ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ମଙ୍ଗଳବାର ରାଶିଫଳ ( ୦୧- ୦୨ -୨୦୨୨ )

The Sakala Picture
Published On

ମେଷ: ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍ । ବୃଷ: କର୍ମକ୍ଷେତ୍ରରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ । ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମାନ୍ଦା ରହିବ ଶିକ୍ଷାର୍ଥୀ ଆଳସ୍ୟ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ଧଳା | ମିଥୁନ: କର୍ମକ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ। ରାଜନୀତିରେ […]

ମେଷ: ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍ ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୧-୦୬-୨୦୨୬)

ବୃଷ: କର୍ମକ୍ଷେତ୍ରରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ । ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମାନ୍ଦା ରହିବ ଶିକ୍ଷାର୍ଥୀ ଆଳସ୍ୟ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ଧଳା |

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୩-୦୬-୨୦୨୬)

ମିଥୁନ: କର୍ମକ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୧୫-୦୬-୨୦୨୬)

କର୍କଟ: ବନ୍ଧୁ ସହଯୋଗ ପାଇ ଆଗେଇ ଚାଲିବେ। ମହିଳାମାନେ ପ୍ରସନ୍ନ ରହିବେ। ରାଜନୀତିରେ ପ୍ରଶଂସିତ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍।

ସିଂହ: ଦୁଃସାହସିକ ଓ ଦୃଢ଼ମନା ହୋଇ କାର୍ଯ୍ୟ ତୁଲାଇବେ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ସକ୍ରିୟ ରହିବେ ବାଣିଜ୍ୟ ଲାଭଜନକ ରହିବ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

କନ୍ୟା: କର୍ମକ୍ଷେତ୍ରରେ ସମସ୍ୟା ରହିବ। ସନ୍ତାନସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟରେ ଆୟ ହେବ । ଶିକ୍ଷାର୍ଥୀ ବ୍ୟସ୍ତ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍ |

ତୁଳା: ଦିନଟି ଚଳଚଞ୍ଚଳ ରହିବେ। ଅତିଥିଙ୍କ ଆଗମନ ହୋଇପାରେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ I ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅଜ୍ଞାଧୀନ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ |

ବିଛା: କର୍ମକ୍ଷେତ୍ର ମନ୍ଥର ରହିବ। ଅନ୍ୟପାଇଁ ଅସୁବିଧାରେ ପଡ଼ିପାରନ୍ତି। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ ।

ଧନୁ: କାର୍ଯ୍ୟହାନି ଓ ମନସ୍ତାପ ଦେଖାଦେବ । ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇ ପାରନ୍ତି । ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

ମକର: ଦିନଟି ଆଶାନୁରୂପ ଫଳ ପାଇବେ । ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍।

କୁମ୍ଭ: କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ। ରାଜନୀତିରେ ଶତ୍ରୁଜୟୀ ହେବେ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ | ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |

ମୀନ: କେତେକ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ । ମହିଳାମାନେ ହତୋତ୍ସାହ ରହିବେ । ରାଜନୀତିରେ ବିବାଦୀୟ ପରିସ୍ଥିତି ରହିପାରେ | ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ- ୭, ଶୁଭ ରଙ୍ଗ-କଫି |

01 Feb 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp