ରବିବାର ରାଶିଫଳ (୩୦-୦୧-୨୦୨୨)

The Sakala Picture
Published On

ମେଷ: କର୍ମକ୍ଷେତ୍ରରେ ଅସହଯୋଗ ରହିବ। ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ବିରୋଧାଭାସ ରହିବ । ମହିଳାମାନେ ବିରକ୍ତିମନା ହେବେ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଅସ୍ଥିରମନା ହେବେ। ଶୁଭଅଙ୍କ-୭, ଶୁଭ ରଙ୍ଗ- କଫି | ବୃଷ: ବିବାଦୀୟ ପରିସ୍ଥିତି ଦେଇ ଗତି କରିବେ । ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଅପଦସ୍ତ ହୋଇପାରନ୍ତି। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା […]

ମେଷ: କର୍ମକ୍ଷେତ୍ରରେ ଅସହଯୋଗ ରହିବ। ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ବିରୋଧାଭାସ ରହିବ । ମହିଳାମାନେ ବିରକ୍ତିମନା ହେବେ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଅସ୍ଥିରମନା ହେବେ। ଶୁଭଅଙ୍କ-୭, ଶୁଭ ରଙ୍ଗ- କଫି |

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ: ବିବାଦୀୟ ପରିସ୍ଥିତି ଦେଇ ଗତି କରିବେ । ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଅପଦସ୍ତ ହୋଇପାରନ୍ତି। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା |

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

ମିଥୁନ : ଦେହ ଓ ମନ ଭଲ ରହିବ। ସାଂସାରିକ ସୁଖମୟ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

କର୍କଟ: ପ୍ରତିଦ୍ବନ୍ଦ୍ବତାମୂକ ସଫଳତା ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ପରିଶ୍ରମୀ ହେବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ସିଂହ : ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ | ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ । ମହିଳାମାନେ ଚିନ୍ତାରେ ରହିବେ | ବାଣିଜ୍ୟରେ ସ୍ବଳ୍ପ ଆୟ ହେବ । ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ |

କନ୍ୟା: ଆବଶ୍ୟକ ମୁତାବକ ସହଯୋଗ ପାଇବେ ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ବାଣିଜ୍ୟରେ ପ୍ରସାର ହେବ | ଶିକ୍ଷାର୍ଥୀ ଯଶ ପାଇବେ ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

ତୁଳା: ପରିଶ୍ରମ ମୁତାବକ ଫଳ ପାଇବେ। ରାଜନୀତିରେ ବିବାଦୀୟ ପରିସ୍ଥିତି ଭିତରେ ସଫଳଗାମୀ ହେବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀମାନେ ଉତ୍ତେଜନାରେ ରହିବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍ |

ବିଛା : ଏକସଙ୍ଗେ ଅସ୍ଥିରତା ଓ କାର୍ଯ୍ୟ ବିଳମ୍ବ ଦେଖାଦେବ । ପଡ଼ୋଶୀଙ୍କ ସହ ଭୁଲ୍ ବୁଝାମଣା ହୋଇପାରେ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅସ୍ଥିର ରହିବେ | ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

ଧନୁ : ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ଉଭୟେ ପ୍ରେମ ଓ ସାଂସାରିକ ମଧୁର ରହିବ | ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ | ଶୁଭ ଅଙ୍କ – ୮, ଶୁଭ ରଙ୍ଗ- ବାଇଗଣୀ|

ମକର : କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିଥାନ୍ତି | ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଗ୍ରାହକପ୍ରିୟ ହେବେ | ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ | ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍ ।

କୁମ୍ଭ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନପ୍ରାପ୍ତି ହେବ । ବନ୍ଧୁମିଳନ ଓ ସହଯୋଗ ପାଇବେ । ରାଜନୀତିରେ ଧନସମ୍ମାନ ପାଇବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ | ଶୁଭ ଅଙ୍କ- ୪, ଶୁଭ ରଙ୍ଗ – ମେଟାଲିକ୍|

ମୀନ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳା ହେବେ। ରାଜନୀତିରେ ପ୍ରତିଷ୍ଠିତ ହେବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ – ୩, ଶୁଭ ରଙ୍ଗ- କ୍ରିମ୍ |

30 Jan 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp