ସୋମବାର ରାଶିଫଳ ( ୩୧ – ୦୧ – ୨୦୨୨ )

The Sakala Picture
Published On

ମେଷ: ଦଶମରେ ଚନ୍ଦ୍ରଙ୍କ ଅବସ୍ଥିତି କାରଣରୁ କର୍ମକ୍ଷେତ୍ର ପରିସର ବୃଦ୍ଧିପାଇବ । ସାଂସାରିକ ସୁଖଶାନ୍ତି ଅକ୍ଷୁର୍ଣ୍ଣ ରହିବ। ରାଜନୀତିରେ ସକ୍ରିୟ ରହିବେ | ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ କୃତ୍ତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ । ବୃଷ: କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଚାକିରିରେ ଅବହେଳା ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- […]

ମେଷ: ଦଶମରେ ଚନ୍ଦ୍ରଙ୍କ ଅବସ୍ଥିତି କାରଣରୁ କର୍ମକ୍ଷେତ୍ର ପରିସର ବୃଦ୍ଧିପାଇବ । ସାଂସାରିକ ସୁଖଶାନ୍ତି ଅକ୍ଷୁର୍ଣ୍ଣ ରହିବ। ରାଜନୀତିରେ ସକ୍ରିୟ ରହିବେ | ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ କୃତ୍ତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

ବୃଷ: କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଚାକିରିରେ ଅବହେଳା ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ଧଳା ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

କର୍କଟ: ଦିନଟି ବିଜୟ ଉଲ୍ଲାସ ସହ କଟିବ। ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ | ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍ ।

ସିଂହ: କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍

କନ୍ୟା: ଦିନଟିରେ ଅନିଶ୍ଚିତା କାରଣରୁ ଅସଫଳ ହୋଇପାରନ୍ତି। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ। ଶିଳ୍ପ ଓ ବାଣିଜ୍ୟରେ ବ୍ୟୟ ବୃଦ୍ଧି ଦେଖାଦେବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ତୁଳା: ଦିନଟିରେ ଚଳଚଞ୍ଚଳ ଓ କାର୍ଯ୍ୟ ସଫଳ ହେବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

ବିଛା: ଅଟକି ରହିଥିବା କାର୍ଯ୍ୟ ସମାପନ ହେବ। ଉଭୟେ ପ୍ରେମ ଓ ଦାମ୍ପତ୍ୟରେ ସୁଖମୟ ରହିବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ସଫଳ ହେବେ | ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି ।

ଧନୁ: କାର୍ଯ୍ୟ ବିଳମ୍ବ ଓ ସମସ୍ୟା ରହିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

ମକର: ବ୍ୟୟ ବହୁଳତା କାରଣରୁ ଋଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ଅବହେଳା ରହିବ । ବାଣିଜ୍ୟରେ ମନ୍ଥର ରହିବ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍।

କୁମ୍ଭ: କାର୍ଯ୍ୟହାନି ଓ ମନସ୍ତାପ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ଅପଯଶ ପାଇବେ । ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ତ୍ରୁଟି କରିବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |

ମୀନ: ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ରାଜନୀତିରେ ଧନ ସମ୍ମାନ ପାଇବେ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟ ମନମୁତାବକ ହେବ । ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୧, ଶୁଭ ରଙ୍ଗ-ପିଙ୍କ୍।

31 Jan 2022 By The Sakala

ସୋମବାର ରାଶିଫଳ ( ୩୧ – ୦୧ – ୨୦୨୨ )

ମେଷ: ଦଶମରେ ଚନ୍ଦ୍ରଙ୍କ ଅବସ୍ଥିତି କାରଣରୁ କର୍ମକ୍ଷେତ୍ର ପରିସର ବୃଦ୍ଧିପାଇବ । ସାଂସାରିକ ସୁଖଶାନ୍ତି ଅକ୍ଷୁର୍ଣ୍ଣ ରହିବ। ରାଜନୀତିରେ ସକ୍ରିୟ ରହିବେ | ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ କୃତ୍ତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ ।

ବୃଷ: କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଚାକିରିରେ ଅବହେଳା ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ଧଳା ।

ମିଥୁନ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

କର୍କଟ: ଦିନଟି ବିଜୟ ଉଲ୍ଲାସ ସହ କଟିବ। ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ | ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍ ।

ସିଂହ: କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍

କନ୍ୟା: ଦିନଟିରେ ଅନିଶ୍ଚିତା କାରଣରୁ ଅସଫଳ ହୋଇପାରନ୍ତି। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ। ଶିଳ୍ପ ଓ ବାଣିଜ୍ୟରେ ବ୍ୟୟ ବୃଦ୍ଧି ଦେଖାଦେବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ତୁଳା: ଦିନଟିରେ ଚଳଚଞ୍ଚଳ ଓ କାର୍ଯ୍ୟ ସଫଳ ହେବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

ବିଛା: ଅଟକି ରହିଥିବା କାର୍ଯ୍ୟ ସମାପନ ହେବ। ଉଭୟେ ପ୍ରେମ ଓ ଦାମ୍ପତ୍ୟରେ ସୁଖମୟ ରହିବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ସଫଳ ହେବେ | ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି ।

ଧନୁ: କାର୍ଯ୍ୟ ବିଳମ୍ବ ଓ ସମସ୍ୟା ରହିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

ମକର: ବ୍ୟୟ ବହୁଳତା କାରଣରୁ ଋଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ଅବହେଳା ରହିବ । ବାଣିଜ୍ୟରେ ମନ୍ଥର ରହିବ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍।

କୁମ୍ଭ: କାର୍ଯ୍ୟହାନି ଓ ମନସ୍ତାପ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ଅପଯଶ ପାଇବେ । ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ତ୍ରୁଟି କରିବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |

ମୀନ: ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ରାଜନୀତିରେ ଧନ ସମ୍ମାନ ପାଇବେ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟ ମନମୁତାବକ ହେବ । ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୧, ଶୁଭ ରଙ୍ଗ-ପିଙ୍କ୍।

https://www.thesakala.in/horoscope/31th-jan-2022-monday-rasiphala/article-8862
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp