ମଙ୍ଗଳବାର ରାଶିଫଳ ( ୧୫- ୦୨ -୨୦୨୨ )

The Sakala Picture
Published On

ମେଷ: ଦିନଟି ବ୍ୟୟବହୁଳତା କାରଣରୁ ଚିନ୍ତାରେ ରହିବେ। ରାଜନୀତିରେ ନିରାଶ ହୋଇପାରନ୍ତି। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ମାନ୍ଦା ଦେଖାଦେବ। ଶିକ୍ଷାର୍ଥୀ ବିବ୍ରତ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା। ବୃଷ: କାର୍ଯ୍ୟସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ମାନମର୍ଯ୍ୟାଦା ବଢ଼ିବ। ରାଜନୀତିରେ ପ୍ରଭାବଶାଳୀ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ। ମିଥୁନ: ଯୋଜନା କରି ସଫଳ ହେବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ […]

ମେଷ: ଦିନଟି ବ୍ୟୟବହୁଳତା କାରଣରୁ ଚିନ୍ତାରେ ରହିବେ। ରାଜନୀତିରେ ନିରାଶ ହୋଇପାରନ୍ତି। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ମାନ୍ଦା ଦେଖାଦେବ। ଶିକ୍ଷାର୍ଥୀ ବିବ୍ରତ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ବୃଷ: କାର୍ଯ୍ୟସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ମାନମର୍ଯ୍ୟାଦା ବଢ଼ିବ। ରାଜନୀତିରେ ପ୍ରଭାବଶାଳୀ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: ଯୋଜନା କରି ସଫଳ ହେବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ।ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

କର୍କଟ: ଦିନଟିରେ ଉତ୍ସାହିତ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

ସିଂହ: କାର୍ଯ୍ୟ ବିଳମ୍ବ ଓ ଅସ୍ଥିର ପରିସ୍ଥିତି ରହିବ। ଚାକିରିରେ ଅବହେଳା ରହିବ। ରାଜନୀତି ପ୍ରତିକୂଳ ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍‌।

କନ୍ୟା: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଚାକିରିରେ ଧନ ଓ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଗୁରୁଜନଙ୍କ ପ୍ରିୟ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ତୁଳା: କର୍ମକ୍ଷେତ୍ରର ପରିସର ବୃଦ୍ଧିପାଇବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ପ୍ରତିଷ୍ଠିତ ହେବେ। ପରିବହନ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ଧଳା।

ବିଛା:ବହୁଚେଷ୍ଟା କରି ଆଗେଇ ଚାଲିବେ। କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ରାଜନୀତିରେ ଜନସେବାରେ ବ୍ରତୀ ହୋଇପାରନ୍ତି। ବାଣିଜ୍ୟରେ ସ୍ବଳ୍ପଲାଭ ମିଳିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ। ଶୁଭ ଅଙ୍କ- ୧, ଶୁଭ ରଙ୍ଗ- ପିଙ୍କ୍‌।

ଧନୁ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ହତୋତ୍ସାହ ରହିବେ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।

ମକର: ଦିନଟି ପ୍ରସନ୍ନତା ଭିତରେ କଟିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ସହଯୋଗ ମିଳିବ। ପରିବହନ,ଶିଳ୍ପ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- ନୀଳ।

କୁମ୍ଭ: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ସହଯୋଗ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ମଧ୍ୟମ ଫଳ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ- ଗୋଲ୍‌ଡେନ୍‌।

ମୀନ: କୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ରାଜନୀତିରେ ପ୍ରଶଂସା ପାଇବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୭,ଶୁଭ ରଙ୍ଗ- କଫି‌।

15 Feb 2022 By The Sakala

https://www.thesakala.in/horoscope/tuesday-horoscope-15-02-2022/article-9257
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp