ଶୁକ୍ରବାର ରାଶିଫଳ (୧୦-୧୨-୨୦୨୧)

The Sakala Picture
Published On

ମେଷ: ଆୟ ପାଇଁ ଦିନଟି ପ୍ରଶସ୍ତ ରହିଛି। ପ୍ରଶାସନିକ, ରାଜନୀତିରେ ସୁନାମ ପାଇବେ । ମହିଳାମାନେ ଆତ୍ମନିଭରଶୀଳ ହେବେ । ବାଣିଜ୍ୟରେ ନୂତନ ପୁଞ୍ଜିନିବେଶ କରିପାରନ୍ତି। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍। ବୃଷ:କର୍ମକ୍ଷେତ୍ରରେ ପ୍ରସିଦ୍ଧି ବୃଦ୍ଧି ହେବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତିହେବ। ରାଜନୀତିରେ ଉଚ୍ଚ ସମ୍ମାନପ୍ରାପ୍ତି ହେବ । ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍। […]

ମେଷ: ଆୟ ପାଇଁ ଦିନଟି ପ୍ରଶସ୍ତ ରହିଛି। ପ୍ରଶାସନିକ, ରାଜନୀତିରେ ସୁନାମ ପାଇବେ । ମହିଳାମାନେ ଆତ୍ମନିଭରଶୀଳ ହେବେ । ବାଣିଜ୍ୟରେ ନୂତନ ପୁଞ୍ଜିନିବେଶ କରିପାରନ୍ତି। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୦-୦୪-୨୦୨୬ )

ବୃଷ:କର୍ମକ୍ଷେତ୍ରରେ ପ୍ରସିଦ୍ଧି ବୃଦ୍ଧି ହେବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତିହେବ। ରାଜନୀତିରେ ଉଚ୍ଚ ସମ୍ମାନପ୍ରାପ୍ତି ହେବ । ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୫-୦୪-୨୦୨୬)

ମିଥୁନ: କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିବ । ରାଜନୀତିରେ ଜଟୀଳ ସ୍ଥିତି ରହିବ। ଚାକିରିରେ ଅସହଯୋଗ ଆସିପାରେ। ବାଣିଜ୍ୟଚିନ୍ତାଜନକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୭-୦୪-୨୦୨୬ )

କର୍କଟ: ଦିନଟି ଘଡ଼ିସନ୍ଧି ପରିସ୍ଥିତି ଦେଇ ଗତି କରିବେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ମହିଳାମାନେ ହତାଦର ହେବେ । ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଅସ୍ଥିରମନା ରହିବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

ସିଂହ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ମହିଳାମାନେ ଚଳଚଞ୍ଚଳ ରହିବେ। ରାଜନୀତିରେ ଜନସେବାରେ ମନ ରହିବ । ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଗୁରୁଜନଙ୍କ ପ୍ରିୟ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ଗୋଲାପି।

କନ୍ୟା: ପରିଶ୍ରମ ମୁତାବକ ଫଳ ମିଳିବ। ଚାକିରିରେ ନିଷ୍ଠା ରହିବ । ରାଜନୀତିରେ ସମ୍ମାନିତ ହେବେ । ମହିଳାମାନେ ଦୃଢ଼ମନା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍।

ତୁଳା: ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ଦାୟିତ୍ବବୋଧ ରହିବ। ସନ୍ତାନ ସନ୍ତତିମାନେ ଉନ୍ନତି କରିବେ । ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ନିଷ୍ଠାପର ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ବିଛା: କର୍ମକ୍ଷେତ୍ର ଆବଦ୍ଧଯୋଗ ମନେ ହେବେ । ମହିଳାମାନେ ଚିନ୍ତାରେ ରହିବେ । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ବିବ୍ରତ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍ |

ଧନୁ:କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇ ପାରନ୍ତି। ଚାକିରିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଭଲ ଲାଭ ମିଳିବ । ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିକ୍ ।

ମକର: କର୍ମକ୍ଷେତ୍ରରେ ସମ୍ମାନିତ ହେବେ । ପଡ଼ୋଶୀଙ୍କ ସହଯୋଗ ମିଳିବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ସଞ୍ଚୟ ହେବେ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- ବାଇଗଣୀ ।

କୁମ୍ଭ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ପ୍ରଶଂସିତ ହେବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଆଶାନୁରୂପ ଫଳପାଇବେ । ଶିକ୍ଷାର୍ଥୀ ସୁଫଳ ପାଇବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍।

ମୀନ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ସାଂସାରିକ ଅଶାନ୍ତି ଓ କଳହ ରହିବ। ଚାକିରିରେ ହତୋତ୍ସାହୀରହିବ। ବାଣିଜ୍ୟରେ ନୈରାଶ୍ୟ ଜନକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

10 Dec 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp