ଗୁରୁବାର ରାଶିଫଳ ( ୧୭-୦୨ -୨୦୨୨ )

The Sakala Picture
Published On

ମେଷ: କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ମହିଳାମାନେ ହତାଦର ହେବେ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା। ବୃଷ: ବହୁ ଚେଷ୍ଟା କରି ସୁଫଳ ପାଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌। ମିଥୁନ: ସମାଜରେ […]

ମେଷ: କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ମହିଳାମାନେ ହତାଦର ହେବେ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ ( ୧୨-୦୩-୨୦୨୬ )

ବୃଷ: ବହୁ ଚେଷ୍ଟା କରି ସୁଫଳ ପାଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ମିଥୁନ: ସମାଜରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଚାକିରିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: କାର୍ଯ୍ୟରେ ବିଳମ୍ବ ଦେଖାଦେବ। ରାଜନୀତିରେ ଉତ୍ତେଜନା ପରିସ୍ଥିତି ରହିବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟ ଚିନ୍ତାଜନକ ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ- ମେରୁନ୍‌।

ସିଂହ: ଦିନଟି ଆମୋଦ ପ୍ରମୋଦ ଭିତରେ କଟିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ।

କନ୍ୟା: ବାରମ୍ବାର ଚେଷ୍ଟାକରି କାର୍ଯ୍ୟ ହାସଲ କରିବେ। ରାଜନୀତିରେ ଦୂରସ୍ଥାନକୁ ଯାଇପାରନ୍ତି। ମହିଳାମାନେ ବ୍ୟସ୍ତ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲଭର୍‌।

ତୁଳା: ଦୀର୍ଘ ଦିନରେ ସ୍ବପ୍ନ ସାକାର ହେବ। ରାଜନୀତିରେ ପ୍ରସିଦ୍ଧ ବଢ଼ିବ। ପ୍ରଶାସନିକ ଓ ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।

ବିଛା: କାର୍ଯ୍ୟବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ମହିଳାମାନେ ଅପଯଶ ପାଇବେ। ଚାକିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲଭର୍‌

ଧନୁ: ସମାଜରେ ଉତ୍ତମ ଆସନରେ ଅଳଂକୃତ ହେବେ। ରାଜନୀତି ଓ ପ୍ରଶାସନିକ ପ୍ରଭାବଶାଳୀ ହେବେ। ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ- କଫି।

ମକର: ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍‌।

କୁମ୍ଭ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ସୁନାମ ପାଇବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ମୀନ: କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପଡ଼ିପାରନ୍ତି। ମହିଳାମାନଙ୍କର ସ୍ବାସ୍ଥ୍ୟ ସମସ୍ୟା ରହିପାରେ। ବାଣିଜ୍ୟରେ ଚିନ୍ତାଜନକ ପରିସ୍ଥିତି ରହିବ। ଶୁଭ ଅଙ୍କ- ୯,ଶୁଭ ରଙ୍ଗ- ଲାଲ୍‌।

17 Feb 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp