ମଙ୍ଗଳବାର ରାଶିଫଳ ( ୧୪ – ୧୨ – ୨୦୨୧ )
ମେଷ: ଦିନଟି ଚଳଚଞ୍ଚଳ ରହିବ। ଚାକିରିରେ କିଛିଟା ଉତ୍ତେଜନା ରହିବ। ମହିଳାମାନେ ଯଶ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ପ୍ରସାରିତ ହେବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍ । ବୃଷ: ମାନସିକ ସ୍ତରରେ ବ୍ୟାଘାତ ପାଇପାରନ୍ତି । ଚାକିରିରେ ସମସ୍ୟା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶିକ୍ଷାର୍ଥୀ ଅସଫଳ ହେବେ । ଶୁଭ ଅଙ୍କ-୮, […]
ମେଷ: ଦିନଟି ଚଳଚଞ୍ଚଳ ରହିବ। ଚାକିରିରେ କିଛିଟା ଉତ୍ତେଜନା ରହିବ। ମହିଳାମାନେ ଯଶ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ପ୍ରସାରିତ ହେବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍ ।
ବୃଷ: ମାନସିକ ସ୍ତରରେ ବ୍ୟାଘାତ ପାଇପାରନ୍ତି । ଚାକିରିରେ ସମସ୍ୟା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶିକ୍ଷାର୍ଥୀ ଅସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ମିଥୁନ, ଅଟକି ରହିଥିବା କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ନୂତନ କର୍ମରେ ନିଯୁକ୍ତି ପାଇପାରନ୍ତି । ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ସୁଫଳ ପାଇବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ
କର୍କଟ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ପ୍ରଶାସନିକ ଓ ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । ଚାକିରିରେ ଆସ୍ଥାଭାଜନ ହେବେ । ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍।
ସିଂହ: ଯୋଜନା କରି ସଫଳ ହେବେ । ରାଜନୀତିରେ ସମ୍ମାନ ପାଇବେ। । ମହିଳାମାନେ ରକ୍ଷଣଶୀଳା ହେବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ |
କନ୍ୟା: ଦିନଟିରେ ବାଧାବିଘ୍ନ ରହିବ। ସାଂସାରିକ କଳହ ଦେଖାଦେବ। ରାଜନୀତିରେ ଶତ୍ରବୃଦ୍ଧି ହେବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
ତୁଳା: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକ ସମ୍ପକ ବୃଦ୍ଧି ପାଇବ। ମହିଳାମାନେ ସୁଖୀ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ବିଛା: ଦିନଟିରେ କର୍ମତତ୍ପର ରହିବେ |ଚାକିରିରେ ନିଷ୍ଠା ରହିବ | ମହିଳାମାନେ ପରିଶ୍ରମୀ ହେବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।
ଧନୁ: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ହଳଦିଆ ।
ମକର: କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ମହିଳାମାନେ ହତୋତ୍ସାହ ରହିବେ । ଚାକିରିରେ ସମସ୍ୟା ରହିବ। ବାଣିଜ୍ୟ ମନ୍ଦା ରହିବ। ଶିକ୍ଷାର୍ଥୀ ଅସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା |
କୁମ୍ଭ: ବହୁ ପ୍ରତୀକ୍ଷିତ କାର୍ଯ୍ୟ ସମାପନ ଘଟିବ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ହେବେ । ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲଡେନ୍।
ମୀନ: ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ଯଶ ପାଇବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଅଧ୍ୟୟନରତ ରହିବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲଭର୍।