ସୋମବାର ରାଶିଫଳ ( ୦୭ – ୦୨ – ୨୦୨୨ )

The Sakala Picture
Published On

ମେଷ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। କେତେକ ସ୍ଥଳେ ଉତ୍ତେଜନା ଦେଖାଦେବ | ରାଜନୀତିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍ । ବୃଷ: କେତେକ କାର୍ଯ୍ୟକୁ ନେଇ ବ୍ୟଥ୍ତ ରହିବେ । ରଣ ପ୍ରଭାବିତ ହୋଇପାରନ୍ତି । । ରାଜନୀତିରେ ସମସ୍ୟା ଭିତ୍ତିକ ସ୍ଥିତି ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ […]

ମେଷ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। କେତେକ ସ୍ଥଳେ ଉତ୍ତେଜନା ଦେଖାଦେବ | ରାଜନୀତିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍ ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ: କେତେକ କାର୍ଯ୍ୟକୁ ନେଇ ବ୍ୟଥ୍ତ ରହିବେ । ରଣ ପ୍ରଭାବିତ ହୋଇପାରନ୍ତି । । ରାଜନୀତିରେ ସମସ୍ୟା ଭିତ୍ତିକ ସ୍ଥିତି ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

ମିଥୁନ: ସ୍ବପ୍ନ ସାକାର ହେବ। ଉଭୟେ ପ୍ରେମ ଓ ସାଂସାରିକ ସୁଖଶାନ୍ତି ଅତୁଟ ରହିବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ। ଶିକ୍ଷାର୍ଥୀ ଆଦର୍ଶବାଦୀ ରହିବେ। ଶୁଭ ଅଙ୍କ -୬, ଶୁଭ ରଙ୍ଗ – ସିଲଭର୍।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

କର୍କଟ: ଆୟର ପଥ ଉନ୍ମୁକ୍ତ ରହିଛି । ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ରାଜନୀତିରେ ସୁନାମ ପାଇବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉଚ୍ଚମନା ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍‌।

ସିଂହ: ଅନ୍ୟର ସାହାଯ୍ୟ ପାଇ ଆଗେଇ ଚାଲିବେ । ରାଜନୀତିରେ ଲୋକପ୍ରିୟତା ବଢ଼ିବ। ମହିଳାମାନେ ସଂସ୍କାରପ୍ରିୟ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- କମଳା ।

କନ୍ୟା: ଅନିଶ୍ଚିତତା କାରଣରୁ କ୍ଷତିରେ ପଡ଼ିପାରନ୍ତି। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀମାନେ ହତୋତ୍ସାହ ରହିବେ ଶୁଭ ଅଙ୍କ-୨, ଶୁଭ ରଙ୍ଗ – ସିଲଭର୍ ।

ତୁଳା: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ମନମୁତାବକ ଫଳ ପାଇବେ । ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ – ମେଟାଲିକ୍।

ବିଛା: ବହୁ ଚେଷ୍ଟା କରି ସଫଳତା ପାଇବେ । ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଜ୍ଞାଧୀନ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍।

ଧନୁ: ଦିନଟି କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ଚିନ୍ତାଜନକ ସ୍ଥିତି ରହିବ। ଚାକିରିରେ ଚାପ ରହିବେ । ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ନିରାଶ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

ମକର: ଦୀର୍ଘ ଦିନର କାର୍ଯ୍ୟ ସମ୍ପୁର୍ଣ୍ଣ ହେବ। ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟରେ ଉତ୍ତମ ଲାଭ ପାଇବେ । ଶିକ୍ଷାର୍ଥୀ ଉଚ୍ଚ ଶିକ୍ଷା ପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲଭର୍ ।

କୁମ୍ଭ: ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।

ମୀନ: କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ପ୍ରଶାସନିକ ସୁନାମ ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।

07 Feb 2022 By The Sakala

https://www.thesakala.in/horoscope/7th-feb-2022-monday-rasiphala/article-9048
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp