ଶୁକ୍ରବାର ରାଶିଫଳ ( ୧୯ -୧୧- ୨୦୨୧ )

The Sakala Picture
Published On

ମେଷ: ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଦେହ ଓ ମନ ଭଲ ରହିବ। ରାଜନୀତିରେ ଲୋକସମ୍ପର୍କ ବଢିବ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି ବୃଷ: ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଚାକିରିରେ ପ୍ରଶଂସିତ ହେବେ । ରାଜନୀତି ଓ ପ୍ରଶାସନିକ ଲୋକସମ୍ପର୍କ ବୃଦ୍ଧିପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ – […]

ମେଷ: ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଦେହ ଓ ମନ ଭଲ ରହିବ। ରାଜନୀତିରେ ଲୋକସମ୍ପର୍କ ବଢିବ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ବୃଷ: ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଚାକିରିରେ ପ୍ରଶଂସିତ ହେବେ । ରାଜନୀତି ଓ ପ୍ରଶାସନିକ ଲୋକସମ୍ପର୍କ ବୃଦ୍ଧିପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ନୀଳ

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ମିଥୁନ : ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିବାଦ ଉପୁଜିପାରେ। ଶିଳ୍ପ, ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ହେବେ। ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ଗୋଲାପି

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

କର୍କଟ: କର୍ମକ୍ଷେତ୍ରରେ ସୁଖସମୃଦ୍ଧି ପ୍ରାପ୍ତି ହେବ | ରାଜନୀତି ଓ ପ୍ରଶାସନିକ ସୁନାମ ପାଇବେ । ମହିଳାମାନେ ଯଶ ପାଇବେ । ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ଆଶାନୁରୂପ ଫଳ ପାଇବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ଗୋଲ୍ଡେନ୍

ସିଂହ : ଦଶମସ୍ଥ ଚନ୍ଦ୍ରଙ୍କ ଚଳହେତୁ ବିଭିନ୍ନ ଉପାୟରେ ଆୟ ହେବ । ଚାକିରିରେ | ମାନମର୍ଯ୍ୟାଦା ପ୍ରାପ୍ତି ହେବ | ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ଗୁରୁଜନଙ୍କର ପ୍ରିୟ ହେବେ। ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କନ୍ୟା: କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଚାକିରିରେ ନିଷ୍ଠା ରହିବ। ମହିଳାମାନେ ଅନୁଶାସନ ଭିତରେ ରହିବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍

ତୁଳା କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ ସ୍ଥାନାନ୍ତର ହୋଇପାରେ। ମହିଳାମାନେ ହତାଦର ହେବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ତ୍ରୁଟି କରିବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ବିଛା : କିଛିଟା ଉତ୍ତେଜନା ଭିତରେ ଉନ୍ନତି କରିବେ । ଚାକିରିରେ ସହଯୋଗ ମିଳିବ । ରାଜନୀତିରେ ସକ୍ରିୟ ରହିବେ । ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

ଧନୁ: ଦିନଟିରେ କର୍ମତତ୍ପର ରହିବେ । ରାଜନୀତିରେ ଶତ୍ରୁମାନେ ଆୟତ୍ତାଧୀନ ହେବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ହଳଦିଆ

ମକର : କର୍ମକ୍ଷେତ୍ରରେ ସହଯୋଗ ମିଳିବ । ଚାକିରିରେ ଧନ ସମ୍ମାନ ପାଇବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ I ବାଣିଜ୍ୟରେ ଶୁଭ ଫଳ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କୁମ୍ଭ: ଅସ୍ଥିରତା କାରଣରୁ କାର୍ଯ୍ୟ ତ୍ରୁଟି କରିପାରନ୍ତି। ସାଂସାରିକ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍

ମୀନ : କୌଣସି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ଭ୍ରାତୃଭଗ୍ନୀଙ୍କର ସହଯୋଗ ପାଇବେ । ରାଜନୀତିରେ ପ୍ରଭାବଶାଳୀ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ –୯, ଶୁଭ ରଙ୍ଗ – ଲାଲ୍

19 Nov 2021 By The Sakala

https://www.thesakala.in/horoscope/19th-nov-2021-friday-rasiphala/article-6963
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp