ଗୁରୁବାର ରାଶିଫଳ ( ୧୦ – ୦୨ – ୨୦୨୨ )

The Sakala Picture
Published On

ମେଷ : ଆୟ ମଧ୍ୟମ ଧରଣର ହେବ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ପରିବହନ ଓ ବାଣିଜ୍ୟରେ ସଫଳତା ପାଇବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି। ବୃଷ : କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ। ମିଥୁନ : କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। […]

ମେଷ : ଆୟ ମଧ୍ୟମ ଧରଣର ହେବ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ପରିବହନ ଓ ବାଣିଜ୍ୟରେ ସଫଳତା ପାଇବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ : କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

ମିଥୁନ : କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ସାଂସାରିକ ଅର୍ଥାଭାବ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଶିଳ୍ପ ଓ ବାଣିଜ୍ୟ ବ୍ୟୟ ବହୁଳତା ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

କର୍କଟ : ବନ୍ଧୁ ସହଯୋଗ ପାଇବେ। ପ୍ରଶାସନିକ ପଦ ପଦବୀ ବୃଦ୍ଧି ହୋଇପାରେ। ରାଜନୀତିରେ ସକ୍ରିୟ ଭୂମିକା ରହିବ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍ଗ-୩,ଶୁଭ ରଙ୍ଗ- ହଳଦିଆ।

ସିଂହ : କାର୍ଯ୍ୟସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌।

କନ୍ୟା: ଯୋଜନା କରି ସଫଳ ହେବେ। ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରସିଦ୍ଧି ମିଳିବ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା : ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ଶତ୍ରୁବୃଦ୍ଧି ହୋଇପାରନ୍ତି। ରାଜନୀତିରେ ଲୋକପ୍ରିୟତା କମିପାରେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।

ବିଛା : କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ମହିଳାମାନେ ଅପଯଶ ପାଇବେ। ଚାକିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲଭର୍‌।

ଧନୁ : ସମାଜରେ ଉତ୍ତମ ଆସନରେ ଅଳଂକୃତ ହେବେ।ରାଜନୀତିକ ଓ ପ୍ରଶାସନିକ ପ୍ରଭାବଶାଳୀ ରହିବେ।ପରିବହନ ଓ ବାଣିଜ୍ୟରେ ଉତ୍ତମ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।

ମକର : ଆର୍ଥିକ କ୍ଷେତ୍ରରେ ସୁଦୃଢ଼ତା ଆସିବ। ଚାକିରିରେ ସୁଚାରୁ ରୂପରେ କାର୍ଯ୍ୟ ତୁଲାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଲାଭ ପାଇବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍‌।

କୁମ୍ଭ : କର୍ମକ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ସୁନାମ ଅର୍ଜନ କରିବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ମୀନ : କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହେବେ। ମହିଳାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ରହିପାରେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ-ପିଙ୍କ୍‌।

10 Feb 2022 By The Sakala

https://www.thesakala.in/horoscope/10th-feb-2022-thursday-rasiphala/article-9122
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp