ଶୁକ୍ରବାର ରାଶିଫଳ ( ୦୪ -୦୨ – ୨୦୨୨ )

The Sakala Picture
Published On

ମେଷ: ବ୍ୟୟ ବହୁଳତା କାରଣରୁ ଅଭାବରେ ପଡ଼ିବେ। ସାଂସାରିକ ଭୁଲ୍ ବୁଝାମଣା ରହିପାରେ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍ । ବୃଷ: ବହୁ ଦିନର ଅପେକ୍ଷାର ଅନ୍ତ ହୋଇପାରେ । ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା । ମିଥୁନ: କୌଣସି […]

ମେଷ: ବ୍ୟୟ ବହୁଳତା କାରଣରୁ ଅଭାବରେ ପଡ଼ିବେ। ସାଂସାରିକ ଭୁଲ୍ ବୁଝାମଣା ରହିପାରେ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍ ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

ବୃଷ: ବହୁ ଦିନର ଅପେକ୍ଷାର ଅନ୍ତ ହୋଇପାରେ । ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: କୌଣସି ବଡ଼ ଧରଣର ସଫଳତା ପାଇପାରନ୍ତି। ଚାକିରିରେ ସୁଚାରରୂପେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ଉଚ୍ଚ ଫଳ ପାଇବେ ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଯୋଜନା କରି ସଫଳ ହେବେ । ଧର୍ମାଦି କାର୍ଯ୍ୟରେ ମନ ରହିବ। ରାଜନୀତିରେ ଜନସେବାର ବ୍ରତୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍।

ସିଂହ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ରାଜନୀତିରେ ବିଷମ ପରିସ୍ଥିତି ରହିପାରେ। ଚାକିରିରେ ଶତ୍ରୁବୃଦ୍ଧି ହେବ । ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ । ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍ ।

କନ୍ୟା: ଦିନଟି ପ୍ରସନ୍ନତାରେ କରିବ I ବନ୍ଧୁ ବାନ୍ଧବଙ୍କ ସହଯୋଗ ପାଇବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ । ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍।

ତୁଳା: ପରିଶ୍ରମର ଫଳ ପାଇବେ। ସମସ୍ୟାରୁ ମୁକ୍ତି ପାଇବେ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟରେ ସୁଫଳ ମିଳିବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

ବିଛା: ସମାଜରେ ଉତ୍ତମ ଆସନରେ ଅଳଂକୃତ ହେବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ଆଗେଇ ଚାଲିବେ | ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

ଧନୁ: ଅନ୍ୟ ପାଇଁ ସମସ୍ୟାରେ ପଡ଼ିପାରନ୍ତି। ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ | ଚାକିରିରେ ଅସ୍ଥିର ରହିବେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।

ମକର: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ଅସହଯୋଗ ମନେହେବ। ରାଜନୀତିରେ ବାଧାବିଘ୍ନ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ – ହଳଦିଆ ।

କୁମ୍ଭ: ଦିନଟିରେ ପ୍ରସନ୍ନତା ରହିବ ଓ ବନ୍ଧୁ ସହଯୋଗ ମିଳିବ। ଚାକିରିରେ ସ୍ଥାୟିତ୍ଵ ବୃଦ୍ଧି ପାଇବ । ପ୍ରଶାସନିକ ପ୍ରଶଂସା ପାଇବେ। ବାଣିଜ୍ୟରେ ଭଲ ଆୟ ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍ ।

ମାନ: ଦିନଟି କର୍ମତତ୍ପର ରହିବେ। ଆର୍ଥିକ ସ୍ବଚ୍ଛଳତା ପ୍ରାପ୍ତି ହେବ। ମହିଳାମାନେ ସୁଖୀ ହେବେ । ଚାକିରିରେ ସମ୍ମାନ ବଢ଼ିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- ବାଇଗଣୀ ।

04 Feb 2022 By The Sakala

https://www.thesakala.in/horoscope/4th-feb-2022-friday-rasiphala/article-8971
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp