ଶୁକ୍ରବାର ରାଶିଫଳ ( ୧୧ -୦୨ – ୨୦୨୨ )
ମେଷ: ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ। ବୃଷ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ମହିଳାମାନେ ଯଶ ପାଇବେ। କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା। ମିଥୁନ: କାର୍ଯ୍ୟ ବିଳମ୍ବ […]
ମେଷ: ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ।
ବୃଷ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ମହିଳାମାନେ ଯଶ ପାଇବେ। କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା।
ମିଥୁନ: କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ଭିତରେ କଟିବ। ସାଂସାରିକ ଅଶାନ୍ତି ଦେଖାଦେବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।
କର୍କଟ:ଭବିଷ୍ୟତ ଯୋଜନା ଫଳପ୍ରସୂ ହେବ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍ଗ-୯,ଶୁଭ ରଙ୍ଗ- ଲାଲ୍।
ସିଂହ: ଉଚ୍ଚ ଆଶା ସଫଳ ହେବ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ସ୍ଥାୟୀତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍।
କନ୍ୟା: ଶୃଙ୍ଖଳିତ ଭାବେ କାର୍ଯ୍ୟ କରି ସଫଳ ହେବେ। ରାଜନୀତିରେ ସମ୍ମାନିତ ହେବେ। ମହିଳାମାନେ ଧର୍ମପରାୟଣା ହେବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।
ତୁଳା:କର୍ମକ୍ଷେତ୍ରରେ ସମସ୍ୟା ବହୁଳ ରହିବ। ରାଜନୀତିରେ ବିଷମ ପରିସ୍ଥିତି ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଅାକ୍ରୋଶରରେ ପଡ଼ିପାରନ୍ତି। ବାଣିଜ୍ୟରେ କ୍ଷତି ହେବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ଧଳା।
ବିଛା: ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ବନ୍ଧୁ ବାନ୍ଧବଙ୍କ ଆଗମନ ହୋଇପାରେ। ଚାକିରିରେ ପ୍ରଶଂସିତ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ପାଇବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍।
ଧନୁ: ବହୁ ଚେଷ୍ଟା କରି ସଫଳତା ପାଇବେ। ରାଜନୀତିକ ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଦୂରଯାତ୍ରା କରିପାରନ୍ତି। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।
ମକର: ଭବିଷ୍ୟତ ଚିନ୍ତା ଦୂର ହେବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ନୂତନତା ଆସିବ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍।
କୁମ୍ଭ: ସ୍ବପ୍ନ ସାକାର ହେବ। ସାଂସାରିକ ସୁଖସମୃଦ୍ଧି ପ୍ରାପ୍ତି ହେବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
ମୀନ: କର୍ମକ୍ଷେତ୍ରରେ ସାଧାରଣ ଫଳ ପାଇବେ। ପରୋପକାର କରିବାକୁ ଯାଇ ସମସ୍ୟାରେ ପଡ଼ିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ବିଶେଷ ସୁଫଳ ମିଳିବ ନାହିଁ। ଶୁଭ ଅଙ୍କ- ୭,ଶୁଭ ରଙ୍ଗ-କଫି।