ଗୁରୁବାର ରାଶିଫଳ ( ୦୩ – ୦୨ – ୨୦୨୨)

The Sakala Picture
Published On

ମେଷ: ଧନ ସମ୍ମାନ ସହ ସାହଯ୍ୟ ପାଇବେ । ଚାକିରିରେ ସ୍ଥିରତା ବଜାୟ ରହିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ସଞ୍ଚୟ ହେବେ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ- ମେରୁନ୍ । ବୃଷ:ବିଭିନ୍ନ ମାର୍ଗରୁ ଅର୍ଥାଗାମୀ ଯୋଗ ରହିଛି। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ […]

ମେଷ: ଧନ ସମ୍ମାନ ସହ ସାହଯ୍ୟ ପାଇବେ । ଚାକିରିରେ ସ୍ଥିରତା ବଜାୟ ରହିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ସଞ୍ଚୟ ହେବେ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ- ମେରୁନ୍ ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ବୃଷ:ବିଭିନ୍ନ ମାର୍ଗରୁ ଅର୍ଥାଗାମୀ ଯୋଗ ରହିଛି। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ। ଗୁରୁଜନମାନଙ୍କ ସହ ମତାନ୍ତର ହୋଇପାରେ। ରାଜନୀତିରେ ଜଟୀନ ପରିସ୍ଥିତି ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ତୃଟି କରିପାରନ୍ତି । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୩-୦୩-୨୦୨୬ )

କର୍କଟ: କର୍ମକ୍ଷେତ୍ରରେ ଅଶାନ୍ତି ପରିସ୍ଥିତି ରହିପାରେ । ସାଂସାରିକ ହତୋତ୍ସାହ ରହିବେ । ରାଜନୀତିରେ ବାଧାବିଘ୍ନ ସମ୍ମୁଖୀନ ହେବେ। ବାଣିଜ୍ୟରେ ପ୍ରତିକୂଳ ରହିବ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ – ଗୋଲଡେନ୍ ।

ସିଂହ: ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବେ । ପ୍ରଶାସନିକ ଓ ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଉତ୍ସାହଜନକ ରହିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।

କନ୍ୟା: ଦେହ ଓ ମନ ଭଲ ରହିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ରାଜନୀତିରେ ସକ୍ରିୟ ରହିବେ । ମହିଳାମାନେ ସ୍ୱାଭିମାନୀ ହେବେ । ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍ ।

ତୁଳା: ବହୁଚେଷ୍ଟା କରି ସୁଫଳ ପାଇବେ । ସନ୍ତାନ ସନ୍ତତି ଉନ୍ନତି କରିବେ । ରାଜନୀତି ଓ ପ୍ରଶାସନିକ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା ।

ବିଛା: ହେଉଥିବା କାର୍ଯ୍ୟ ଅଳ୍ପକେ ସ୍ଥଗିତ ରହିପାରେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ । ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ ।

ଧନୁ: କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅସହଯୋଗ ରହିବେ। ରାଜନୀତିରେ ଜଟୀଳ ପରିସ୍ଥିତି ରହିପାରେ। ବାଣିଜ୍ୟରେ ପ୍ରତିବନ୍ଧକ ଦେଖାଦେବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ-୭,ଶୁଭ ରଙ୍ଗ- କଫି ।

ମକର: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବେ । ରାଜନୀତିରେ ନେତୃତ୍ବ ନେଇ ପ୍ରଶଂସିତ ହେବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ନିର୍ବାହ କରିବେ। ବାଣିଜ୍ୟରେ ଉତ୍ସାହଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।

କୁମ୍ଭ: କୌଣସି ନୂତନ କାର୍ଯ୍ୟାରମ୍ଭ କରିଖରନ୍ତି । ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ମହିଳାମାନଙ୍କର ସ୍ଵାଭିମାନ ଅକ୍ଷୁର୍ଣ୍ଣ ରହିବ। ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍ ।

ମୀନ: କାର୍ଯ୍ୟ ବହୁଳତା କାରଣରୁ କ୍ଳାନ୍ତ ଅନୁଭବ କରିପାନ୍ତି। ମହିଳାମାନେ ଅସ୍ଥିର ରହିବେ। ଚାକିରିରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍ ।

03 Feb 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp