ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ସୋମବାର ରାଶିଫଳ (୧୫-୦୩-୨୦୨୧)

The Sakala Picture
Published On

ମେଷ:ଦିନଟିରେ ବ୍ୟସ୍ତବିବ୍ରତ ରହିବେ। ଚାକିରିରେ କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ବିରକ୍ତିମନା ହେବେ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍ ବୃଷ: ଏକାଦଶସ୍ଥ ଚନ୍ଦ୍ରଙ୍କ କାରଣରୁ ଆର୍ଥିକ ସମୃଦ୍ଧି ପ୍ରାପ୍ତି ହେବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା ମିଥୁନ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ଚାକିରିରେ ସ୍ଥାୟିତ୍ବ ରହିବ। ପରିବହନ ଓ ବାଣିଜ୍ୟରେ […]

ମେଷ:ଦିନଟିରେ ବ୍ୟସ୍ତବିବ୍ରତ ରହିବେ। ଚାକିରିରେ କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ବିରକ୍ତିମନା ହେବେ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ: ଏକାଦଶସ୍ଥ ଚନ୍ଦ୍ରଙ୍କ କାରଣରୁ ଆର୍ଥିକ ସମୃଦ୍ଧି ପ୍ରାପ୍ତି ହେବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭ ହେବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୨୦-୦୫-୨୦୨୬)

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ଚାକିରିରେ ସ୍ଥାୟିତ୍ବ ରହିବ। ପରିବହନ ଓ ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କର୍କଟ:ଦିନଟିରେ ଶୃଙ୍ଖଳିତ ଧାରାରେ କର୍ମ ସମାପନ କରିବେ। ସାଂସାରିକ ଦାନଧର୍ମରେ ମନ ରହିବ। ଶିଳ୍ପ , ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ସିଂହ:କର୍ମକ୍ଷେତ୍ରରେ ସମସ୍ୟା ଘେରରେ ରହିବେ। ମହିଳାମାନେ ହତାଦର ହୋଇପାରନ୍ତି। ରାଜନୀତିରେ ଷଡଯନ୍ତ୍ରରେ ପଡିପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ସପ୍ତମସ୍ଥ ଚନ୍ଦ୍ର ଓ ପଞ୍ଚମସ୍ଥ ବୃହସ୍ପତିଙ୍କ କାରଣରୁ ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ରାଜନୀତିରେ ଲୋକପ୍ରିୟ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:ପରିଶ୍ରମର ଫଳ ପାଇବେ। ଆର୍ଥିକ ସ୍ବଚ୍ଛଳତା ରହିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଶୁଭ ହେବ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଚିନ୍ତା କରିଥିବା କାର୍ଯ୍ୟ କେତେକାଂଶରେ ସଫଳ ହେବ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟ ଲାଭଜନକ ରହିବ। ବାଦ୍ୟାର୍ଥୀ ସଫଳ ହେବେ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଧନୁ:ଘାତ ପ୍ରଭାବ ଥିବାରୁ ଜଟିଳ ପରିସ୍ଥିତି ଦେଇ ଗତି କରିବେ। ମହିଳାମାନେ ଚିନ୍ତାରେ ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଗ୍ରାହକପ୍ରିୟତା କମିବ।

ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପୀ

ମକର:ଦୃଢ ପଦକ୍ଷେପ ନେଇ ସଫଳ ହେବେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ପରିଶ୍ରମୀ ହେବେ। ଚାକିରିରେ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ।

ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ:ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ମହିଳାମାନେ ଉତ୍ସାହିତ ରହିବେ। ପ୍ରଶାସନିକ ପ୍ରଶଂସା ପାଇବେ।ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

15 Mar 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp