇବେ | ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ଧର୍ମ ପରାୟଣା ହେବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୩୦-୦୩-୨୦୨୬ )

ମିଥୁନ: କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ । ରାଜନୀତିରେ ବାଧାବିଘ୍ନ ରହିବ। ଚାକିରିରେ ଅଭିଯୋଗ ଆସିପାରେ। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ଧଳା |

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ ( ୨୬-୦୩-୨୦୨୬ )

କର୍କଟ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ | ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା |

ସିଂହ: କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ଚାକିରିରେ ନିଷ୍ଠାପର ରହିବେ। ମହିଳାମାନେ ବିରକ୍ତିମନା ରହିବେ । ବାଣିଜ୍ୟରେ ପୁଞ୍ଜି ନିବେଶ କରି ଚିନ୍ତାରେ ରହିବେ । ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ-ସବୁଜ ।

କନ୍ୟା: ଯୋଜନା କରି ସଫଳତା ପାଇବେ। ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ରକ୍ଷଣଶୀଳ ହେବେ | ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ- ଆକାଶୀ।

ତୁଳା: କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ | ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ଚାକିରିରେ ଅସହଯୋଗ ଦେଖାଦେବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ହେବେ | ଶୁଭ ରଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ବିଛା: ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ଚାକିରିରେ ଧନ ସମ୍ମାନ ପାଇବେ। ମହିଳାମାନଙ୍କର ସ୍ବାଭିମାନ ଅକ୍ଷୁଣ୍ଣ ରହିବ। ବାଣିଜ୍ୟରେ ସଫଳତା ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ- ସିଲଭର୍।

ଧନୁ: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହେବ। ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀଙ୍କ ସଫଳତା ମିଳିବ ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲଡେନ୍ ।

ମକର: ଦିନଟି ହର୍ମୋଲ୍ଲାସ ଭିତରେ କଟିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ | ଶୁଭ ଅଙ୍କ- ୮, ଶୁଭ ରଙ୍ଗ – କଳା |

କୁମ୍ଭ: ବ୍ୟୟାଧିକ କାରଣରୁ ଋଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟ ମାନ୍ଦା ରହିବ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌।

ମୀନ: ଦୀର୍ଘ ଦିନର ସ୍ବପ୍ନ ସାକାର ହେବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ମହିଳାମାନେ ଯଶ କୀର୍ତ୍ତି ପାଇବେ I ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ । ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ହଳଦିଆ ।

10 Nov 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp