ମଙ୍ଗଳବାର ରାଶିଫଳ ( ୦୮- ୦୨ -୨୦୨୨ )

The Sakala Picture
Published On

ମେଷ: କୌଣସି ବିଷୟକୁ ନେଇ ଦୁଶ୍ଚିନ୍ତାେର ରହିେବ। ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଅସ୍ଥିର ରହିେବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଫିଙ୍କ୍‌। ବୃଷ: ବ୍ୟୟ ବହୁଳତା କାରଣରୁ ଅର୍ଥାଭାବ ଦେଖାଦବ। ରାଜନୀତିରେ ବିେରାଧୀ ବୃଦ୍ଧି ପାଇବ। ଚାକିରିରେ ଅବେହଳା କରିବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ। ମିଥୁନ: ଦୀର୍ଘଦିନର ସ୍ବପ୍ନ ସାକାର ହୋଇପାରେ। ଉଭୟେ ପ୍ରେମ […]

ମେଷ: କୌଣସି ବିଷୟକୁ ନେଇ ଦୁଶ୍ଚିନ୍ତାେର ରହିେବ। ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଅସ୍ଥିର ରହିେବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଫିଙ୍କ୍‌।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ବ୍ୟୟ ବହୁଳତା କାରଣରୁ ଅର୍ଥାଭାବ ଦେଖାଦବ। ରାଜନୀତିରେ ବିେରାଧୀ ବୃଦ୍ଧି ପାଇବ। ଚାକିରିରେ ଅବେହଳା କରିବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ମିଥୁନ: ଦୀର୍ଘଦିନର ସ୍ବପ୍ନ ସାକାର ହୋଇପାରେ। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

କର୍କଟ:କର୍ମକ୍ଷେତ୍ର ପରିସର ବୃଦ୍ଧି ପାଇବ। ଚାକିରିରେ ଧନ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ। ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍ଗ-୯ ,ଶୁଭ ରଙ୍ଗ- ମେରୁନ୍‌।

ସିଂହ: ଶୃଙ୍ଖଳିତ ଧାରରେ କାର୍ଯ୍ୟ କରି ସଫଳ ହେବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ।

କନ୍ୟା:କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ରାଜନୀତିରେ ବିଷମ ପରିସ୍ଥିତି ରହିବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ-୫ ,ଶୁଭ ରଙ୍ଗ- ସବୁଜ।

ତୁଳା:ଦିନଟି ଉତ୍ସାହଜନକ ରହିବ। ରାଜନୀତି ଓ ପ୍ରଶାସନିକ ଉଚ୍ଚ ପ୍ରଶଂସା ପାଇବେ। ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ମନୋମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା।

ବିଛା: କର୍ମକ୍ଷେତ୍ରରେ ମନ୍ଥର ରହିବ। ଅନ୍ୟପାଇଁ ଅସୁବିଧାରେ ପଡ଼ିପାରନ୍ତି। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍‌।

ଧନୁ: କାର୍ଯ୍ୟହାନି ଓ ମନସ୍ତାପ ଦେଖାଦେବ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।

ମକର: ଦିନଟି ଆଶାନୁରୂପ ଫଳ ପାଇବେ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌।

କୁମ୍ଭ:କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ। ରାଜନୀତିରେ ଶତ୍ରୁଜୟୀ ହେବେ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।

ମୀନ: କେତେକ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିପାରେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

08 Feb 2022 By The Sakala

https://www.thesakala.in/horoscope/tuesday-horoscope-08-02-2022/article-9073
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp