ଶନିବାର ରାଶିଫଳ ( ୦୫ – ୦୨ -୨୦୨୨ )
ମେଷ : କାର୍ଯ୍ୟ ବିଳମ୍ବ ଓ ଅସ୍ଥିରତା ଦେଖାଦେବ । ରାଜନୀତିରେ ଲୋକସମ୍ପର୍କ ହ୍ରାସ ପାଇବ । ମହିଳାମନେ ଆଳସ୍ୟ ରହିବେ । ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି ବୃଷ : ଆର୍ଥିକ ପରିସ୍ଥିତି ସୁଦୃଢ଼ ରହିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ । ରାଜନୀତିରେ ପ୍ରଭାବଶାଳୀ ରହିବେ I ବାଣିଜ୍ୟରେ ଉତ୍ତମ ଫଳ ମିଳିବ । […]
ମେଷ : କାର୍ଯ୍ୟ ବିଳମ୍ବ ଓ ଅସ୍ଥିରତା ଦେଖାଦେବ । ରାଜନୀତିରେ ଲୋକସମ୍ପର୍କ ହ୍ରାସ ପାଇବ । ମହିଳାମନେ ଆଳସ୍ୟ ରହିବେ । ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି
ବୃଷ : ଆର୍ଥିକ ପରିସ୍ଥିତି ସୁଦୃଢ଼ ରହିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ । ରାଜନୀତିରେ ପ୍ରଭାବଶାଳୀ ରହିବେ I ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶିକ୍ଷାର୍ଥୀ ଦୃଢ଼ମନା ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ମିଥୁନ : ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ରାଜନୀତି ଓ ପ୍ରଶାସନିକ ଧନ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ସମ୍ମାନିତ ହେବେ । ବଣିକ୍ୟ ରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୬, ରଙ୍ଗ ସିଲଭର୍ ।
କର୍କଟ : ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବ ରାଜନୀତିରେ ଉଚ୍ଚ ସମ୍ମାନ ପାପ୍ତ ହେବ। ମହିଳାମାନେ ଧର୍ମପରାୟଣା ହେଲେ ବର୍ଷରେ ଶୁଭଫଳ ମିଳିବ । ଶିକ୍ଷାର୍ଥୀ ଆଜ୍ଞାଧୀନ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।
ସିଂହ : ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ। ଚାକିରି ସମସ୍ୟା ବହୁଳ ରହିବ ରାଜନୀତିରେ ଶତ୍ରୁବୃଦ୍ଧି ହେବ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଉତ୍ତେଜନାରେ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍ ।
କନ୍ୟା : କର୍ମକ୍ଷେତ୍ରରେ ସହଯୋଗ ମିଳିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ଚାକିରିରେ ମାନ ମର୍ଯ୍ୟାଦା ବୃଦ୍ଧି ପାଇବ ଦାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୫ ଶୁଭ ରଙ୍ଗ- ସବୁଜ ।
ତୁଳା : ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ନିଷ୍ଠା ରହିବ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଗୁରୁଜନଙ୍କ ପ୍ରିୟ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ – ଧଳା ।
ବିଛା : ବିଭିନ୍ନ ଉପାୟରେ ଆୟ କରିବେ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବ | ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍ ।
ଧନୁ : କର୍ମକ୍ଷେତ୍ର ମନ୍ଥର ରହିବ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ଚାକିରିରେ ଅବହେଳା କରିବେ । ଶିଳ୍ପ ଓ ବାଣିଜ୍ୟ ମାନ୍ଦା ରହିବ । ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍।
ମକର : କର୍ମକ୍ଷେତ୍ରରେ ପ୍ରତାରଣା ପାଇ ପାରନ୍ତି। ମହିଳାମାନେ ହତୋତ୍ସାହ ରହିବେ । ଚାକିରିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ । ଶୁଭ ଅଙ୍କ-୫ , ଶୁଭ ରଙ୍ଗ- ସବୁଜ।
କୁମ୍ଭ : ଦିନଟିରେ ସୁଖ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆଦରଣୀୟ ହେବେ । ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ- ୪, ଶୁଭ ରଙ୍ଗ- ମେଟାଲିକ୍।
ମୀନ : ଦିନଟି କର୍ମତତ୍ପର ସହ ସଫଳତା ପାଇବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା ।